ଆମ ଜିଲା ଖବର

ଜନତା କର୍ଫ୍ୟୁକୁ ସମର୍ଥନ ଜଣାଇଲେ ଲୋକେ, ଦୋକାନ ବଜାର ବନ୍ଦ

ଉଦଳା,୨୨।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଏନ୍‌ଏସିରେ ଜନତା କର୍ଫ୍ୟୁକୁ ସମର୍ଥନ ଜଣାଇ ରବିବାର ସମସ୍ତ ଦୋକାନ ବଜାର ବନ୍ଦ ରହିଥିବା ଦେଖିବାକୁ ମିଳିଛି। ଫଳରେ ରାସ୍ତାଘାଟ ଜନଶୂନ୍ୟ…

7 years ago

ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ ପାଳନ କଲେ ଜନସାଧାରଣ: ରାଇକିଆରେ ରାସ୍ତାଘାଟ ଶୂନ୍‌ଶାନ୍‌

ରାଇକିଆ,୨୨।୩(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସଂକ୍ରମଣ ରୋକିବାକୁ ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ନିବେଦନ କରାଯାଇ ଜନତା କର୍ଫ୍ୟୁ ପାଳନ ଲାଗି ନିର୍ଦ୍ଦେଶ ଦିଆଯାଇଥିଲା। ଏହାକୁ କନ୍ଧମାଳ ଜିଲା ରାଇକିଆରେ ରବିବାର…

7 years ago

ଜନତା କର୍ଫ୍ୟୁ ପ୍ରଭାବ: ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ

ପଦ୍ମପୁର,୨୨।୩(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନରେ ଭଦ୍ରକ ଜିଲା ପଦ୍ମପୁର ଅଞ୍ଚଳରେ ଜନତା କର୍ଫ୍ୟୁର ପ୍ରଭାବ ରବିବାର ଦେଖିବାକୁ ମିଳିଛି। ନାୟକାଣୀଡିହି, ବିଦେଇପୁର, ଚାନ୍ଦିମାଳ, ରାଜଘରପୋଖରୀ, ଲକ୍ଷ୍ମୀଦାସପୁର,…

7 years ago

ଗର୍ଭବତୀଙ୍କୁ ଡାକ୍ତରଖାନାରେ ପହଞ୍ଚାଇଲା ପୋଲିସ ପାଟ୍ରୋଲିଂ ଗାଡ଼ି

ଚିତ୍ରକୋଣ୍ଡା,୨୨।୩(ଡି.ଏନ୍‌.ଏ.): ମାଲକାନଗିର ଜିଲା ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳର ଯୋଡ଼ାମ୍ବ ଅଞ୍ଚଳରୁ ଜଣେ ଗର୍ଭବତୀଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ପରିବାର ଲୋକେ ବୋଟ୍‌ରେ ଆଣି ଘାଟ କୂଳରେ ଆମ୍ବୁଲାନ୍ସକୁ ଅପେକ୍ଷା…

7 years ago

ଝାରସୁଗୁଡ଼ା, ବ୍ରଜରାଜନଗରରେ ଲକ୍‌ଡାଉନ୍‌: ରାସ୍ତାଘାଟ ଶୂନ୍‌ଶାନ, ବଜାର ଫାଙ୍କା

ଝାରସୁଗୁଡା ଅଫିସ,୨୨।୩- କରୋନା ଭୁତାଣୁର ସଂକ୍ରମଣକୁ ରୋକିବା ପାଇଁ ରବିବାର ଦିନିକିଆ ଜନତା କର୍ଫ୍ୟୁ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଅନୁରୋଧ କରିଥିଲେ। ଏହାଛଡ଼ା…

7 years ago

ଚୌଦ୍ୱାରରେ ଜନତା କର୍ଫ୍ୟୁ: ଦୋକାନ ବଜାର ବନ୍ଦ, ଚାଲୁ ରହିଛି ଜରୁରୀ ସେବା

ଚୌଦ୍ୱାର,୨୨।୩(ଡି.ଏନ୍‌.ଏ.):କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଦିଗରେ ସଚେତନ କରାଇବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦଅ ମୋଦି ଜନତା କର୍ଫ୍ୟୁ ଲାଗି ନିବେଦନ କରିଥିଲେ। ଏହାର ପ୍ରଭାବ ରବିବାର କଟକ…

7 years ago

ବାପାଙ୍କୁ ହତ୍ୟାକରି ଆତ୍ମହତ୍ୟା କଲେ ପୁଅ

ଚୌଦ୍ୱାର,୨୨।୩(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ସହରରେ ଘଟିଛି ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ସାମାନ୍ୟ ଘଟଣାକୁ ନେଇ ପୁଅ ବାପାଙ୍କୁ ହତ୍ୟା କରିବା ପରେ ନିଜେ…

7 years ago

ଜନତା କର୍ଫ୍ୟୁ: ଜରୁରିକାଳୀନ ସେବାକୁ ଛାଡ଼ି ସବୁ ବନ୍ଦ

ସରଣ୍ଡା,୨୨ା୩(ଡି.ଏନ୍‌.ଏ.): ସମଗ୍ର ବିଶ୍ୱ କରୋନା ସହ ସଂଘର୍ଷ କରୁଥିବାବେଳେ ଏହି ସଂକ୍ରମଣ ରୋକିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିବେଦନ କ୍ରମେ ରବିବାର ଦେଶବ୍ୟାପୀ ଚାଲିଥିବା ଜନତା…

7 years ago

ଜନତା କର୍ଫ୍ୟୁ : ଚାରିଆଡ଼େ ଖାଁ ଖାଁ ପରିବେଶ

କେସିଙ୍ଗା,୨୨।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତର ୧୧୦ଟି ଗ୍ରାମର ଲୋକେ ରବିବାର ସକାଳ ୭ଟାରୁ କେନ୍ଦ୍ର ସରକାରଙ୍କ ଜନତା କର୍ଫ୍ୟୁ ନିୟମ ସମ୍ପୂର୍ଣ୍ଣ ଭାବେ…

7 years ago

କଟକ ରେଳ ଷ୍ଟେଶନ ଖାଁ ଖାଁ

କଟକ ଅଫିସ,୨୨।୩: ଜନତା କର୍ଫ୍ୟୁର ପ୍ରଭାବ ରବିବାର କଟକ ରେଳ ଷ୍ଟେଶନରେ ଦେଖିବାକୁ ମିଳିଛି। ଟ୍ରେନ ଚଳାଚଳ ବାତିଲ ନେଇ ପୂର୍ବରୁ ସୂଚନା ଦିଆଯାଇଥିଲା। ଏଣୁ ଯାତ୍ରୀମାନେ…

7 years ago