ଆମ ଜିଲା ଖବର

ଚହକା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ରାଜ୍ୟସ୍ତରରେ ପୁରସ୍କୃତ

ଭବାନୀପାଟଣା,୩୧।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଚହକା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ରାଜ୍ୟସ୍ତରରେ ପୁରସ୍କୃତ ହୋଇଛି। ଜାନୁୟାରୀ ୧୬ ରୁ ୩୦ ତାରିଖ ପର୍ଯ୍ୟନ୍ତ ଆୟୋଜିତ ପାଣି…

6 years ago

ଝାରସୁଗୁଡ଼ାରୁ ବାରାଣସୀକୁ ଉଡ଼ିଲା ପ୍ରଥମ ବିମାନ

ଝାରସୁଗୁଡ଼ା ଅଫିସ/ଲଖନପୁର,୩୧।୧(ଡି.ଏନ୍‌.ଏ): ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଶୁକ୍ରବାର ଏଲାୟନ୍ସ ଏୟାର୍‌ ଏଟିଆର୍‌ ୭୨ ବିମାନ ଭାୟା ଭୁବନେଶ୍ବର ଦେଇ ବାରାଣସୀକୁ ପ୍ରଥମ କରି…

6 years ago

ରାଷ୍ଟ୍ରାୟତ୍ତ ବ୍ୟାଙ୍କ କର୍ମଚାରୀଙ୍କ ବନ୍ଦ ଡାକରା: କୋରାପୁଟରେ ସମସ୍ତ ବ୍ୟାଙ୍କ ବନ୍ଦ

ଜୟପୁର,୩୧।୧(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରଠାରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମିଳିତ କର୍ମଚାରୀ ଏବଂ ଅଧିକାରୀ ସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ଶୁକ୍ରବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯାଇଛି…

6 years ago

ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ପ୍ଳାବିତ ହେବ ୬୦ ହଜାର ହେକ୍ଟର ଚାଷ ଜମି

ଆନନ୍ଦପୁର, ୩୧।୧(ସ୍ବ.ପ୍ର.)-ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆନନ୍ଦପୁର ଗସ୍ତକରି ବହୁ ପ୍ରତିକ୍ଷୀତ ଆନନ୍ଦପୁର ବ୍ୟାରେଜର ଶୁଭ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ…

6 years ago

ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନର ବନ୍ଦ ଡାକରା: କଳାହାଣ୍ଡି ଜିଲାର ସମସ୍ତ ବ୍ୟାଙ୍କ ବନ୍ଦ

ଭବାନୀପାଟଣା,୩୧।୧(ଡି.ଏନ୍‌.ଏ.): ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ ପକ୍ଷରୁ ଜାନୁୟାରୀ ୩୧ ଶୁକ୍ରବାର ଓ ଫେବୃୟାରୀ ୧ ଶନିବାର ସମସ୍ତ ବ୍ୟାଙ୍କ ବନ୍ଦ ଡାକରା ଦିଆଯାଇଛି। ସପ୍ତାହକୁ…

6 years ago

୫-ଟି ସଚିବଙ୍କ ହିଞ୍ଜଳି ଗସ୍ତ: ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ, ଶିକ୍ଷା ବ୍ୟବସ୍ଥା ସୁଧାର ଉପରେ ଗୁରୁତ୍ୱ

ଶେରଗଡ଼, ୩୧।୧(ଡି.ଏନ୍‌.ଏ.): ରାଜ୍ୟର ୫-ଟି ସଚିବ ଭି.କାର୍ତ୍ତିକେୟ ପାଣ୍ଡିଆନ ଶୁକ୍ରବାର ଗଞ୍ଜାମ ଜିଲା ହିଞ୍ଜଳି ବ୍ଲକ ଗସ୍ତରେ ଆସି ବିଭିନ୍ନ ବିଦ୍ୟାଳୟ ଏବଂ ପ୍ରକଳ୍ପ ବୁଲି ଦେଖିଛନ୍ତି।…

6 years ago

ଅଜଣା ଗାଡ଼ି ଧକ୍କାରେ ୨ ମୃତ, ଜଣେ ଗୁରୁତର

ସୋର,୩୧।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ଶପୁଲିଆଠାରେ ଶୁକ୍ରବାର ଏକ ଅଜଣା ଗାଡ଼ି ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା…

6 years ago

ଟ୍ରକ୍‌ ଧକ୍କାରେ ହାତୀ ମୃତ୍ୟୁ ଘଟଣା: ଘଟଣାସ୍ଥଳ ପରିଦର୍ଶନ କଲେ ଅତିରିକ୍ତ ପିସିସିଏଫ୍‌

ଢେଙ୍କାନାଳ ଅଫିସ,୩୧।୧: ଢେଙ୍କାନାଳ ଜିଲା ଓଡ଼ପଡ଼ା ବ୍ଲକ ପୋଡ଼ପଡ଼ା ଛକ ୫୫ନଂ ଜାତୀୟ ରାଜପଥରେ ଦୁର୍ଘଟଣା ଘଟି ଗୋଟିଏ ହାତୀର ମୃତ୍ୟୁ ଘଟିଥିଲା। ଶୁକ୍ରବାର ଅତିରିକ୍ତ ପିସିସିଏଫ୍‌…

6 years ago

ଉଫୁଲା ମଣ୍ଡିରେ ପଡ଼ି ରହିଛି ଧାନ: ପ୍ରତିବାଦରେ ବୀରମହାରାଜପୁର-ସୋନପୁର ରାସ୍ତା ଅବରୋଧ କଲେ ଚାଷୀ

ଅମରପାଲି,୩୧।୧(ଡି.ଏନ୍‌.ଏ.): ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉଫୁଲା ମଣ୍ଡିରୁ ଧାନ ଉଠୁ ନ ଥିବା ପ୍ରତିବାଦରେ ଚାଷୀମାନେ ଶୁକ୍ରବାର ଧାରଣାକୁ ଓହ୍ଲାଇଛନ୍ତି। ସେମାନେ ବୀରମହାରାଜପୁର-ସୋନପୁର ମୁଖ୍ୟରାସ୍ତାର ଉଫୁଲାଠାରେ ଧାନବସ୍ତା…

6 years ago

ମହାକାଳପଡ଼ାରେ ପକ୍ଷୀ ମଡ଼କ

ମହାକାଳପଡ଼ା,୩୧।୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାରେ ପକ୍ଷୀ ମଡ଼କ ଦେଖାଦେଇଛି। କାଉ, କୋଇଲି, କୁକୁଡ଼ା, ବଗ ଆଦି ପକ୍ଷୀଙ୍କ ମୁଣ୍ଡ ବୁଲାଇବା ସହ ଥରିଥରି ପଡ଼ି ଯାଉଥିବା ଲକ୍ଷ୍ୟ…

6 years ago