ଆମ ଜିଲା ଖବର

ଡମ୍ପର ଧକ୍କାରେ ସାଇକେଲ ଆରୋହୀ ମୃତ

ଜଳେଶ୍ୱର, ୨୪।୧(ଡି.ଏନ.ଏ./ସ୍ବ.ପ୍ର)-ଜଳେଶ୍ୱର ଥାନା ଅନ୍ତର୍ଗତ ଧାନସିମୁଳିଆ ଛକରେ ଶୁକ୍ରବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣାରେ ଧାନସିମୁଳିଆ ଗ୍ରାମର ଅଜୟ ଭୂୟାଁଙ୍କ ମୃତ୍ୟୁ ଘଟିଛି। ଅଜୟ ସାଇକେଲରେ ଘରକୁ…

6 years ago

ଧାନ ରଖି ଚାଷୀଙ୍କ ରାସ୍ତାରୋକୋ

ଜଳେଶ୍ୱର,୨୪।୧(ଡି.ଏନ.ଏ.)-ମଣ୍ଡିରେ ଧାନକ୍ରୟରେ ଅନିୟମିତତା ବିରୋଧରେ ଶୁକ୍ରବାର ଜଳେଶ୍ୱର-ଚନ୍ଦନେଶ୍ୱର ରାସ୍ତାର ଡେମୁରିଆଠାରେ ଚାଷୀମାନେ ରାସ୍ତା ଉପରେ ଧାନ ବସ୍ତା ରଖି ଅବରୋଧ କରିଛନ୍ତି। ଏପରିକି ଉତ୍ତ୍ୟକ୍ତ ଚାଷୀମାନେ ମିଲର୍‌…

6 years ago

ଟ୍ରେନ୍‌ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା

ରସାଳପୁର, ୨୪।୧(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ହରିଡ଼ା ଗ୍ରାମର ପ୍ରଭାକର ମହାଳିକ ନାମକ ଯୁବକ ଶୁକ୍ରବାର ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ବାଲେଶ୍ୱର ରେଳବାଇ ପୋଲିସ ପହଞ୍ଚତ୍…

6 years ago

ପରିତ୍ୟକ୍ତ କୂଅରୁ ଜଙ୍ଗଲି ବାର୍‌ହା ଉଦ୍ଧାର

ଛେଣ୍ଡିପଦା,୨୪।୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ବାହାଳସାହି ଗାଁ ନିକଟ ପରିତ୍ୟକ୍ତ କୂଅରୁ ଶୁକ୍ରବାର ଏକ ବାର୍‌ହା ଉଦ୍ଧାର ହୋଇଛି। କୂଅରେ ବାର୍‌ହା ପଡିଥିବା ନେଇ ଗ୍ରାମବାସୀ…

6 years ago

ବନ୍ଧୁକ ମୁନରେ ଲୁଟିନେଲେ ୨୩ ଲକ୍ଷ

ଖୋର୍ଦ୍ଧା ଅଫିସ,୨୪।୧: ଖୋର୍ଦ୍ଧା ଆଦର୍ଶ ଥାନା ସତ୍ୟସାଇ ମନ୍ଦିର ରାସ୍ତାରେ ଶୁକ୍ରବାର ଲୁଟ ହୋଇଛି। ୨୩ ଲକ୍ଷ ଏଲ୍‌ଆଇସି ବୀମା ଟଙ୍କା ବ୍ୟାଙ୍କରେ ଜମା କରିବା ଲାଗି…

6 years ago

କେସିଙ୍ଗା ରେଳ ଫାଟକ ଅଣ୍ଡର ବ୍ରିଜ ନିର୍ମାଣ ଦାବି: ୩ୟ ଦିନରେ ଧାରଣା

କେସିଙ୍ଗା,୨୪।୧: କଳାହାଣ୍ଡି ଜିଲା କେସିଙ୍ଗା ସହର ନିକଟରେ ଥିବା ରେଳ ଫାଟକରେ ଅଣ୍ଡର ବ୍ରିଜ ନିର୍ମାଣ ଦାବିକୁ ନେଇ ଚାଲୁଥିବା ଗଣଧାରଣା ଶୁକ୍ରବାର ୩ୟ ଦିନରେ ପହଞ୍ଚିଛି।…

6 years ago

ବିଭିନ୍ନ ଦାବି ନେଇ ଖବରଦାତା ସମ୍ମିଳନୀ

ଅନୁଗୋଳ ଅଫିସ,୨୪।୧: ବିଭିନ୍ନ ଦାବି ନେଇ ଅନୁଗୋଳ ଜିଲା ଗୋପବନ୍ଧୁ ପାର୍କ ପରିସରରେ ଜନ ଜୀବନ ସୁରକ୍ଷା କମିଟି ପକ୍ଷରୁ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ…

6 years ago

ଅଡବା ପୋଲିସ କର୍ମଚାରୀଙ୍କ ଦ୍ୱାରା ରକ୍ତଦାନ ଶିବିର

ମୋହନା,୨୪।୧(ଡି.ଏନ୍‌.ଏ.): ଗଜପତି ଜିଲାର ମୋହନା ବ୍ଲକ ଅନ୍ତର୍ଗତ ଅଡବା ପୋଲିସ କର୍ମଚାରୀଙ୍କ ଦ୍ୱାରା ଶୁକ୍ରବାର ରକ୍ତଦାନ ଶିବିରର ଆୟୋଜନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଆର. ଉଦୟଗିରି ଏସ୍‌ଡିପିଓ…

6 years ago

କୁଡ଼ାସାହି ଗ୍ରାମରେ ଡକାୟତି: ମାଡ଼ମାରି ଲୁଟିନେଲେ ଗହଣା, ଟଙ୍କା

ବଲାଙ୍ଗୀର ଅଫିସ,୨୪।୧: ବଲାଙ୍ଗୀର ଜିଲା କୁଡ଼ାସାହି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଡକାୟତି ହୋଇଛି। ରାତିରେ ଗ୍ରାମର ଉଜ୍ଜ୍ୱଳ ସାହୁଙ୍କ ଘର ଆଗରେ ଏକ ବୋଲେରୋ ରହିଥିଲା।…

6 years ago

୬୨ଲିଟର ଦେଶୀ ମଦ ଜବତ: ୫ ଗିରଫ

ମାଧପୁର,୨୪।୧(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଠାକୁରଗଡ଼ ଥାନା ଅଞ୍ଚଳର ବିଭିନ୍ନ ଗ୍ରାମରେ ଚଢ଼ାଉ କରାଯାଇଛି। ଚଢ଼ାଉ ସମୟରେ ୬୨ଲିଟର ଦେଶୀମଦ ଜବତ…

6 years ago