ଆମ ଜିଲା ଖବର

୩ ଦିନରେ ଅନ୍ୟ ରାଜ୍ୟରୁ ଗଞ୍ଜାମ ଫେରିବାକୁ ପଞ୍ଜୀକରଣ କଲେଣି ୮୦୮୧ ଜଣ

ଛତ୍ରପୁର,୨୭ା୪(ଡି.ଏନ୍‌.ଏ.): ତିନିଦିନ ମଧ୍ୟରେ ଅନ୍ୟ ରାଜ୍ୟରୁ ଗଞ୍ଜାମ ଜିଲାକୁ ଫେରିବାକୁ ୮୦୮୧ ଜଣ ଅନ୍‌ଲାଇନ୍‌ରେ ପଞ୍ଜୀକରଣ କରିଛନ୍ତି। ଏ ସମ୍ପର୍କରେ ଛତ୍ରପୁରସ୍ଥିତ ଡିଆରଡିଏ କାର୍ଯ୍ୟାଳୟରେ ଥିବା କୋଭିଡ୍‌…

7 years ago

ସମୁଦ୍ରପଥ ଦେଇ ଗଞ୍ଜାମ ଫେରୁଛନ୍ତି ଆଉ ୩୫ ମତ୍ସ୍ୟଜୀବୀ, ସଜାଗ ରହିଛି ଆର୍ଯ୍ୟପଲି ମେରାଇନ ପୋଲିସ

ଛତ୍ରପୁର, ୨୭।୪(ଡି.ଏନ୍‌.ଏ.): ସମୁଦ୍ର ପଥଦେଇ ଆଜ ୩୫ ମତ୍ସ୍ୟଜୀବୀ ଚେନ୍ନାଇରୁ ଗଞ୍ଜାମ ଫେରୁଛନ୍ତି। ସୋମବାର ସନ୍ଧ୍ୟା ସୁଦ୍ଧା ସେମାନଙ୍କ ଡଙ୍ଗା ଗଞ୍ଜାମ ସମୁଦ୍ର କୂଳରେ ଲାଗିବ ବୋଲି…

7 years ago

ଲକ୍‌ ଡାଉନ୍‌ ସତ୍ତ୍ୱେ ଚାଲିଛି ଦେଶୀ ମଦ ବ୍ୟବସାୟ: ବଡମାଲ ଥାନାରେ ୧୫ ମାମଲା ରୁଜୁ, ୨୧ ଗିରଫ

ଝାରସୁଗୁଡା ଅଫିସ,୨୭ା୪- କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶକୁ ଲକ୍‌ ଡାଉନ କରାଯାଇଛି। ଏହି ଲକଡାଉନ ସମୟରେ ବିଷେଶ କରି ମଦ ଦୋକାନ ଓ…

7 years ago

ନୂଆଗାଁରେ ନିଆରା ବିବାହ: ମାସ୍କ ପିନ୍ଧି ବିବାହ କଲେ ବରକନ୍ୟା

ନୟାଗଡ଼ ଅଫିସ,୨୭ା୪: ବାହାଘର ହେଲା। ହେଲେ ନ ଥିଲା ବାଜା ବାଣ, ରୋଷଣୀ କିମ୍ବା ଭୋଜି ଭାତର ଆସର। ପୁରୋହିତଙ୍କ ମନ୍ତ୍ରଗାନ ମଧ୍ୟ ଶୁଭୁ ନ ଥିଲା।…

7 years ago

୨୦୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍‌ପିଟାଲ ଆରମ୍ଭ

ନୂଆପଡା ଅଫିସ,୨୭।୪-ସ୍ଥାନୀୟ ସିଲଦାସ୍ଥିତ ଅନ୍ବେଷା ହଷ୍ଟେଲରେ ୨୦୦ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍‌ପିଟାଲ ଉଦ୍‌ଘାଟିତ ହୋଇଛି । ଏହାକୁ ଜିଲାପାଳ ମଧୁସ୍ମିତା ସାହୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଛନ୍ତି।…

7 years ago

ବରଗଡ଼ରେ ଫସିଛନ୍ତି ଛତିଶଗଡ଼ର ୨୪ଶ୍ରମିକ

ବରଗଡ଼ ଅଫିସ୍‌,୨୭।୪: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଦହିଗାଁ ପଞ୍ଚାୟତର ବୁବୁଡ଼ାରେ ୨୪ଜଣ ଶ୍ରମିକ ଅସହାୟ ଅବସ୍ଥାରେ ଫସି ରହିଛନ୍ତି । ସେମାନେ ଛତିଶଗଡ଼ର ମୂଳ ବାସିନ୍ଦା…

7 years ago

ଚାଷୀଙ୍କୁ କ୍ଷତିପୂରଣ ଦାବିକଲା କଂଗ୍ରେସ

ବରଗଡ଼ ଅଫିସ୍‌,୨୭।୪: ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତଥା କରାମାଡ଼ ଯୋଗୁ ବ୍ୟାପକ ଫସଲକ୍ଷତି ହୋଇଛି। ଏଥିରେ ବରଗଡ଼ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗାଇସୀମା, ମାଲିପାଲି,…

7 years ago

ହାଟରେ ରହିଲାନି ସାମାଜିକ ଦୂରତ୍ୱ: ପୋଲିସ ନାକେଦମ୍‌

ରତ୍ନଗିରି, (ଡି.ଏନ୍‌.ଏ.)/ବରୀ, (ସ୍ବ.ପ୍ର.) ୨୭।୪-ଯାଜପୁର ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଥିବା ବେଳେ ସୋମବାର ମଧ୍ୟାହ୍ନ ୧୨ଟା ଠାରୁ ଯାଜପୁର ଜିଲାର…

7 years ago

ଝିଅର ଚିକିତ୍ସାରେ ଅର୍ଥ ବାଧକ

ବରଗଡ଼ ଅଫିସ୍‌,୨୭।୪: ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଗ୍ରାମର ମା’ ରୀତା ଓ ବାପା ସୁଶୀଳ ଖମାରୀଙ୍କ ୩ଝିଅ ମାନି, ରୁନି ଓ ବିନି…

7 years ago

ଘର ଘର ବୁଲି ପନିପରିବା ବିକିଲେ ଏସ୍‌ଏଚ୍‌ଜି ସଦସ୍ୟା

ବଲାଙ୍ଗୀର, ୨୭ା୪-ବଲାଙ୍ଗୀର ସହରର ପୌରାଞ୍ଚଳରେ ଏସ୍‌ଏଚ୍‌ଜି ଗୁ୍ରପର ମହିଳାମାନେ ଓର୍‌ମାସ ସହଯୋଗରେ ଗାଡିରେ ଘରଘର ବୁଲି ପନିପରିବା ବିକ୍ରି କରୁଥିବା ଭଗବତୀନଗରରେ ଦେଖିବାକୁ ମିଳିଛି ା ସାନିଟାଇଜରରେ…

7 years ago