ଠାକୁରମୁଣ୍ଡା,୨୦ା୧(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଯଶୀପୁର ଥାନା ଅଧୀନ କେନ୍ଦୁଝର-ଯଶୀପୁର ୪୯ନଂ. ଜାତୀୟ ରାଜପଥରେ ରବିବାର ସକାଳେ ଏକ ୧୨ଚକିଆ ଆଇରନ ବୋଝେଇ ଟ୍ରକ୍ରେ ନିଆଁ ଲାଗି ଜଳିଯାଇଛି।…
ବଡ଼ସାହି,୨୦ା୧(ସ୍ବ.ପ୍ର)-ବଡସାହି ପଞ୍ଚାୟତ କେନ୍ଦୁଆସାହି ବିର୍ସା ମଇଦାନରେ ବୁରୁବଙ୍ଗା ସାସାଂକିର୍ କମିଟି ଓ ବୁରୁବଙ୍ଗା ଯୁବକ ସଂଘ ଆନୁକୂଲ୍ୟରେ ମୁଣ୍ଡାରୀ ସମ୍ପ୍ରଦାୟ ତରଫରୁ ୬ଷ୍ଠ ବାର୍ଷିକ ‘ବୁରୁବଙ୍ଗା ମହୋତ୍ସବ’…
ବାଲିଆପାଳ, ୨୦।୧(ଡି.ଏନ.ଏ.)- କୋର୍ଟ ନିର୍ଦ୍ଦେଶ ପ୍ରଶାସନ କାର୍ଯ୍ୟକାରୀ କରୁ ନ ଥିବାରୁ ବାଲିଆପାଳ ବ୍ଲକ ସମେତ ଗ୍ରାମାଞ୍ଚଳରେ ବରିଷ୍ଠ ନାଗରିକମାନେ କ୍ଷୋଭ ପ୍ରକାଶ କରିଛନ୍ତି। ବାଲିଆପାଳ ପୂର୍ତ୍ତ…
ଜଳେଶ୍ୱର, ୨୦ା୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ପୋଲିସ ଗ୍ୟାରେଜ୍ ବଜାର ଅଞ୍ଚଳର ଜୁଆ ଆଡ୍ଡାରେ ଚଢାଉ କରି କ୍ରିକେଟ ପାଇଁ ବେଟିଂ ଚାଲିଥିବା ବେଳେ ଜଣଙ୍କୁ ଗିରଫ କରିଛି।…
ଗଣିଆ,୨୦ା୧(ଡି.ଏନ୍.ଏ.): ଗଣିଆ ବ୍ଲକ ପଞ୍ଚୁପଲ୍ଲୀ ପ୍ରଗଣାସ୍ଥିତ ଗୁପ୍ତେଶ୍ୱର ମହାଦେବଙ୍କ ମନ୍ଦିର ପ୍ରାଙ୍ଗଣ ପଞ୍ଚମୁଖୀ ହନୁମାନ ମନ୍ଦିର ସମ୍ମୁଖରେ ରବିବାର ବ୍ଲକ ଶିବଶକ୍ତୀ ପୂଜକ ସମାଜର ଏକ ବୈଠକ…
ନୟାଗଡ଼ ଅଫିସ,୨୦ା୧: ନୟାଗଡ଼ ଜିଲା ମୁଖ୍ୟ ବିଚାର ବିଭାଗୀୟ ବିଚାରପତି ମାନସ କୁମାର ପଣ୍ଡା ଶନିବାର ଏକ ଆକ୍ରମଣ ଘଟଣାର ବିଚାର କରି ବାପପୁଅଙ୍କୁ ୧୨ ବର୍ଷ…
ରଣପୁର,୨୦ା୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଏନ୍ଏସିର ୧୩ନଂ. ୱାର୍ଡ ରଘୁନାଥପୁର ଗଁା ମୁଣ୍ଡରେ ଥିବା କଲଭର୍ଟରେ ଗର୍ତ୍ତ ସୃଷ୍ଟି ହୋଇ ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି। ଗତ ୨ମାସ…
ଜଗତ୍ସିଂହପୁର ଅଫିସ୍/ତିର୍ତ୍ତୋଲ,୨୦ା(ଡି.ଏନ.ଏ.): କନକପୁରସ୍ଥିତ ମା’ଶାରଳା ମନ୍ଦିରରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। କନକପୁର ଦେଉଳୀ ଗ୍ରାମର ତ୍ରିଲୋଚନ ରାଉଳ(ଗୁଲା)ନାମକ ସେବାୟତଙ୍କୁ ୩ଜଣ ମରଣାନ୍ତକ ଆକ୍ରମଣ କରିଛନ୍ତି।…
ଶଙ୍କରାଖୋଲ,୧୯ା୧(ଡି.ଏନ୍.ଏ.)- କନ୍ଧମାଳ ଜିଲା ଟିକାବାଲି ଥାନା ଶଙ୍କରାଖୋଲ ନିକଟ ଡୁମ୍ବୁରିନାଳ ପୋଲଠାରେ ରବିବାର ରାତି ପ୍ରାୟ ୯ଟାରେ ଏକ ବୋଲେରୋ ଓଲଟି ପଡ଼ିବାରୁ ୪ ଜଣ ଗୁରୁତର…
ଜୟପୁର,୧୯ା୧(ଡି.ଏନ୍.ଏ.):ଜୟପୁର ବ୍ଲକ ସଦର ଉପକଣ୍ଠ ବାରିଣିପୁଟ ପଞ୍ଚାୟତ ପରଜା ସାହିରେ ଏକ ନିର୍ଜନ ଚାଷଜମିରେ ବେଆଇନ ଇଟାଭାଟି ଗଢ଼ି ଉଠିଛି। ତାରି ଭିତରେ ରହିଛି ଅଙ୍ଗନୱାଡ଼ି କେନ୍ଦ୍ର…