ଆମ ଜିଲା ଖବର

ଓଡ଼ିଆ ସାହିତ୍ୟର ପ୍ରସାରରେ ଇଣ୍ଟରନେଟ୍‌ ବାଧକ

ବ୍ରହ୍ମପୁର ଅଫିସ,୨୬ା୧୨- ଗଞ୍ଜାମ ଜିଲା ଲେଖକ ସାମ୍ମୁଖ୍ୟର ସପ୍ତଦଶତମ ସ୍ବନକ୍ଷତ୍ର ସମାରୋହ ବୁଧବାର ବ୍ରହ୍ମପୁର ଉତ୍କଳ ଆଶ୍ରମ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବର୍ତ୍ତମାନର ଡିଜିଟାଲ ଓ…

6 years ago

ଚିଲିକା ଉତ୍ତରନାଶୀରେ ପକ୍ଷୀ ସୁରକ୍ଷା ଢିଲା

କଣାସ, ୨୬ା୧୨(ସ୍ବ.ପ୍ର.): ଶୀତ ପଡିଲେ ବିଦେଶାଗତ ପକ୍ଷୀଙ୍କ କଳରାବରେ ମୁଖରିତ ହୋଇଉଠେ ଚିଲିକା। କିନ୍ତୁ ନଳବଣରେ ଖାଦ୍ୟ ଅଭାବ ଯୋଗୁ ପକ୍ଷୀମାନେ ଉତ୍ତରନାଶୀ ଦୟା ଓ ମକରା…

6 years ago

ଘୁମୁସର ଇତିହାସ ବହୁ ପୁରୁଣା

ଭଞ୍ଜନଗର,୨୬ା୧୨(ଡି.ଏନ.ଏ.)- ଘୁମୁସର ଇତିହାସ ଅତି ପୁରୁଣା। ଏହାର ଅଧିକ ଗବେଷଣା ସହ ପ୍ରଚାର ଓ ପ୍ରସାର ଆବଶ୍ୟକ ବୋଲି ଘୁମୁସର ଗବେଷଣା ପ୍ରତିଷ୍ଠାନର ଦ୍ୱିତୀୟ ବାର୍ଷିକୋତ୍ସବରେ ବକ୍ତାମାନେ…

6 years ago

ଜିଲାସ୍ତରୀୟ ଆଥଲେଟିକ୍‌ ମିଟ୍‌ ଉଦ୍‌ଯାପିତ

ଛତ୍ରପୁର,୨୬ା୧୨(ଡି.ଏନ.ଏ)- ଗଞ୍ଜାମ ଓ ଛତ୍ରପୁର ଆଥଲେଟିକ୍‌ ଆସୋସିଏଶନ ପକ୍ଷରୁ ଛତ୍ରପୁର ଷ୍ଟାଡିୟମରେ ୨ ଦିନ ଧରି ଚାଲିଥିବା ଜିଲା ଆଥଲେଟିକ୍‌ ମିଟ୍‌ ବୁଧବାର ଉଦଯାପିତ ହୋଇଯାଇଛି ା…

6 years ago

ଏସ୍‌ସିବି ମେଡିକାଲ ଆଉଟଡୋର କୋଠା ମରାମତି: ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଦୁର୍ନୀତି

କଟକ ଅଫିସ, ୨୬ା୧୨: ଏସ୍‌ସିବି ମେଡିକାଲରେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଦୁର୍ନୀତି ଅଭିଯୋଗ ହୋଇଥିବାବେଳେ ଏହାର ତଦନ୍ତ ଦାବିରେ ୧ହଜାର ଲୋକଙ୍କ ଦସ୍ତଖତ ସମ୍ବଳିତ ପତ୍ର…

