ଆମ ଜିଲା ଖବର

‘କାଜି’ ପଦବୀରୁ କାଜିବଜାର

କଟକ ଅଫିସ, ୫ା୧୨: ବାଉନ ବଜାର ତେପନ ଗଳିର ସହର କଟକ। ଯଦିଓ ଏବେ ଏହି ଐତିହାସିକ ସହରରେ ଶହେ ବଜାର ହଜାରେ ଗଳି ସୃଷ୍ଟି ହେଲାଣି…

6 years ago

କାଗଜ କଲମରେ ସୀମିତ ଗାଁ କଲ୍ୟାଣ ସମିତି

ନାଉଗଁ।,୫ା୧୨(ସ୍ବ.ପ୍ର.): ଜାତୀୟ ଗ୍ରାମୀଣ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ୨୦୦୭ରେ ନାଉଗଁ। ବ୍ଲକରେ ଗଠନ କରାଯାଇଥିଲା ଗଁ। କଲ୍ୟାଣ ସମିତି। ଏହାର ମୂଳ ଲକ୍ଷ୍ୟ ଥିଲା ଗଁ। ପରିବେଶକୁ…

6 years ago

ବିଦେଶ ମାଟିରେ ଉଜ୍ଜୀବିତ ରହିଛି ଓଡ଼ିଆ ସଂସ୍କୃତି

ତିର୍ତ୍ତୋଲ,୫ା୧୨(ଡି.ଏନ.ଏ.): ବିଦେଶ ମାଟି ସୁଦୂର ସୌଦି ଆରବରେ ପ୍ରବାସୀ ଓଡ଼ିଆମାନେ ଦୀର୍ଘ ୧୧ବର୍ଷ ଧରି ଓଡ଼ିଶା କଳା, ସଂସ୍କୃତିର ପ୍ରଚାର ପ୍ରସାର କରିଆସୁଛନ୍ତି ବୋଲି ସେଠାରେ ରହୁଥିବା…

6 years ago

କାମରେ ଲାଗୁନି ଜମି ପଟ୍ଟା: ତହସିଲ ଆଗରେ ଭୂମିହୀନଙ୍କ ଧାରଣା

ବାଲିଆ,୫ା୧୨: ବିରିଡ଼ି ତହସିଲ ଅଧୀନ କୁଳକଇଜଙ୍ଗା ପଞ୍ଚାୟତ ସମେତ ଅନ୍ୟ କେତେକ ପଞ୍ଚାୟତର ଭୂମିହୀନଙ୍କୁ ତହସିଲ ପ୍ରଶାସନ ପକ୍ଷରୁ ଜମିପଟ୍ଟା ପ୍ରଦାନ କରାଯାଇଥିଲା। ମାତ୍ର ସେହି ପଟ୍ଟା…

6 years ago

ଯାଜପୁର-କେନ୍ଦୁଝରରୋଡ ରେଳଷ୍ଟେଶନ: ଲୋକ ସଭାରେ ଉଠିଲା ଡିଭିଜନ ମାନ୍ୟତା ଦାବି

ଯାଜପୁର ଅଫିସ,୫ା୧୨: ଲୋକ ସଭାର ଚଳିତ ଶୀତ ଅଧିବେଶନରେ ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ ବୁଧବାର ଯାଜପୁର-କେନ୍ଦୁଝରରୋଡ ଷ୍ଟେଶନକୁ ସ୍ବତନ୍ତ୍ର ରେଳ ଡିଭିଜନ ମାନ୍ୟତା ଦେବାକୁ ଦାବି…

6 years ago

ସୌରିକ ଯୁବ ମହୋତ୍ସବ ପ୍ରସ୍ତୁତି ବୈଠକ

କାଳିଆପାଣି,୫ା୧୨(ଡି.ଏନ୍‌.ଏ.): କାଳିଆପାଣିସ୍ଥିତ ଖଣି ନିଗମ ଅତିଥିଶାଳାରେ ବୁଧବାର ୫ମ ବାର୍ଷିକ ସୌରିକ ଯୁବ ମହୋତ୍ସବ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ…

6 years ago

ଡଙ୍କାରୀ, ରାହାଡପୁର ଖାଦାନରେ ରାଜସ୍ବ ବିଭାଗ ଅତିରିକ୍ତ ଶାସନ ସଚିବ: ‘ବେଆଇନ ଖନନକୁ ପ୍ରଶ୍ରୟ ଦିଆଯିବ ନାହିଁ’

ଧର୍ମଶାଳା/ଚଢ଼େଇଧରା,୫ା୧୨(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନସ୍ଥ ଡଙ୍କାରୀ ଓ ରାହାଡପୁର ଖାଦାନରେ ବୁଧବାର ରାଜସ୍ବ ବିଭାଗର ଅତିରିକ୍ତ ଶାସନ ସଚିବ ବିଭୂତି ଭୂଷଣ ଦାସ ପରିଦର୍ଶନ…

6 years ago

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ପରିବାର

ଧର୍ମଶାଳା,୫ା୧୨(ଡି.ଏନ୍‌.ଏ.): ଧର୍ମଶାଳା ଥାନା ପାଟପୁର ପଞ୍ଚାୟତ ନସିଡିପୁର ଗ୍ରାମରେ ଜଣେ ମହିଳାଙ୍କୁ ତଣ୍ଟି ଚିପି ହତ୍ୟା କରିବାପରେ ଆତ୍ମହତ୍ୟା ରୂପ ଦିଆଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏ…

6 years ago

ରୁଦ୍ରପୁର ଗୋଷ୍ଠୀ ସଂଘର୍ଷ ଘଟଣା: ପୋଲିସର କାର୍ଯ୍ୟଧାରାକୁ ନେଇ ଥାନା ଘେରିଲା ଭାଜପା ମହିଳା ମୋର୍ଚ୍ଚା

ବିଞ୍ଝାରପୁର,୫ା୧୨(ଡି.ଏନ୍‌.ଏ): ବିଞ୍ଝାରପୁର ଥାନା ଅନ୍ତର୍ଗତ କଲ୍ୟାଣପୁର ପଞ୍ଚାୟତ ରୁଦ୍ରପୁର ଗ୍ରାମରେ ସୋମବାର ସନ୍ଧ୍ୟାରେ ରାଜନୈତିକ ବିବାଦରୁ ସଂଘଠିତ ଗୋଷ୍ଠୀ ସଂର୍ଘଷ ଘଟଣାରେ ପୋଲିସର କାର୍ଯ୍ୟଧାରାକୁ ନେଇ ପ୍ରଶ୍ନ…

6 years ago

ଦ୍ୱାଦଶ କୁଆଖିଆ ମହୋତ୍ସବ ପାଇଁ ପ୍ରସ୍ତୁତି

ରସୁଲପୁର,୫ା୧୨(ଡି.ଏନ୍‌.ଏ.): ରସୁଲପୁର ବ୍ଲକ ଅଞ୍ଚଳର ବ୍ୟବସାୟିକ ପ୍ରାଣକେନ୍ଦ୍ର ବୋଲି କୁହାଯାଉଥିବା କୁଆଖିଆ ବଜାରର ସାରଙ୍ଗପୁର ମେଲଣ ପଡ଼ିଆରେ ଆୟୋଜିତ ହେବାକୁ ଥିବା ଦ୍ୱାଦଶ କୁଆଖିଆ ମହୋତ୍ସବ ପାଇଁ…

6 years ago