ଆମ ଜିଲା ଖବର

ବନ୍ଦ ଘରୁ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ମଦ ଜବତ

ଖୋର୍ଦ୍ଧା ଅଫିସ,୨୫ା୪: ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ପଲ୍ଲା ତୋଟାପଡାସ୍ଥିତ ଏକ ବନ୍ଦ ଘରର ତାଲା ଭାଙ୍ଗି ପୋଲିସ ଓ ଅବକାରୀ ବିଭାଗ ୨୦ ଲକ୍ଷରୁ ଊର୍ଦ୍ଧ୍ୱ…

7 years ago

ନକଲି ମଦ କାରଖାନା ଠାବ

ଖୋର୍ଦ୍ଧା ଅଫିସ/ ବେଗୁନିଆ,୨୫ା୪(ଡି.ଏନ.ଏ.): ବେଗୁନିଆ ଥାନା ତଥା ବୋଲଗଡ ବ୍ଲକ ଅଧୀନ ରାସୋଳ ଗଁ। ନିକଟ ଏକ ନିଛାଟିଆ ଘରେ ଚାଲିଥିବା ନକଲି ମଦ କାରଖାନା ଉପରେ…

7 years ago

ଜାତୀୟ ସ୍ବାର୍ଥକୁ ଦେଖି ନିଷ୍ପତ୍ତି ହେଉ

ପୁରୀ ଅଫିସ,୨୫ା୪: କରୋନା ଟାଣିଛି ଲକ୍ଷ୍ମଣରେଖା। ସିଂହଦ୍ୱାର ଡେଇଁ ପାରୁନାହାନ୍ତି ଭକ୍ତ। ମାସେରୁ ଊର୍ଦ୍ଧ୍ୱ ହେଲାଣି ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି। ଏବେ ମହାପ୍ରଭୁଙ୍କ ରଥଯାତ୍ରାକୁ…

7 years ago

ଭୟ ବଢ଼ାଉଛନ୍ତି ଅମାନିଆ: ସହରରେ ବୁଲିବୁଲି ଯାଞ୍ଚ କଲେ ଜିଲାପାଳ

ଢେଙ୍କାନାଳ ଅଫିସ, ୨୫।୪ - କୋଭିଡ୍‌-୧୯ ଭୂତାଣୁ ଠାବ ହୋଇଥିବା ଏକମାତ୍ର ରୋଗୀ ସୁସ୍ଥ ହୋଇ ଫେରିବା ପରେ କରୋନା ମୁକ୍ତ ହୋଇଛି ଢେଙ୍କାନାଳ ଜିଲା। ଏପ୍ରିଲ…

7 years ago

ମିଛ ଖବରରେ ଅଙ୍କୁଶ ଲଗାଇବ ମାର୍ଗଦର୍ଶିକା

ଢେଙ୍କାନାଳ ଅଫିସ, ୨୫।୪ - ସମ୍ପ୍ରତି ମିଛ, ତ୍ରୁଟିପୂର୍ଣ୍ଣ ଖବର ଭୟଙ୍କର ବିପଦ ଭାବେ ଉଭା ହୋଇଛି। ସୋସିଆଲ ମିଡିଆର ବହୁଳ ପ୍ରଚଳନ ଏପରି ମିଛ ଖବରର…

7 years ago

କାଳବୈଶାଖୀ: ଭାଙ୍ଗିଲା ଗଛ, ଟାଓ୍ବାର

ଅନୁଗୋଳ ଅଫିସ/କଣିହଁ।/ ଭୁବନ,୨୫ା୪(ଡି.ଏନ.ଏ.) - ଅନୁଗୋଳ ଜିଲାର ବିଭିନ୍ନ ସ୍ଥାନରେ ଶୁକ୍ରବାର କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହି ସମୟରେ ବଜ୍ରପାତ ଯୋଗୁ ୨ଜଣଙ୍କ ଜୀବନ…

7 years ago

ମିଳିଲା ଚୋରା କାରବାର ଚେର

ଅନୁଗୋଳ ଅଫିସ,୨୫ା୪ - ଲକ୍‌ଡାଉନ୍‌ ଯୋଗୁ ଅନୁଗୋଳ ସହରର ସମସ୍ତ ମଦ ଦୋକାନ ବନ୍ଦ ଥିଲେ ବି କିଛିଦିନ ହେଲା ଚଢ଼ା ଦରରେ ଚାଲିଥିଲା ଚୋରା କାରବାର।…

7 years ago

ଆମ୍ବୁଲାନ୍ସରେ ପାସେଞ୍ଜର ବୋହି ଅଡୁଆରେ ଚାଳକ

ପାଟଣା, ୨୫ା୪(ସ୍ବ.ପ୍ର.)-ସାରାଦେଶ କରୋନା ପାଇଁ ଲକ୍‌ଡାଉନ ଥିବା ବେଳେ କେତେକ ଲୋକ ଗଳାବାଟ ଦେଇ ଆଇନ ଉଲ୍ଲଂଘନ କରିବାକୁ ପଛାଉନାହାନ୍ତି। କେନ୍ଦୁଝର ଜିଲା ପାଟଣା ଥାନା ଉଦୟପୁର…

7 years ago

ଆରଡ଼ିରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଆରଡି,୨୫ା୪(ଡି.ଏନ୍‌.ଏ.)- ଭଦ୍ରକ ଜିଲାର ଆରଡି ପୀଠ ସମେତ ଏହାର ଆଖପାଖ ଅଞ୍ଚଳରେ ୬୦ ଘଣ୍ଟିିଆ ଶଟ୍‌ଡାଉନ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛିା ଗୁରୁବାର ଆରଡି ଫାଣ୍ଡି ପୋଲିସ ଆରଡି,…

7 years ago

ସବୁଆଡେ ଖଁ। ଖଁ।

ଭଦ୍ରକ ଅଫିସ, ୨୫ା୪- ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଥିବାରୁ ସବୁ ସ୍ତରରେ ଚିନ୍ତା ବଢିଛି। ଜିଲାବାସୀ ଏକ ପ୍ରକାର ଭୟ ଓ ଆତଙ୍କ…

7 years ago