ଜଟଣୀ,୧୬ା୪(ଡି.ଏନ.ଏ.): ଜଟଣୀସ୍ଥିତ ରେଲୱେ ମେଡିକାଲରେ ଜଣେ ୬୦ ବର୍ଷୀୟା ବୃଦ୍ଧାଙ୍କ ଭାଙ୍ଗି ଯାଇଥିବା ବାମ ହାତ କହୁଣି ସଫଳତାର ସହ ଅସ୍ତ୍ରୋପଚାର ଦ୍ୱାରା ପୟତିରୋପଣ କରାଯାଇଛି। ବୃଦ୍ଧାଙ୍କ…
ଅନୁଗୋଳ ଅଫିସ, ୧୬।୪- ଅନୁଗୋଳ ଜିଲାରେ ଲକ୍ଡାଉନ୍ କଟକଣା ଉଲ୍ଲଂଘନ ଅଭିଯୋଗରେ ମୋଟ୍ ୨୦ ଜଣ ଗିରଫ ହୋଇଛନ୍ତି। ନିୟମ ଉଲ୍ଲଂଘନକାରୀଙ୍କ ପାଖରୁ ୫ଟି ମୋଟର ସାଇକେଲ,…
କଟକ ଅଫିସ୍,୧୬ା୪: ଲକ୍ଡାଉନ୍ ଯୋଗୁ ସାରା ଦେଶରେ ଏବେ ଏକ ପ୍ରକାର ଅଚଳାବସ୍ଥା ଦେଖାଦେଇଛି। ସାଧାରଣ ଜନତା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି…
ପାଲଲହଡ଼ା, ୧୬ା୪(ଡି.ଏନ.ଏ.) ମହାମାରୀ କରୋନା ସମ୍ପର୍କରେ ଲୋକଙ୍କୁ ସଚେତନ କରିବାକୁ ଅଭିନବ ଉପାୟ ବାଛିଛନ୍ତି ପାଲଲହଡ଼ା ଅଞ୍ଚଳର ସ୍ବେଚ୍ଛାସେବୀ ଦିଲୀପ କୁମାର ପ୍ରଧାନ। ଭୂତ ଭଳି ବେଶ ହୋଇ…
ଖଇରା,୧୬।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ନୟାଖଣ୍ଡି ପଞ୍ଚାୟତ ଯୋସିଆଁ(କଡମିଆଁ) ଗ୍ରାମରେ ଚୋରା ଦେଶୀମଦ ବିକ୍ରୀ ଦିନକୁ ଦିନ ବଢିଚାଲୁଛି। ଏଭଳିକି ଲକ୍ଡାଉନ ସମୟରେ କଟକଣାକୁ ଖାତିର ନ…
ଅନୁଗୋଳ ଅଫିସ/ଆଠମଲ୍ଲିକ/ ଢେଙ୍କାନାଳ ଅଫିସ, ୧୬।୪: ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରକ୍ତ ଅଭାବ ଦୂର ପାଇଁ ଅନୁଗୋଳ ନିର୍ବାଚନମଣ୍ଡଳୀ ବିଜୁ ଜନତା…
ତାଳଚେର,୧୬ା୪(ନି.ପ୍ର.)- ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ଶୀତୁଳା ଯାତ୍ରା ବୁଧବାର ସମ୍ପନ୍ନ ହୋଇଛି। କରୋନା କଟକଣା ପାଇଁ ଚଳିତବର୍ଷ ଏହା ସମ୍ପୂର୍ଣ୍ଣ ନିରାଡମ୍ବର ଭାବେ ପାଳନ…
ଭୁବନ, ୧୬।୪(ଡି.ଏନ.ଏ.) ବ୍ୟାପକ ସଚେତନତା ଓ ବାରମ୍ବାର ତାଗିଦ୍ ସତ୍ତ୍ୱେ ସାମାଜିକ ଦୂରତା ନିୟମକୁ ମାନୁନାହାନ୍ତି ସାଧାରଣ ଲୋକେ। ହାଟ ବଜାରରେ ଅସମ୍ଭାଳ ଭିଡ଼ ହେଉଛି। ଏହାକୁ ନେଇ…
ଛତ୍ରପୁର,୧୫ା୪(ଡି.ଏନ୍.ଏ.)- ବର୍ଦ୍ଧିତ ଲକ୍ଡାଉନ ମେ’୩ରେ ସରିବା ପରେ ବାହାର ରାଜ୍ୟରେ ଥିବା ଗଞ୍ଜାମ ଜିଲାର ଲୋକମାନେ ଘରକୁ ଫେରିବା ସମ୍ଭାବନା ରହିଛି। ଏଥିପାଇଁ ସାମଗ୍ରୀକ ପ୍ରସ୍ତୁତିକୁ ଠିକ…
ଲୋଇସିଂହା, ୧୬।୪(ଡି.ଏନ.ଏ.) ବଗିଚାରେ ନାନାଦି ଫୁଲର ସମ୍ଭାର। ହେଲେ ସବୁ ଫୁଟି ମଉଳି ଯାଉଛି। ଲକ୍ଡାଉନ କଟକଣା ଯୋଗୁ ଫୁଲଚାଷ ଆଜି ସଙ୍କଟରେ ପଡିଛି। ଏଥିରେ ପ୍ରଭାବିତ…