ବନ୍ତଳା, ୩୧ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳ ଥାନା ମହୀଧରପୁର ଫାଣ୍ଡି ସମ୍ମୁଖରେ ସୋମବାର ମଧ୍ୟାହ୍ନରେ ରାସ୍ତାରେ ଯାଉଥିବା କେତେଜଣ ଶ୍ରମିକଙ୍କୁ ଆଣ୍ଠେଇ ପୋଲିସ ମାଡ଼ ମାରିଥିବା ଅଭିଯୋଗ…
ବରଗଡ଼ ଅଫିସ୍,୩୧।୩-ବରଗଡ଼ ଟାଉନ ଥାନା ଅନ୍ତର୍ଗତ ବନ୍ଦା ଗ୍ରାମରେ ସୋମବାର ଭୋର୍ ପ୍ରାୟ ୫ଟାରେ ଏକ ବଡ଼ ଧରଣର ଲୁଟ୍ପାଟ୍ ହୋଇଥିବା ଅଭିଯୋଗ ହୋଇଛି । ଗ୍ରାମର…
ବ୍ରହ୍ମପୁର ଅଫିସ,୩୧।୩ - ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଥିବା ବ୍ରହ୍ମପୁର ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ (ଦକ୍ଷିଣାଞ୍ଚଳ ମଣ୍ଡଳ) ବିନୋଦ କୁମାର…
ବରଗଡ଼ ଅଫିସ୍,୩୧।୩-ବରଗଡ଼ସ୍ଥିତ ସମ୍ବଲପୁର ଜିଲା ସମବାୟ କେନ୍ଦ୍ର ବ୍ୟାଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ଏ ନେଇ ବ୍ୟାଙ୍କର ମୁଖ୍ୟ…
ବରଗଡ଼ ଅଫିସ୍,୩୧।୩-ବରଗଡ଼ ଟାଉନ ଥାନା ପରିସରରେ ମଙ୍ଗଳବାର ନିରାଡ଼ମ୍ବର ଭାବେ ଏକ ପ୍ରେମୀଯୁଗଳଙ୍କ ବିବାହ ସମ୍ପନ୍ନ ହୋଇଛି। ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନଂ-୧୭ ନଦୀପଡ଼ାର…
ଛତ୍ରପୁର,୩୧।୩(ଡି.ଏନ୍.ଏ.)- ଛତ୍ର୍ରପୁର ହସ୍ପିଟାଲରେ ଲାବ୍ ଟେକ୍ନିସିଆନ୍ ଅଭାବ ଲାଗି ରହିଛି। ଫଳରେ ଉକ୍ତ ହସ୍ପିଟାଲକୁ ଆସୁଥିବା ରୋଗୀମାନେ ବିଭିନ୍ନ ପରୀକ୍ଷା ପାଇଁ ହଇରାଣ ହେଉଛନ୍ତି। ଛତ୍ରପୁର ହସ୍ପିଟାଲରେ…
ସମ୍ବଲପୁର,୩୧।୩(ବ୍ୟୁରୋ)-କରୋନା ଭୂତାଣୁ ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ସାମାଜିକ ଜୀବନଯାତ୍ରାରେ ମଧ୍ୟ ପ୍ରତିବନ୍ଧକ ସାଜିଛି। ତେଣୁ କରୋନା କଟକଣାରେ ଜିଲା, ରାଜ୍ୟ ବାହାରେ ଶ୍ରମିକମାନେ ଅଟକି ରହିଛନ୍ତି ।…
ଚୌଦ୍ୱାର,୩୧ା୩(ଡି.ଏନ୍.ଏ)- କରୋନା ସଂକ୍ରମଣକୁ ରୋକିବା ଲାଗି ସରକାର କରିଥିବା ଲକ୍ଡାଉନ ଘୋଷଣାକୁ ମଙ୍ଗଳବାର ୭ଦିନ ହୋଇଯାଇଛି। ଇତି ମଧ୍ୟରେ ଗଣମାଧ୍ୟମଠାରୁ ଆରମ୍ଭ କରି ସରକାରୀସ୍ତରରେ ସଚେତନତା କରିବା…
ଛତ୍ରପୁର,୩୧।୩(ଡି.ଏନ୍.ଏ.)- ଛତ୍ରପୁର ଥାନା ପଦ୍ମାବତୀ ଗଁା ନିକଟରେ ମଇଁଷି ଚରାଳିଙ୍କୁ ସୋମବାର ଅପରାହ୍ନରେ ଛୁରାମାଡ ହୋଇଛି। ସେହେଲେ ତେଲାପଲ୍ଲୀ ଗଁାର ଏସ୍. ମୋଚି ପାତ୍ର। ତାଙ୍କୁ ଛତ୍ରପୁର…
ଛତ୍ରପୁର,୩୧।୩(ଡି.ଏନ୍.ଏ.)- ଗଞ୍ଜାମ ଡିଆର୍ଡିଏ ପିଡି ଇଂ. ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଛତ୍ରପୁର ଉପକଣ୍ଠ ଦାମିୟନନଗର ବାସୀଙ୍କୁ ଡାଲି, ଚାଉଳ, ଚିନି, ଆଳୁ, ଚୂଡା ବଣ୍ଟନ କରିଥିଲେ। ଏନେଇ…