ଆମ ଜିଲା ଖବର

ଜି. ଉଦୟଗିରିର ବିଭିନ୍ନ ଚର୍ଚ୍ଚରେ ବଡ଼ଦିନ ପାଳନ

ଜି. ଉଦୟଗିରି ୨୫।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ଥାନା ଅଞ୍ଚଳର ବିଭିନ୍ନ ଚର୍ଚ୍ଚରେ ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମ ଉତ୍ସବ ତଥା ବଡ଼ଦିନ ପର୍ବ ପାଳନ କରାଯାଇଛି।…

6 years ago

ଲରମ୍ଭା ପୋଲିସ ଦ୍ୱାରା ୨୭ ଦାଦନ ଶ୍ରମିକ ଉଦ୍ଧାର, ଘଟଣାସ୍ଥଳରୁ ସର୍ଦ୍ଦାର ଫେରାର

ପାଟଣାଗଡ,୨୫।୧୨(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ପାଟଣାଗଡ ଉପଖଣ୍ଡସ୍ଥ ଲରମ୍ଭା ପୋଲିସ ମଙ୍ଗଳବାର ବିଳମ୍ବିତ ରାତିରେ ପାଟ୍ରୋଲିଂ କରୁଥିବା ସମୟରେ ୨୭ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି। ଉକ୍ତ…

6 years ago

ଶିମିଳିପାଳରେ ପର୍ଯ୍ୟଟକଙ୍କୁ ଆକ୍ରମଣ କଲା ବବ୍‌ଲୁ, ଭିଡିଓ ଭାଇରାଲ

ବାରିପଦା ଅଫିସ,୨୫।୧୨- ମୟୂରଭଞ୍ଜ ଜିଲା ସ୍ଥିତ ଶିମିଳିପାଳ ଅଭୟାରଣ୍ୟ ତଥା ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ଅଧୀନ ଲୁଲୁଙ୍ଗଠାରେ ବନ ବିଭାଗର ପୋଷା ହାତୀ ବବ୍‌ଲୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ…

6 years ago

ଖୋର୍ଦ୍ଧାରେ ଟ୍ରାଫିକ୍‌ ପୋଲିସ, ଏଏସ୍‌ଆଇଙ୍କ ଦାଦାଗିରି: ଲାଞ୍ଚ ନ ଦେବାରୁ ପିଟିଲେ, ଚାଲାଣ ନ କାଟି ଛଡ଼ାଇନେଲେ ୫ଶହ ଟଙ୍କା

ଖୋର୍ଦ୍ଧା ଅଫିସ, ୨୫ ।୧୨: ଖୋର୍ଦ୍ଧା ଆଦର୍ଶ ଥାନା ବ୍ୟାଙ୍କ ଛକରେ ଜଣେ ଟ୍ରାଫିକ ପୋଲିସ ଓ ଆଦର୍ଶ ଥାନା ଏଏସ୍‌ଆଇଙ୍କର ଦାଦାଗିରି ଯୋଗୁ ବୁଧବାର ଖୋର୍ଦ୍ଧା…

6 years ago

କାଜୁ ଜଙ୍ଗଲରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଠାବ, ହତ୍ୟା ସନ୍ଦେହ

ମହାକାଳପଡ଼ା, ୨୫।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଜମ୍ବୁ ଥାନା ଅନ୍ତର୍ଗତ ପେଟଛେଲା ପଞ୍ଚାୟତର ବି.ବି. କଲୋନୀ କାଜୁ ଜଙ୍ଗଲରେ ବୁଧବାର ଝୁଲନ୍ତା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଠାବ…

6 years ago

ସରକାରୀ ଜମି ଜବରଦଖଲ: ଉଚ୍ଛେଦ ଲାଗି ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଭବାନୀପାଟଣା,୨୫।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅର୍ତ୍ତଳ ପଞ୍ଚାୟତ କାନ୍ଦୁଲଝର ଗାଁର କିଛି ପ୍ରଭାବଶାଳୀ ବ୍ୟକ୍ତି ପ୍ରାୟ ୫ ଏକର ସରକାରୀ ଜମିକୁ ଜବରଦଖଲ କରି…

6 years ago

ହାଇଓ୍ବା-ବୁଲେଟ୍‌ ଧକ୍କା: ଜଣେ ମୃତ, ଜଣେ ଗୁରୁତର

ସମ୍ବଲପୁର,୨୫ା୧୨(ବ୍ୟୁରୋ): ସମ୍ବଲପୁର ଦେଇ ଯାଇଥିବା ୫୫ ନଂ. ଜାତୀୟ ରାଜପଥର ଯୁଯୁମୁରା ଥାନା ଅମିଲିପାଏନ୍‌ ନିକଟରେ ବୁଧବାର ଏକ ହାଇୱା ଏବଂ ବୁଲେଟ୍‌ ମଧ୍ୟରେ ଧକ୍କା ହୋଇ…

6 years ago

ପାଳନ ହେଲା ବଡ଼ଦିନ: ବାଇବେଲ୍‌ ପାଠ ସହ ପ୍ରାର୍ଥନାରେ ପ୍ରକମ୍ପିତ ଚର୍ଚ୍ଚ ଗୃହ

ଦାରିଙ୍ଗବାଡ଼ି,୨୫।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବୁଧବାର ବଡ଼ଦିନ ଶାନ୍ତି ଶୃଙ୍ଖଳାର ସହ ପାଳନ ହେଉଛି। ଏହି ଅବସରରେ ସମସ୍ତ ଖ୍ରୀଷ୍ଟଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ ଦେଖାଯିବା…

6 years ago

ସୂର୍ଯ୍ୟୋପରାଗ ଲାଗି ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ପ୍ରସ୍ତୁତ ହେଲା ନୀତିକାନ୍ତି

ଆରଡ଼ି,୨୫।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ିରେ ଥିବା ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ସୂର୍ଯ୍ୟୋପରାଗ ଲାଗି ବୁଧବାର ସମସ୍ତ ନୀତିକାନ୍ତି ପ୍ରସ୍ତୁତ ହୋଇଛି । ବିରଜା ପଞ୍ଜିକା…

6 years ago

ଦନ୍ତା ଆକ୍ରମଣରେ ବୃଦ୍ଧାଙ୍କ ଜୀବନଗଲା

ବାରିପଦା ଅଫିସ,୨୫।୧୨: ମୟୂରଭଞ୍ଜ ଜିଲ୍ଲା ବାଙ୍ଗରିପୋଷି ବନାଞ୍ଚଳ ଅଧୀନ ଗୋଶାଣିପାଳ ଗାଁରେ ଦନ୍ତା ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସ୍ନେହଲତା…

6 years ago