ସୋର, ୪।୨(ଡି.ଏନ.ଏ.)-ସରସ୍ବତୀଙ୍କ ମୂର୍ତ୍ତି ଭସାଣକୁ କେନ୍ଦ୍ର କରି ସୋର ଥାନା ଅଧୀନ ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ ଈଶ୍ୱରପୁର ଓ ମାଟିଆପଲା ଗ୍ରାମର ଦୁଇଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟିଛି।…
ଜଳେଶ୍ୱର, ୪।୨(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ପୌରପରିଷଦ ଅନ୍ତର୍ଗତ ୭ ଓ ୮ ନଂ. ୱାର୍ଡ଼ ସନ୍ନିକଟ ସୁବର୍ଣ୍ଣରେଖା ନଦୀରେ ନିର୍ମିତ ହୋଇଥିବା ବେଆଇନ କାଠପୋଲକୁ ଉଚ୍ଛେଦ କରିବାକୁ…
ବରୀ,୪ା୨(ସ୍ବ.ପ୍ର):ବରୀ ବ୍ଲକ ଅଧୀନ ଧାରପୁର କୃଷି ସେବା ସମବାୟ ସମିତି (ପ୍ୟାକ୍ସ)ରେ ସୋମବାର ଚାଷୀମାନେ ତାଲା ପକାଇ ଦେଇଥିଲେ। ଦୀର୍ଘ ସମୟ ଧରି ତାଲା ପଡ଼ି ରହିବାରୁ…
ଯାଜପୁର ଅଫିସ,୪ା୨: ରାଜ୍ୟରେ ୩୫ ପ୍ରତିଶତ କୃଷି କ୍ଷେତ୍ରକୁ ଜଳସେଚନ ସୁବିଧା ଯୋଗାଇ ଦିଆଯିବ ବୋଲି ୧୮ବର୍ଷ ତଳେ ସରକାର ଘୋଷଣା କରିଥିଲେ। ହେଲେ ବାସ୍ତବରେ ଏହା…
ବିନିକା,୪ା୨(ଡି.ଏନ୍.ଏ) ସୁବଣ୍ଣର୍ର୍ପୁର ଜିଲା ବିନିକା ପାପକ୍ଷୟ ଲୋକ ମହୋତ୍ସବର ସୋମବାର ଥିଲା ତୃତୀୟ ସନ୍ଧ୍ୟା ା ଉତ୍ସବରେ ରାଜ୍ୟ ପରିବହନ ଓ ଯୋଜନା ସମନ୍ବୟ ମନ୍ତ୍ରୀ ପଦ୍ମନାଭ…
ଲଖନପୁର, ୪।୨(ଡି.ଏନ୍.ଏ.) ଚଳିତ ବର୍ଷ ଝାରସୁଗୁଡା ଜିଲାରେ ଟୋକନ ପ୍ରଦାନରେ ଅବ୍ୟବସ୍ଥା ଯୋଗୁ ଚାଷୀମାନେ ନିଜ ନିଜର ଉପତ୍ାଦିତ ଧାନ ବିକ୍ରି କରିପାରୁନାହାନ୍ତି। ଧାନ ବିକ୍ରି ସମୟରେ…
ଗଣ୍ଡତୁରୁମ, ୪।୨ (ଡି.ଏନ.ଏ) - ବରଗଡ ଜିଲା ଅତାବିରା ଆରଏମସି ଅଧୀନ ଭେଡେନ ବ୍ଲକରେ ଟୋକନ ଓ ଆଲର୍ଟମେଣ୍ଟ ଅଭାବରୁ ବିକ୍ରି ହୋଇ ନ ପାରି ମଣ୍ଡି…
କଳିଙ୍ଗନଗର,୪ା୨(ଡି.ଏନ.ଏ): କଳିଙ୍ଗନଗର ଶିଳ୍ପାଞ୍ଚଳରେ ଟାଟା କାରଖାନା ପାଇଁ ଚାନ୍ଦିଆ, ବାଲିଗୋଠ, ଗୋବର ଘାଟି, କଳାମାଟିଆ, ବାଇଡୁବୁରୀ, ଗାଢପୁର, ଚମ୍ପାକୋଇଲି, ବାନ୍ଦରଗାଡିଆ, ବାମିୟାଗୋଠ, ମାନିଆପାତଳ, ଅମ୍ବଗଡିଆ ଗ୍ରାମବାସୀ ବିସ୍ଥାପିତ…
ଝାରବନ୍ଧ, ୪।୨ (ଡି.ଏନ.ଏ) ଝାରବନ୍ଧ ବ୍ଲକ ଡଭା କୃଷି ସମବାୟ ସମିତିର ଚାଷୀମାନେ ସେମାନଙ୍କ ଧାନ ବିକ୍ରି କରିପାରୁନାହାନ୍ତି। ଏକ ସପ୍ତାହ ମଧ୍ୟରେ ଏହି ସମସ୍ୟାର ସମାଧାନ…
ନୟାଗଡ ଅଫିସ, ୪ା୨(ଲୋକନାଥ ମିଶ୍ର): ପରିଚୟ ପାଇଁ ସଂଘର୍ଷ ଜାରି ରହିଥିଲେ ମଧ୍ୟ ଓଡିଆ କନ୍ଧଜାତି ପାଉନାହାନ୍ତି ମାନ୍ୟତା। ପରିଚୟ ପାଇଁ ସେମାନେ ବିଭିନ୍ନ ସମୟରେ ଆନ୍ଦୋଳନ,…