6 years ago

ଟ୍ରେନ୍‌ରେ ଯାତ୍ରୀ ଛାଡ଼ିଥିବା ବ୍ୟାଗ୍‌ ଦେଲା ଆର୍‌ପିଏଫ୍‌

ଛତ୍ରପୁର,୨୬ା୧୨(ଡି.ଏନ.ଏ)- ଟ୍ରେନ୍‌ରେ ଜଣେ ଯାତ୍ରୀ ଛାଡି ଯାଇଥିବା ବ୍ୟାଗକୁ ଛତ୍ରପୁର ଆର୍‌ପିଏଫ୍‌ ଆଉଟପୋଷ୍ଟ ପକ୍ଷରୁ ତାଙ୍କୁ ହସ୍ତାନ୍ତର କରାଯାଇଛି। ୨୩ ତାରିଖରେ ଭୁବନେଶ୍ୱରରୁ ବାଲୁଗଁ। ପାଇଁ ହୀରାଖଣ୍ଡ…

6 years ago

ତଡ଼ପ ଲାଗିହୋଇ ରହିଲେ ସାକ୍ଷୀଗୋପାଳ

ସାକ୍ଷୀଗୋପାଳ,୨୬ା୧୨(ଡି.ଏନ୍‌.ଏ.): ସୂର୍ଯ୍ୟୋପରାଗ ପାଇଁ ବୁଧବାର ସାକ୍ଷୀଗୋପାଳ ମନ୍ଦିରରେ ସଅଳ ଦେବନୀତି ସମ୍ପନ୍ନ କରାଯାଇଛି। ସନ୍ଧ୍ୟା ସୁଧା ବଡସିଂହାର ଧୂପ ସମାପନ କରାଯିବା ପରେ ଠାକୁରଙ୍କୁ ଗ୍ରହଣ ବେଶ…

6 years ago

ବାରବୁଲା ଜୀବନ୍‌ ବିତଉଛନ୍‌ ବୁରୁଧ୍‌ ଦମ୍ପତି

ବିନିକା, ୨୬।୧୨ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ଏନ୍‌ଏସି ଅଧୀନ ଡଭଲା ଓ୍ବାର୍ଡ ନଂ.୧ ରେ ବାପ୍‌ଅଜା ଅମଲୁ ରହିଆସୁଛନ୍‌ ଅସାହା ବୁରୁଧ୍‌ ଦମ୍ପତି ନାଥ ଭୁଏ(୭୭)…

6 years ago

ସୌଭାଗ୍ୟ ଯୋଜନା ବାଟବନା: ବିଦ୍ୟୁତ୍‌ ସଂଯୋଗରୁ ବଁଚିତ୍‌ ସିର୍ଲିଗୁଡ଼ାବାସୀ

କୋକସରା, ୨୬।୧୨(ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା କୋକସରା ବ୍ଲକ ଫୁଫଗାଁ ପଁଚେତ୍‌ ସିର୍ଲିଗୁଡ଼ା ଗାଁବାସୀକୁ ସୌଭାଗ୍ୟ ଯୋଜନାରେ ବିଦ୍ୟୁତ୍‌ ସଂଯୋଗ ଯୁଗେଇ ଦେବାର ଲାଗି କାମ୍‌ ମୂଲ ହେଇଛେ।…

6 years ago

ସ୍ବଚ୍ଛ ଭାରତ ମିଶନ ବାଟବନା: ପାଇଖାନାରେ ରହୁଛନ୍‌ ଛେଲ୍‌, କୁକ୍‌ରା

ଲାଞ୍ଜିଗଡ଼, ୨୬।୧୨ (ଡି.ଏନ୍‌.ଏ.)- ସ୍ବଚ୍ଛ ଭାରତ ମିଶନ ତରଫୁ ସବୁ ପରିବାରକେ ପାଇଖାନା ତିଆର କରବାର ଲାଗି ଟଁକା ଦିଆଯାଉଛେ। ସେନ୍‌ତା ଲୁକ୍‌କୁ ପାଇଖାନା ବେଭାର କରବାକେ…

6 years ago