ଆମ ଜିଲା ଖବର

ତିହିଡ଼ିରେ କୋର୍ଟ ପ୍ରତିଷ୍ଠାରେ ବିଳମ୍ବ

ତିହିଡ଼ି,୧୧ା୧(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ିରେ ସିଭିଲ ଜଜ୍‌ ଜୁନିୟର ଡିଭିଜନ ଓ ଜେଏମ୍‌ଏଫ୍‌ସି କୋର୍ଟ ପ୍ରତିଷ୍ଠା ନେଇ ପ୍ରଶାସନ ପକ୍ଷରୁ ବିଳମ୍ବ ହେଉଥିବା ଅଭିଯୋଗ ହୋଇଛି। ଏହାକୁ ନେଇ…

6 years ago

ଜଳିଗଲା ୯ ବଖରା: ଖୋଲା ଆକାଶ ତଳେ ବିପନ୍ନ ପରିବାର

ସିଂହପୁର,୧୧।୧(ଡି.ଏନ୍‌.ଏ.) : ଯାଜପୁର ଜିଲା ବିଞ୍ଝାରପୁର ତହସିଲ ଅନ୍ତର୍ଗତ ଜରି ଓ ବାଙ୍ଗରାରେ ଭୟାବହ ଅଗ୍ନିକାଣ୍ଡ ଘଟି ୯ ବଖରା ଜଳି ପାଉଁଶ ହୋଇଯାଇଛି। ବାଙ୍ଗରା ପଞ୍ଚାୟତ…

6 years ago

ବେଆଇନ ନିଯୁକ୍ତି ଘଟଣା: ଲ୍ୟାମ୍ପ୍ସ ସଭାପତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

କେନ୍ଦୁଝର,୧୧।୧(ସ୍ବ.ପ୍ର.) : ଓଡ଼ିଶା ସମବାୟ ସମିତିର ନୀତିନିୟମକୁ ବେଖାତିର କରି ବେଆଇନ ଭାବେ ପରିଚାଳନା ନିର୍ଦ୍ଦେଶକ ପଦବୀରେ ଜଣଙ୍କୁ ନିଯୁକ୍ତି ଦେବା ଓ ଏନେଇ ବାରମ୍ବାର ଆବଶ୍ୟକ…

6 years ago

ସର୍ପାଘାତରେ ଯୁବକଙ୍କ ଜୀବନ ଗଲା

ଆନନ୍ଦପୁର,୧୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧୀନ ଛତ୍ରକଣା ଗ୍ରାମର ଜଣେ ଯୁବକଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ସେ ହେଲେ ମୁନା ନାୟକ। ମୁନା ସାଇକେଲରେ ଯାଉଥିବା…

6 years ago

୧୫ ଗ୍ରାମ୍‌ ବ୍ରାଉନ ସୁଗାର ଜବତ: ଜଣେ ଗିରଫ

ସିମୁଳିଆ,୧୧।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରୁ ୧୫ ଗ୍ରାମ ୭୦୦ ମିଲିଗ୍ରାମ ବ୍ରାଉନ ସୁଗାରକୁ ପୋଲିସ ଜବତ କରିଛି। ଉକ୍ତ ଅଞ୍ଚଳର ଉପେନ୍ଦ୍ର ସୂତାର…

6 years ago

ଦୈନିକ ସଡ଼କ ସୁରକ୍ଷା ନିୟମ ମନେ ରଖିବାକୁ ପଡ଼ିବ: ଜିଲାପାଳ

ଛତ୍ରପୁର,୧୧।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ୩୧ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଶନିବାର ଶୁଭାରମ୍ଭ ହୋଇଛି। ଏହା ୧୭ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ ଛତ୍ରପୁରସ୍ଥିତ ସଂସ୍କୃତି ଭବନରେ…

6 years ago

ଆତ୍ମହତ୍ୟା ପୂର୍ବରୁ ଭିଡିଓ ଶୁଟିଂ କଲେ ଯୁବକ, ପ୍ରେମିକାଙ୍କ ପ୍ରତାରଣା ସହି ନ ପାରି ଏଭଳି କରିଥିବା କହିଲେ

କଟକ ଅଫିସ,୧୧।୧: ପ୍ରେମିକାଙ୍କ ପ୍ରତାରଣାକୁ ନେଇ ଟ୍ରେନ୍‌ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା। ଏପରିକି ଆତ୍ମହତ୍ୟା କରିବା ପୂର୍ବରୁ ସେ କାରଣ ଦର୍ଶାଇ ଏକ ଭିଡିଓ ଶୁଟିଂ…

6 years ago

ମା’ଙ୍କ ଅନ୍ତିମ ସଂସ୍କାର ପାଇଁ ପୁଞ୍ଜିଲାଲଙ୍କ ଜାମିନ ଆବେଦନ

ବଲାଙ୍ଗୀର ଅଫିସ, ୧୧।୧- ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ମା’ ଇନ୍ଦୁମତୀ ମେହେର(୭୨)ଙ୍କ ଶୁକ୍ରବାର ରାତିରେ ବଲାଙ୍ଗୀର ଭୀମଭୋଇ ମେଡିକାଲ…

6 years ago

ଗୁରୁତର ଅବସ୍ଥାରେ ଅଜଣା ଯୁବକଙ୍କୁ ଉଦ୍ଧାରକଲା ଅଗ୍ନିଶମ ବିଭାଗ

ଆନନ୍ଦପୁର,୧୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ୫୩ ନଂ. ରାଜ୍ୟ ରାଜପଥ ବଞ୍ଚୋ ଛକ ନିକଟରେ ଶନିବାର ଜଣେ ଅଜଣା ଯୁବକ ଦୁର୍ଘଟଣାଗ୍ରସ୍ତ ହୋଇ ଗୁରୁତର…

6 years ago

ବାଲିଗୁଡ଼ାରେ ପର୍ଯ୍ୟଟନ ମନ୍ତ୍ରୀ, ବିଭିନ୍ନ ସମସ୍ୟା ନେଇ ଆଲୋଚନା

ବାଲିଗୁଡ଼ା,୧୧।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ାରେ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଶନିବାର ଅପରାହ୍ନରେ ସ୍ଥାନୀୟ ବନବାସୀ ସେବା ସମିତିରେ ପହଞ୍ଚି ଅନ୍ତେବାସୀଙ୍କ ସହ…

6 years ago