ଆମ ଜିଲା ଖବର

ଆଧାର ବାଧ୍ୟତାମୂଳକ ନ କରିବାକୁ ଦାବି

କଟକ ଅଫିସ୍‌,୨୭।୪: ଲକ୍‌ଡାଉନ୍‌ ପରେ ପ୍ରବାସୀ ଶ୍ରମିକମାନେ ବହୁ ଅସୁବିଧାରେ ରହିଛନ୍ତି। ରହୁଥିବା ସ୍ଥାନରେ ସମସ୍ୟା ଦେଖାଦେବାରୁ ସେମାନେ ଭିଟାମାଟିକୁ ଫେରିବାକୁ ଚାହୁଁଛନ୍ତି। ଓଡ଼ିଶା ସରକାର ମଧ୍ୟ…

7 years ago

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥ ଅନୁକୂଳ

ବାରିପଦା ଅଫିସ, ୨୭ା୪- ଅକ୍ଷୟ ତୃତୀୟା ଅବସରରେ ଦ୍ୱିତୀୟ ଶ୍ରୀକ୍ଷେତ୍ର ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉ ବିଜେ ମହାପ୍ରଭୁଙ୍କ ଘୋଷଯାତ୍ରା ନିମନ୍ତେ ରଥ ନିର୍ମାଣ…

7 years ago

ଅନୁକୂଳ ହେଲା ରଥକାଠ

ଢେଙ୍କାନାଳ ଅଫିସ, ୨୭।୪: ଢେଙ୍କାନାଳର ପ୍ରସିଦ୍ଧ ରଥଯାତ୍ରା ପାଇଁ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରବିବାର ରଥକାଠ ଅନୁକୂଳ ହୋଇଛି। ଏହି ଉପଲକ୍ଷେ ମହାପ୍ରଭୁ ଶ୍ରୀବଳରାମଙ୍କ ମନ୍ଦିରରେ ପରମ୍ପରା…

7 years ago

ଜିଲାରେ ଆଉ ୫ କରୋନା ପଜିଟିଭ୍‌ ଚିହ୍ନଟ: ୪ ମହିଳା, ଜଣେ ପୁରୁଷ; ୧୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବାଲେଶ୍ୱର ଅଫିସ,୨୭ା୪ : ଜିଲାରେ ସୋମବାର ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୫ରେ ପହଞ୍ଚିଛି। ଏମାନଙ୍କ…

7 years ago

ବେଲ୍‌ ଖାରଜ, ଗଲେ ଜେଲ

ଅନୁଗୋଳ ଅଫିସ, ୨୭।୪: ଅନୁଗୋଳ ସହର ଉପକଣ୍ଠ କରଡ଼ାଗାଡ଼ିଆ ମଦ ଭାଟିର ମାଲିକ ବିକ୍ରମ କିଶୋର ସାହୁଙ୍କୁ ରବିବାର ପୋଲିସ ଜେଲ୍‌ ପଠାଇ ଦେଇଛି। ଅପରାହ୍ନରେ ଜିଲା ମୁଖ୍ୟ…

7 years ago

ରାଶନକାର୍ଡ ତାଲିକାଭୁକ୍ତ ହେବେ ମହିମା ସାଧୁ

ଢେଙ୍କାନାଳ ଅଫିସ, ୨୭।୪: ଲକ୍‌ଡାଉନ୍‌ ନିୟମ କଡ଼ାକଡ଼ି କରାଯିବା ପରେ ବିଶ୍ୱପ୍ରସିଦ୍ଧ ମହିମାଧର୍ମ ପୀଠ ଯୋରନ୍ଦାରେ ରହୁଥିବା ସାଧୁସନ୍ନ୍ୟାସୀଙ୍କ ସମସ୍ୟା ବଢ଼ିଛି। ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଥିବାରୁ ଅତ୍ୟାବଶ୍ୟକ…

7 years ago

ଉଲ୍ଲଂଘନକାରୀଙ୍କ ବିରୋଧରେ ଏତଲା

ବାରିପଦା ଅଫିସ/ଚିତ୍ରଡ଼ା, ୨୭ା୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣକୁ ଏଡ଼ାଇବା ପାଇଁ ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ପଦକ୍ଷେପମାନ ନେଉଛନ୍ତି। କରୋନା ମୁକାବିଲାରେ ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ଦେଇ…

7 years ago

ମେ ୩ ପର୍ଯ୍ୟନ୍ତ ବନ୍ଦ ରହିବ ଦୋକାନ

ବାରିପଦା ଅଫିସ, ୨୭ା୪- ମେ ୩ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡ଼ାଉନ ଅବଧି ରହିଛି। ଏହି ସମୟ ମଧ୍ୟରେ ମୟୂରଭଞ୍ଜ ଜିଲା ବାରିପଦା ସହରର ସମସ୍ତ ମାର୍କେଟ…

7 years ago

ଜୀବିକାକୁ ନେଇ ଚିନ୍ତାରେ ବନବାସୀ

କେନ୍ଦୁଝର, ୨୭ା୪(ସ୍ବ.ପ୍ର.)-ଜଙ୍ଗଲରୁ ମିଳୁଥିବା ମହୁଲ, ଟୋଲ, ହରିଡା, ବାହାଡା, କାଠ, ଦାନ୍ତକାଠି, ଶାଳପତ୍ର ଆଦି ବନଜାତ ଦ୍ରବ୍ୟ ସଂଗ୍ରହ କରି ବନବାସୀମାନେ ତେଲଲୁଣର ସଂସାର ଚଳାଇଥାନ୍ତି। କେନ୍ଦୁଝର…

7 years ago

୮୧ଜଣଙ୍କ ସ୍ବାବ ସଂଗ୍ରହ

ଖଇରା,୨୭।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକର ବିଭିନ୍ନ ପଞ୍ଚାୟତର କ୍ୱାରାଣ୍ଟାଇନ କେନ୍ଦ୍ରରେ ରହୁଥିବା ମୋଟ ୮୧ ଜଣଙ୍କ ନିକଟରୁ ସ୍ବାବ ସଂଗ୍ରହ କରାଯାଇଛି। ପୂର୍ବରୁ ୨୧ଜଣଙ୍କର ସଂଗ୍ରହ…

7 years ago