ଆମ ଜିଲା ଖବର

ଏଣ୍ଡୋକ୍ରାଇନ୍‌ ସୋସାଇଟି ବାର୍ଷିକ ସମ୍ମିଳନୀ ଉଦ୍‌ଘାଟିତ ରୋଗୀଙ୍କ ପାଇଁ ଡାକ୍ତର ଦେବତାତୁଲ୍ୟ: ରାଜ୍ୟପାଳ

ବ୍ରହ୍ମପୁର ଅଫିସ,୧୫ା୧୨-ଭାରତୀୟ ସଂସ୍କୃତିରେ ଡାକ୍ତରଙ୍କୁ ଭଗବାନଙ୍କ ସଦୃଶ ବିବେଚନା କରାଯାଇଛି ା ଭଗବାନ ଯେପରି ମନୁଷ୍ୟର ସମସ୍ୟା, ବ୍ୟାଧି ଦୂର କରିଥାନ୍ତି, ସେହିପରି ଡାକ୍ତର ରୋଗୀଙ୍କ ରୋଗ…

6 years ago

ଗଡ଼ହରିଶପୁର ନୋଳିଆ ସାହିରେ ସୁନାମୀ ମକ୍‌ଡ୍ରିଲ୍‌ : ମୁକାବିଲା ବିଷୟରେ ବୁଝିଲେ ୟୁନେସ୍କୋ ପ୍ରତିନିଧି ଦଳ

ଜଗତ୍‌ସିଂହପୁର ଅଫିସ,୧୫ା୧୨: ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଅନ୍ତର୍ଗତ ଗଡ଼ହରିଶପୁର ପଞ୍ଚାୟତ ନୋଳିଆସାହି ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀରେ ଶନିବାର ସୁନାମୀ ମକ୍‌ଡ୍ରିଲ୍‌ ଅନୁଷ୍ଠିତ ହୋଇଯାଇଛି। ଏହି ମକ୍‌ଡ୍ରିଲ୍‌…

6 years ago

କୋକିଢ଼ିହ-ଗାରୋଇ ରାସ୍ତାରେ ଫସିଲା ହାଇଓ୍ବା ୧୨ ଘଣ୍ଟା ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ନାଉଗଁା,୧୫ା୧୨(ସ୍ବ.ପ୍ର.): ନାଉଗଁ। ବ୍ଲକ ସଦର ମହକୁମାରୁ କୋରୁଅ ପଞ୍ଚାୟତ ତେଲସରାକୁ ସଂଯୋଗୀକରଣ ପାଇଁ ନାଉଗଁା-ଗାରୋଇ ରାସ୍ତା ରହିଛି। ଏହି ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ ଯାଉଛି। ରାସ୍ତାଟି…

6 years ago

କଲେଜ ଛାତ୍ରୀଙ୍କୁ ଅପହରଣ

  ଭାପୁର,୧୫ା୧୨(ଡି.ଏନ୍‌.ଏ.): ଫତେଗଡ ଥାନା ଅଞ୍ଚଳର ଜଣେ ବିବାହିତ ଯୁବକ ଯୁକ୍ତ ୨ ଶ୍ରେଣୀରେ ପଢୁଥିବା ଛାତ୍ରୀଙ୍କୁ ଅପହରଣ କରିନେଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଫତେଗଡ଼…

6 years ago

ଜବରଦଖଲ ଉଚ୍ଛେଦ

  ଦଶପଲ୍ଲା,୧୫ା୧୨(ଡି.ଏନ୍‌.ଏ.): ଦଶପଲ୍ଲା ରାଜଲକ୍ଷ୍ମୀ କଲୋନୀରେ ବହୁ ସରକାରୀ ଜାଗା ଜବରଦଖଲରେ ରହିଥିଲା। ଶନିବାର ଦଶପଲ୍ଲା ତହସିଲଦାର ପ୍ରମୋଦ କୁମାର ଦଳବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜବରଦଖଲ ଉଚ୍ଛେଦ…

