ଆମ ଜିଲା ଖବର

ଭଦ୍ରକରେ ସକାଳ ୭ରୁ ୯ ଟ୍ରାଫିକ୍‌ ଜାମ

ଭଦ୍ରକ ଅଫିସ, ୨୫।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ ଦିନ ଯାଏ ଦେଶକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ଲକ୍‌ଡାଉନ୍‌ର ପ୍ରଭାବ…

7 years ago

ଆଖୁବୋଝେଇ ଟ୍ରକ୍‌ ଡ୍ରାଇଭରଙ୍କୁ ପୋଲିସର ମାଡ଼ ଅଭିଯୋଗ: ପ୍ରତିବାଦରେ କାରଖାନାକୁ ପରିବହନ ବନ୍ଦ

ଆସିକା,୨୫।୩(ଡି.ଏନ୍‌.ଏ.): ଆସିକା ସମବାୟ ଚିନିଶିଳ୍ପର ଆଖୁପେଡ଼ା କାର୍ଯ୍ୟ ଚାଲୁ ରହିଥିଲା ବେଳେ ଜିଲାର ବିଭିନ୍ନ ଅଞ୍ଚଳରୁ ଟ୍ରକ୍‌ ଯୋଗେ ଆଖୁ କାରଖାନାକୁ ଆସୁଛି। ମଙ୍ଗଳବାର ବିଳମ୍ବିତ ରାତିରେ…

7 years ago

ବସ୍‌ଷ୍ଟାଣ୍ଡକୁ ସ୍ଥାନାନ୍ତର ହେବେ ଉଠା ଦୋକାନୀ

ଜଟଣୀ,୨୫ା୩(ଡି.ଏନ.ଏ): କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ପାଇଁ ଲକ୍‌ଡାଉନ୍‌ ଘୋଷଣା କାର୍ଯ୍ୟକାରିତା ନେଇ ଜିଲାପାଳ ସିତାଂଶୁ କୁମାର ରାଉତ ମଙ୍ଗଳବାର ଜଟଣୀର ବିଭିନ୍ନ ସ୍ଥାନ ବୁଲି ସ୍ଥିତି…

7 years ago

ଏକାଦଶାହରେ କଲେ ଦଶାହ କାର୍ଯ୍ୟ: ଜନତା କର୍ଫ୍ୟୁକୁ ସମର୍ଥନ କରି ଚର୍ଚ୍ଚାରେ ପରିବାର

ଅନୁଗୋଳ ଅଫିସ, ୨୫।୩ - କରୋନା ଭାଇରସ୍‌ ସଂକ୍ରମଣ ରୋକିବା ଉଦ୍ଦେଶ୍ୟରେ ଗତ ୨୨ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନକ୍ରମେ ଦେଶରେ ଜନତା କର୍ପ୍ୟୁ ପାଳନ କରାଯାଇଥିଲା। ଏହାକୁ…

7 years ago

ପରିବହନ ସଂଘ ସହ ପ୍ରଶାସନର ବୈଠକ: ମାଲ୍‌ ପରିବହନ ପାଇଁ ସଜାଗ ରୁହ

ଅନୁଗୋଳ ଅଫିସ, ୨୫।୩ - ଅନୁଗୋଳ ଜିଲାରେ ଲକ୍‌ଡାଉନ ସହ ୧୪୪ ଧାରା ବଳବତ୍ତର ଥିବାରୁ ଲୋକମାନଙ୍କୁ କିପରି ଅତ୍ୟାବଶ୍ୟକ ସାମଗ୍ରୀ ସହଜରେ ଉପଲବ୍ଧ କରାଯାଇପାରିବ ସେଥିପାଇଁ…

7 years ago

ଶିଳ୍ପାନୁଷ୍ଠାନରେ ବ୍ୟାପକ ସତର୍କତା

ଓଡ଼ାପଡ଼ା, ୨୫ା୩(ଡି.ଏନ.ଏ.) - କରୋନା ମୁକାବିଲା ଲାଗି ଢେଙ୍କାନାଳ ଜିଲାରେ ଥିବା ବିଭିନ୍ନ ଶିଳ୍ପାନୁଷ୍ଠାନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାସୁଦ୍ଧା…

7 years ago

ଦାନା ଛଡ଼ାଇନେଲାଣି କରୋନା

କାମାକ୍ଷାନଗର, ୨୫।୩(ଡି.ଏନ.ଏ.) - କରୋନା କଟକଣା ପାଇଁ ପ୍ରଭାବିତ ହୋଇଛି ସ୍ବାଭାବିକ ଜୀବନଯାତ୍ରା। ଅତି ଜରୁରୀ କାମ ନ ଥିଲେ ବାହାରକୁ ବାହାରିବାକୁ ଜାରି ହୋଇଛି କଡ଼ା…

7 years ago

ସଂକ୍ରମଣ ରୋକିବାକୁ ଜାଗତିଆର

ଢେଙ୍କାନାଳ ଅଫିସ, ୨୫।୩ - ଢେଙ୍କାନାଳ ଜିଲାକୁ ଲକ୍‌ଡାଉନ୍‌ ଘୋଷଣା କରାଯିବାପରେ କରୋନା ସଂକ୍ରମଣ ରୋକିବାକୁ ଜୋର୍‌ ଦେଉଛି ପ୍ରଶାସନ। ବାଜିଚୌକ୍‌ସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟରେ…

7 years ago

ଅସାହା ବୁରୁଧ୍‌କୁଁ ମିଲ୍‌ଲା ଚିକିଛା ସେବା: ସହଯୋଗର ହାତ୍‌ ବଢ଼ାଲେ ସାମାଜିକ କରମୀ

ରାଉରକେଲା ଅଫିସ,୨୫ା୩- ଜଂଗଲ ମୂଲକ୍‌ର ମୁନୁଷ୍‌ ଜୀବନମାସୀ ଖାଖା (୮୦)। ଘର ବାଙ୍କି ପଁଚେତ୍‌ ଅଧୀନ ଝାରଜଂଗଲ ଘେରା ବାଂଶକୋନା ଗାଁରେ। ସେ ଗୁଟେ ଝୁପଡ଼ି ଘରେ…

7 years ago

ଡକୁଆ ସାଜିଛେ ସୋସିଆଲ୍‌ ମିଡିଆ

ବିଜେପୁର, ୨୫।୩ (ଡି.ଏନ୍‌.ଏ.)- ସମିଆର ଧାରେ ପଡି ରୀତିନୀତି, ରିକ୍‌ମା ବଦ୍‌ଲିବାରଟା ସୁଆଭାବିକ୍‌ ଆଏ। ସେଦିନ୍‌ କେନ୍‌ତା ଥିଲା, ଆଏଜ୍‌ କେନତା ହେଉଛେ ବଲି ବିସ୍‌ମାତ୍‌ ହେବାରଟା…

7 years ago