ଆମ ଜିଲା ଖବର

ଆଜି ଶପଥ ନେବେ ହାଇକୋର୍ଟ ମୁଖ୍ୟ ବିଚାରପତି ମହମ୍ମଦ ରଫିକ୍‌: ଲୋକସେବା ଭବନରେ ହେବ ଶପଥ ଉତ୍ସବ

କଟକ ଅଫିସ୍‌,୨୭।୪: ଓଡ଼ିଶା ହାଇକୋର୍ଟର ୩୧ତମ ନୂତନ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ସୋମବାର ଶପଥ ଗ୍ରହଣ କରିବେ। ଲୋକସେବା ଭବନ ରାଜ୍ୟ କନ୍‌ଭେନ୍‌ସନ୍‌…

7 years ago

ଆନ୍ଧ୍ରରୁ ଗାଁମୁହାଁ ଶ୍ରମିକ

ବରଗଡ଼ ଅଫିସ୍‌,୨୭ା୪: କରୋନା (କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣାକୁ ମାସାଧିକ କାଳ ବିତିଯାଇଛି। ଏଥିପାଇଁ ମୁଖ୍ୟତଃ ଗରିବ, ଅସହାୟଙ୍କଠାରୁ ଆରମ୍ଭ…

7 years ago

ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ

ଛେଣ୍ଡିପଦା,୨୭।୪(ସ୍ବ.ପ୍ର.) ଛେଣ୍ଡିପଦା ବ୍ଲକର ବିଭିନ୍ନ ପଞ୍ଚାୟତରେ ଥିବା କ୍ୱାରାଣ୍ଟାଇନ କେନ୍ଦ୍ରକୁ ରବିବାର ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ପରିଦର୍ଶନ କରିଛନ୍ତି। ଜିଲାପାଳଙ୍କ ସହ ଛେଣ୍ଡିପଦା ବିଡିଓ ସୁନିଲ…

7 years ago

ନିରାଡ଼ମ୍ବରରେ ଶୀତଳଷଷ୍ଠୀ ଥାଳଉଠା ପର୍ବ ସମ୍ପନ୍ନ

ସମ୍ବଲପୁର,୨୭।୪(ବ୍ୟୁରୋ)-ପରମ୍ପରାନୁସାରେ ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳଉଠା ପର୍ବ ରବିବାର ଗୋଧୂଳୀ ଲଗ୍ନରେ ସମ୍ପନ୍ନ ହୋଇଛି । ଶଙ୍ଖ, ଘଣ୍ଟ ଓ ପଣ୍ଡିତଙ୍କ ମନ୍ତ୍ର ଉଚ୍ଚାରଣରେ…

7 years ago

ଲକ୍‌ଡାଉନ ସମୟରେ ୧୪୯ଟି ରେକ୍‌ରେ ଚାଉଳ ପରିବହନ

ସମ୍ବଲପୁର, ୨୭।୪ (ବ୍ୟୁରୋ)- କରୋନା ମୁକାବିଲା ପାଇଁ ଲକ୍‌ ଡାଉନ ଜାରି ରହିଛି । ଏହି ସମୟରେ ସମ୍ବଲପୁର ରେଳମଣ୍ଡଳ ଅନବରତ ଭାବେ ଅତ୍ୟାବଶ୍ୟକ ସାମଗ୍ରୀ ଦେଶର…

7 years ago

ସ୍କୁଲରେ ରହିଲା ନାହିଁ ସମାଜିକ ଦୂରତା – ମାଗଣା ବହି ପାଇଁ ପ୍ରବଳ ଭିଡ଼

ସମ୍ବଲପୁର,୨୭ା୪ (ବ୍ୟୁରୋ)-ରବିବାର ସମ୍ବଲପୁର ମହାନଗର ନିଗମ ଅଧୀନ ବୀର ସୁରେନ୍ଦ୍ର ସାଏ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ କରାଯାଇଥିବା ଅଭିଯୋଗ ହେଉଛି…

7 years ago

CORONAVIRUS UPDATE: ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ଚିନ୍ହଟ, ସଂଖ୍ୟା ଛୁଇଁଲା ୧୦୮

ଭୁବନେଶ୍ୱର,୨୭।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଛି। ଏହି ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ ଓ…

7 years ago

ଥୋଡ ଧାନ ଉପରେ କୁଆପଥର ମାଡ଼

ସୋନପୁର,୨୭।୪(ନି.ପ୍ର.) ମହାମାରୀ କରୋନା ଭୂତାଣୁ ସଂକ୍ରମଣକୁ ନେଇ ସାରା ବିଶ୍ୱ ଚିନ୍ତିତ ଥିବା ବେଳେ ଏବେ ଅଦିନିଆ ବର୍ଷା, କୁଆ ପଥର ମାଡ ଓ ଘୂର୍ଣ୍ଣିଝଡ ଯୋଗୁଁ…

7 years ago

ଭୂଲିଗଲେ ସାମାଜିକ ଦୂରତା

ଖଇରା,୨୭।୪(ଡି.ଏନ.ଏ.)- ୩ଦିନର ଶଟଡାଉନ ପରେ ପ୍ରଶାସନର ନିର୍ଦ୍ଦେଶକ୍ରମେ ରବିବାର ୧୦ଟା ପରଠାରୁ ଏଥିରେ ସାମାନ୍ୟ କୋହଳ କରାଯାଇ କିଛି ନିର୍ଦ୍ଦିଷ୍ଟ ଦୋକାନ ଖୋଲିବାକୁ ଅନୁମତି ଦିଆଯାଇଛି। ରବିବାର…

7 years ago

ଶଢ଼ୁଛି ଫସଲ, ବଢ଼ୁଛି କ୍ଷତି

ଛେଣ୍ଡିପଦା,୨୭।୪(ସ୍ବ.ପ୍ର.) କରୋନା କଟକଣା ପାଇଁ କ୍ଷତି ସହୁଛନ୍ତି ପରିବା ଚାଷୀ। ଏକର ଏକର ଜମିରେ ସେମାନେ କରିଥିବା ପରିବା ବିକ୍ରି କଷ୍ଟକର ହୋଇପଡୁଥିବାରୁ ତାହାକୁ ନେଇ ଚିନ୍ତାରେ ପଡ଼ିଛନ୍ତି…

7 years ago