6 years ago

ମୋବାଇଲ ଟର୍ଚ୍ଚରେ ରୋଗୀ ଦେଖିଲେ ଡାକ୍ତର: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ

ନୟାଗଡ଼ ଅଫିସ,୧୫ା୧୨: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶୁକ୍ରବାର ସନ୍ଧ୍ୟାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ବିଦ୍ୟୁତ୍‌ କଟିଯାଇଥିବା ବେଳେ ଜଣେ ଡାକ୍ତର ମୋବାଇଲ୍‌ ଟର୍ଚ୍ଚରେ…

6 years ago

ସାନରକ୍ସିଠାରେ ସୁନ୍ଦରଗଡ ଖାଦାନ ମଜଦୁର ୟୁନିୟନର ଶ୍ରମିକ ସମାବେଶ: ଆଦିବାସୀଙ୍କ ମଧ୍ୟରେ ବିଭେଦ ସୃଷ୍ଟି କରା ନ ଯାଉ

  ଲହୁଣୀପଡା,୧୫।୧୨(ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା କୋଇଡା ବ୍ଲକ ଅନ୍ତର୍ଗତ ସାନରକ୍ସିସ୍ଥିତ କୁଶଳ ତିର୍କୀ ମିନିଷ୍ଟାଡିୟମରେ ସିଆଇଟିୟୁ ଅନୁବନ୍ଧିତ ଶ୍ରମିକ ସଙ୍ଗଠନ ସୁନ୍ଦରଗଡ଼ ଖାଦାନ ମଜଦୁର ୟୁନିୟନର ଶନିବାର…

6 years ago

ବାଇକ୍‌ ଦୁର୍ଘଟଣାରେ ୨ ମୃତ

ଦେବଗଡ଼/ ବାରକୋଟ, ୧୫।୧୨ (ଡି.ଏନ.ଏ.)- ଦେବଗଡ଼ ଜିଲା ଦେବଗଡ଼ ସଦର ଥାନା ଅନ୍ତର୍ଗତ କଣ୍ଢଳ ଗ୍ରାମଠାରେ ୪୯ ନମ୍ବର ଜାତୀୟ ରାଜପଥ ଉପରେ ଶନିବାର ସନ୍ଧ୍ୟାରେ ବାଇକ…

6 years ago

ଡକାୟତ ଯୋଜନା ବେଳେ ପୋଲିସ ଚଢ଼ାଉ : ୩ ପିଏଲ୍‌ଏଫ୍‌ଆଇ ସଦସ୍ୟ ଗିରଫ, ଖଣ୍ଡା,ପିସ୍ତଲ,ଗୁଳି ଓ ମୁଖା ଜବତ

ଦେବଗଡ,୧୫।୧୨(ଡି.ଏନ.ଏ.)-ଗୁରୁବାର ରାତିରେ ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଆମ୍ବଗାଁ ହାଇସ୍କୁଲର ପୁରୁଣା ଛାତ୍ରାବାସ ନିକଟରେ ସଶସ୍ତ୍ର ଡକାୟତି ପାଇଁ ଯୋଜନା କରୁଥିବାବେଳେ ବାରକୋଟ ଥାନା ପୋଲିସ…

6 years ago

ରେଲୱେ ଜାଗାରୁ ଜବରଦଖଲ ଉଚ୍ଛେଦ: ଜୀବିକା ହରାଇଲେ ୩୦ ବ୍ୟବସାୟୀ

ରୂପ୍‌ସା, ୧୪।୧୨(ଡି.ଏନ.ଏ.)-ଦକ୍ଷିଣ-ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରୂପ୍‌ସା ରେଳ ଜଙ୍କଶନଠାରେ ଥିବା ରେଲୱେ ଜାଗାରୁ ଶନିବାର ଜବରଦଖଲ ଉଚ୍ଛେଦ କରାଯାଇଛି। ଷ୍ଟେଶନ ସମ୍ମୁଖ…

6 years ago