ଏରସମା, ୨୦।୩ (ସ୍ବ.ପ୍ର.): ୨୦ରୁ କମ୍ ପିଲା ଥିବା ସ୍କୁଲକୁ ବନ୍ଦ କରାଯାଇ ପାଖ ସ୍କୁଲରେ ମିଶ୍ରଣ କରାଯିବାକୁ ସରକାରୀ ନିର୍ଦ୍ଦେଶ ରହିଛି। ଏହି ନିର୍ଦ୍ଦେଶକ୍ରମେ ଏରସମା…
ବିରିଡି,୨୦।୩ (ଡି.ଏନ୍.ଏ.): ଗ୍ରାମାଞ୍ଚଳରେ ଲୋକମାନଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ସହ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକର ଭିତ୍ତିଭୂମି ସୁଧାରିବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ଏଥିପାଇଁ ବିଭିନ୍ନ…
ନୟାଗଡ଼ ଅଫିସ,୨୦ା୩ (ଲୋକନାଥ ମିଶ୍ର): ନୟାଗଡ଼ ସହର ଉପକଣ୍ଠ ଖୁଣ୍ଟୁବନ୍ଧସ୍ଥିତ ସବ୍ଜେଲର ଟାଙ୍ଗରା ଭୂଇଁ ଏବେ ହସୁଛି। କଏଦୀମାନଙ୍କ ପରିଶ୍ରମ ଓ ଜେଲ ସୁପରିଣ୍ଟେଣ୍ଡେଣ୍ଟଙ୍କ ଆଗ୍ରହ ଯୋଗୁ…
କେନ୍ଦ୍ରାପଡା ଅଫିସ/ ମହାକାଳପଡା (ଡି.ଏନ.ଏ.)୨୦।୩: କେନ୍ଦ୍ରାପଡା ଜିଲାରେ ଅନୁପ୍ରବେଶକୁ ଜିଲା ପୋଲିସ ଗୁରୁତ୍ୱ ଦେଉନାହିଁ। ଏପରି କି କରୋନା ଭୂତାଣୁ ସଂକ୍ରମଣ ପାଇଁ ରାଜ୍ୟ ସରକାରଙ୍କ ଜାରି…
ଦାରିଙ୍ଗବାଡ଼ି,୨୦।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ୨୦୧୯ରୁ ଫେରାର ଥିବା ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ବ୍ୟକ୍ତି ହେଲେ ଉକ୍ତ…
ଦେବଗଡ଼ ଜିଲା ସଦର ମହକୁମା ଦେଇ ଯାଇଥିବା ୪୯ ନଂ. ଜାତୀୟ ରାଜପଥ ଅତ୍ୟନ୍ତ ଶୋଚନୀୟ ହୋଇପଡିଛି। ଏହାର ପ୍ରଶସ୍ତୀକରଣ ବିଳମ୍ବିତ ହେବାରେ ଲାଗିଛି। ରାଜପଥରେ ଯାନବାହନ…
ବିନିକା,୨୦।୩ (ଡି.ଏନ୍.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା କଲୋନୀ ପଡ଼ାର ଲମ୍ବୋଦର ବାଘ(୪୫)। ସେ ଅନେକ୍ ବଛର ହେଲା ମଧୁମେହ ରୋଗ୍ରେ ପୀଡ଼ିତ ଅଛନ୍। ଅଭାବ…
ଖଡିଆଳ, ୨୦।୩ (ଡି.ଏନ୍.ଏ.)- ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଗୋଇମୁଣ୍ଡି ଗଁ। ର ଅଶୋକ ଚଲାନ(୪୨)। ସେ ଆଏଜ୍କେ ୧୫ ଦିନ୍ ତଲେ ପକ୍ଷାଘାତ ରୋଗ୍ରେ ଆକ୍ରଁ।…
ଭବାନୀପାଟଣା,୨୦।୩ (ଡି.ଏନ୍.ଏ.)- ସରକାରୀ ପୋରଛାହନ୍ ଆର ସୂତା ଅଭାବ ଲାଗି ହସ୍ତତନ୍ତ ଶିଳ୍ପ ସଁକଟରେ ରହିଛେ। ଇଥ୍ରେ ଖାଲି ଶିଳ୍ପ ନୁହେ କାରିଗରମାନକର ଜିବ୍କା ବି ବୁଡୁଛେ।…
ଜହ୍ନାପଙ୍କ, ୨୦।୩ (ଡି.ଏନ୍.ଏ.)- କେନ୍ଦ୍ର ଆର ରାଏଜ୍ ଉଭଏ ସରକାର ଗରିବ୍ ଦୁଖି, ନିଅଁ।ସି, ଦିବ୍ୟାଙ୍ଗମାନକୁ ପ୍ରଧାନମନ୍ତ୍ରୀ ଆବାସ, ଇନ୍ଦିରା ଆବାସ, ବିଜୁ ପକାଘର ଯୋଜନାରେ ପକାଘର…