ବରଗଡ଼ ଅଫିସ, ୧୯।୩: ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଗୁରୁବାର ଅପରାହ୍ନ ପ୍ରାୟ ୪ଟାରୁ ଝଡ଼ବର୍ଷା ସାଙ୍ଗକୁ କୁଆପଥର ମାଡ଼ ହୋଇଛି। ଏଥିରେ ଜନଜୀବନ ପ୍ରଭାବିତ ହୋଇଛି।…
ହିିଞ୍ଜିଳିକାଟୁ, ୧୯ା୩(ଡି.ଏନ୍.ଏ): ଗଞ୍ଜାମ ଜିଲା ହିଞ୍ଜିିଳିକାଟୁ ଡାକ ବିଭାଗ କାର୍ଯ୍ୟାଳୟରେ ଚିଠି ଶଟିଂରେ ତ୍ରୁଟି ହେତୁ ଏକ ରେଜିଷ୍ଟ୍ରି ଚିଠି ଗଞ୍ଜାମ ଥାନା ପରିବର୍ତ୍ତେ ହିଞ୍ଜିିଳି ଥାନାରେ…
ହିିଞ୍ଜିଳିକାଟୁ,୧୯ା୩ (ଡି.ଏନ୍.ଏ): ଗଞ୍ଜାମ ଜିଲା ହିଞ୍ଜିଳି ପୋଲିସ ମଙ୍ଗଳବାର ଖଣ୍ଡରା ଛକରେ ପାଟ୍ରୋଲିଂ କରୁଥିବା ବେଳେ ବିଶେଷ ସୂତ୍ରରୁ ଖବର ପାଇ ଏକ ଅଟୋ ଉପରେ ଚଢ଼ାଉ…
ଚାନ୍ଦବାଲି,୧୯।୩(ଡି.ଏନ.ଏ.)-ବୈତରଣୀ ନଦୀ କୂଳରେ ପଥର ବିଛା କାମ ପାଇଁ ଚାନ୍ଦବାଲି ସହର ନିକଟ ନଦୀ କୂଳରୁ ଉଠାଦୋକାନଗୁଡ଼ିକୁ ଗୁରୁବାର ଉଚ୍ଛେଦ କରାଯାଇଛି। ପୋଲିସ ଉପସ୍ଥିତିରେ ମେଶିନ ସହାୟତାରେ…
ବିଜେପୁର,୧୯।୩(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ଅଞ୍ଚଳରେ ଗୁରୁବାର ଅପରାହ୍ନରେ ବରଫପାତ ହୋଇଛି। ଫଳରେ ଚାଷୀଙ୍କ ଲକ୍ଷାଧିକ ଟଙ୍କାର ପରିବା ଫସଲ ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି। ଅପରାହ୍ନ…
ରଣପୁର,୧୯।୩(ବ୍ୟୁରୋ): ଅଧା ପ୍ରସବ ବେଳେ ଲେବର ରୁମ୍ ଛାଡ଼ି ପଳାଇଲେ ଡାକ୍ତର। ଚିକିତ୍ସା ଅବହେଳାରୁ ନବଜାତକ ଶିଶୁର ମୃତ୍ୟୁ। ନୟାଗଡ଼ ଜିଲା ରଣପୁର ବ୍ଲକ ରାଜସୁନାଖଳା ଗୋଷ୍ଠୀ…
ଖଇରା,୧୯।୩(ଡି.ଏନ୍.ଏ): ବାଲେଶ୍ବର ଜିଲା ଔପଦା ବ୍ଲକ ଅଧୀନ ଜାନିକାପାଳ ଗ୍ରାମର ଜଣେ ଯୁବକ ଥାଇଲାଣ୍ଡରୁ ଫେରିବାର ୧୩ ଦିନ ପରେ ଅସୁସ୍ଥ ହୋଇଛନ୍ତି। ତାଙ୍କୁ ଥଣ୍ଡା,କାଶ ହେଉଛି।…
କୁଆଁରମୁଣ୍ଡା, ୧୯।୩(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ଅପରାହ୍ନରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ଏହି ସମୟରେ ବଜ୍ରପାତ ହେବାରୁ ପଦ୍ମପୁର ପଞ୍ଚାୟତ ଚାନ୍ଦପୋଷ…
ରାୟଗଡ଼ା ଅଫିସ,୧୯।୩: କରୋନା ମୁକାବିଲା ପାଇଁ ସବୁସ୍ତରରୁ ଉଦ୍ୟମ ଚାଲିଛି। ରାଜ୍ୟ ସରକାରଙ୍କ ଠାରୁ ଆରମ୍ଭକରି ଜିଲା ପ୍ରଶାସନ ପର୍ଯ୍ୟନ୍ତ ସମସ୍ତେ ତତ୍ପର ହୋଇପଡ଼ିଛନ୍ତି। ଏହାକୁ ଏଡ଼ାଇବା…
ରାୟଗଡ଼ା ଅଫିସ,୧୯।୩: କୋରନା ଭୂତାଣୁ ଜନିତ ସଂକ୍ରମଣର ମୁକାବିଲା ପାଇଁ ରାୟଗଡ଼ା ଜିଲା ପ୍ରଶାସନ ଏବଂ ମଝିଘରିଆଣୀ ମନ୍ଦିର ଟ୍ରଷ୍ଟ ବୋର୍ଡର ମିଳିତ ନିଷ୍ପତ୍ତି କ୍ରମେ ଶୁକ୍ରବାରଠାରୁ…