ଆମ ଜିଲା ଖବର

ଟ୍ରକ ଧକ୍କାରେ ଡାକ୍ତରଖାନା ପାଚେରି ଭାଙ୍ଗିଲା

ତାଳଚେର, ୮ା୪(ନି.ପ୍ର.)-  କଣିହାଁସ୍ଥିତ ଏକ କମ୍ପାନୀରେ କୋଇଲା ଅନଲେୋଡ କରି ତାଳଚେର ଅଭିମୁଖେ ଯାଉଥିବା  ଏକ ଟ୍ରକ୍ ମଙ୍ଗଳବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ କଣିହାଁ ଡାକ୍ତରଖାନା…

6 years ago

ବୁଲା କୁକୁରଙ୍କ ବନ୍ଧୁ ପାଲଟିଛନ୍ତି ମା’ ପୁଅ

ଛତ୍ରପୁର,୮ା୩(ଡି.ଏନ୍‌.ଏ.)- କରୋନା ପାଇଁ ସାରା ଦେଶରେ ଲକ୍‌ଡାଉନ ସହ ଗଞ୍ଜାମରେ ଦିନକୁ ୧୯ ଘଣ୍ଟା ସଟ୍‌ ଡାଉନ କଟକଣା ଲାଗୁ ହୋଇଛି। ମଣିଷ ଠାରୁ ଆରମ୍ଭ କରି…

6 years ago

ଲେପ୍ରୋସି କଲୋନୀରେ ରାଶନ ବାଣ୍ଟିଲେ ବ୍ଲକ ଅଧ୍ୟକ୍ଷ

ଛତ୍ରପୁର,୮ା୩(ଡି.ଏନ୍‌.ଏ.)- ଛତ୍ରପୁର ବ୍ଲକ ଚିକଲଖଣ୍ଡି ପଞ୍ଚାୟତ ଅଧୀନ ଦାମିୟନ ନଗର ଲେପ୍ରୋସି କଲୋନୀରେ ଘର ଘର ବୁଲି ବ୍ଲକ ଅଧ୍ୟକ୍ଷ ଏମ୍‌. ଧନଞ୍ଜୟ ରେଡ୍ଡୀ ରାଶନ ସାମଗ୍ରୀ…

6 years ago

ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ

ଶେରଗଡ଼/ପାଟପୁର,୮ା୪(ଡି.ଏନ୍‌.ଏ.)- ଶେରଗଡ ଅଞ୍ଚଳରେ ମଙ୍ଗଳବାର ରାତିରେ ବର୍ଷା ସହ ବଜ୍ରପାତ ହୋଇଛି। ବଜ୍ରାଘାତରେ ରାତି ପ୍ରାୟ ୯ଟା ରତନି ପାହାଡ଼ରେ ଥିବା ମନ୍ଦିରରେ ଜଣେ ଯୁବକଙ୍କ ମୃତତ୍ୟୁ…

6 years ago

ନିଜକୁ ଖବରଦାତା କହି ଠକୁଥିବା ବ୍ୟକ୍ତି ଗିରଫ

ବଡ଼ଗାଁ,୮।୪ (ଡି.ଏନ.ଏ.): ସୁନ୍ଦରଗଡ଼ ଜ଼ିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ବରଙ୍ଗକଛାର ଗାଁରେ ନିଜକୁ ଖବରଦାତା ବୋଲି ପରିଚୟ ଦେଇ ଲୋକଙ୍କୁ ଠକୁଥିବାବେଳେ ଜଣେ ବ୍ୟକ୍ତି ଗିରଫ ହୋଇଛନ୍ତି।…

6 years ago

ନିରାକାରପୁର ଅଞ୍ଚଳରେ ଭୁବନେଶ୍ୱର ଫେରନ୍ତାଙ୍କୁ ନେଇ ଚିନ୍ତା: ପ୍ରଶାସନ ନିକଟରେ ଅଭିଯୋଗ କଲେ ଅଞ୍ଚଳବାସୀ

ନିରାକାରପୁର, ୮।୪(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ କେବଳ ରାଜଧାନୀ ଭୁବନେଶ୍ୱରରେ ୩୦ରୁ ଅଧିକ ଆକ୍ରାନ୍ତ ରହିଛନ୍ତି। ଏପରିକି ଜଣେ ରୋଗୀଙ୍କ ମୃତ୍ୟୁ…

6 years ago

ପଶୁସେବା ସଂଘ ପକ୍ଷରୁ କୁକୁରଙ୍କୁ ଆହାର ପ୍ରଦାନ

ପୋଲସରା,୮ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୋଲସରା ସହରରେ ପଶୁସେବା ସଂଘ ପକ୍ଷରୁ ବୁଲା କୁକୁର, ଗୋରୁ ଏବଂ ଅନ୍ୟାନ୍ୟ ଜୀବଜନ୍ତୁଙ୍କୁ ଖାଦ୍ୟ ବଣ୍ଟନ କରାଯାଉଛି। ଦୈନନ୍ଦିନ ଭାତ,…

6 years ago

ବିଭିନ୍ନ ସ୍ଥାନରେ ଚଢ଼ାଉ: ୧୪ ଗାଡି ଜବତ, ୩୧ ହଜାର ଜରିମାନା ଆଦାୟ

ଭଣ୍ଡାରିପୋଖରୀ,୮।୪(ଡି.ଏନ୍‌.ଏ): କରୋନା (କୋଭିଡ-୧୯)ର ମୁକାବିଲା ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲକ୍‌ଡାଉନ୍‌ ଠାରୁ ଆରମ୍ଭକରି ସଟ୍‌ଡାଉନ୍‌ ଭଳି ପଦକ୍ଷେପ ନେବାକୁ ବାଧ୍ୟ ହୋଇଛନ୍ତି। ମାତ୍ର…

6 years ago

ଆନ୍ଧ୍ରରୁ ଆସିଥିବା ମା’-ପୁଅଙ୍କ କରାଗଲା ସ୍ବାସ୍ଥ୍ୟ ପରୀକ୍ଷା: ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ପ୍ରଶାସନର ନିର୍ଦ୍ଦେଶ

ଦିଗପହଣ୍ଡି,୮ା୪(ଡି.ଏନ୍‌.ଏ.) : ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ଆନ୍ଧ୍ର -ଓଡ଼ିଶା ସୀମାନ୍ତକୁ ସିଲ୍‌ କରାଯାଇଥିବା ବେଳେ ଗଳା ବାଟ ଦେଇ ପୂର୍ବରୁ ସେଠାରେ ରହୁଥିବା ଜଣେ ମହିଳା…

6 years ago

ଲକ୍‌ଡାଉନ୍‌ କଟକଣାକୁ ଫୁ: ବ୍ୟାଙ୍କ ସମ୍ମୁଖରେ ଗ୍ରାହକଙ୍କ ପ୍ରବଳ ଭିଡ଼

ନିରାକାରପୁର,୮ା୪(ଡି.ଏନ୍‌.ଏ.): ରାଜ୍ୟରେ କରୋନା ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଫଳରେ ସଂକ୍ରମଣ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଟକଣା ସହିତ ସତର୍କତା ଅବଲମ୍ବନ କରାଯାଉଛି। ହେଲେ ଗାଁ…

6 years ago