ବଅଁରପାଳ,୧୧।୩(ଡିଏନ୍ଏ): ଅନୁଗୋଳ ଜିଲା ନାଲ୍କୋ ଥାନା ଅନ୍ତର୍ଗତ ବଳରାମପ୍ରସାଦ ଅଞ୍ଚଳ ଜଣେ ବିବାହିତ ଯୁବକ ହିନ୍ଦୋଳ ଅଞ୍ଚଳର ଜଣେ ଯୁବତୀଙ୍କୁ ନେଇ ଫେରାର ହୋଇଯାଇଛନ୍ତି। ଏହା ନିଜେ…
ପୁରୀ ଅଫିସ, ୧୧।୩: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ…
ପଟ୍ଟାଙ୍ଗି, ୧୧।୩(ଡି.ଏନ୍.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ୨୬ ନମ୍ବର ଜାତୀୟ ରାଜପଥଠାରୁ ସମ୍ବାଇ ପଞ୍ଚାୟତ ଅଭିମୁଖେ ଯାଇଥିବା ପ୍ରଧାନମନ୍ତ୍ରୀ ସଡ଼କ ରାସ୍ତା ଉପରୁ ତିନୋଟି…
ସମ୍ବଲପୁର, ୧୧।୩ (ବ୍ୟୁରୋ): ବିଭିନ୍ନ ଦାବିନେଇ ଓଡିଶା ରାଜ୍ୟ କେନ୍ଦୁପତ୍ର ସଂଘ ଡାକରାରେ ସମ୍ବଲପୁର କେନ୍ଦୁପତ୍ର କର୍ମଚାରୀ ସଂଘ ପକ୍ଷରୁ ୫ଟି ସ୍ଥାନରେ ବୁଧବାର ରାସ୍ତାରୋକୋ ହୋଇଛି…
ଓଡଗାଁ, ୧୧।୩(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡଗାଁ ଆଦର୍ଶ ଥାନା ଅନ୍ତର୍ଗତ ବାଉଁଶଗାଡ଼ିଆ ଲେଙ୍କାସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ନବବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର…
ଦିଗପହଣ୍ଡି,୧୧।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତ ବନମାଳୀ ଗ୍ରାମରେ ଜଣେ ବନ କର୍ମଚାରୀଙ୍କୁ ଠେଙ୍ଗାରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ ସମ୍ପୃକ୍ତ…
ଭୋଗରାଇ,୧୧।୩(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ରଣସିଙ୍ଗପୁର ଗ୍ରାମର ଏକ ବିବାହ ଭୋଜିରେ ଚା’ ପିଇ ବୁଧବାର ୧୧ ଜଣ ଗୁରୁତର ହୋଇଛନ୍ତି l ସେମାନଙ୍କୁ…
କୋଷାଗୁମୁଡ଼ା, ୧୧।୩(ଡି.ଏନ୍.ଏ.): ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ପଞ୍ଚାୟତ ରୁନିଗୁଡ଼ା ଗ୍ରାମର ଦୁଇ ନାବାଳିକାକା ଭଉଣୀଙ୍କର ଭାଷ୍କେଲ ନଦୀରେ ବୁଡ଼ି ମୃତ୍ୟୁ ଘଟିଛି। ସେମାନେ ହେଲେ ସମଦୁ ପୂଜାରୀ…
କୋଣାର୍କ, ୧୧।୩(ଡି.ଏନ୍.ଏ.): ପୁରୀ ଜିଲା କୋଣାର୍କ ଅର୍ବାନ ହାଟ ସମ୍ମୁଖରେ ବୁଧବାର ସକାଳେ ଏକ ଅଜଣା କାର ଧକ୍କାରେ ପର୍ଯ୍ୟଟକ ଗୁରୁତର ହୋଇଛନ୍ତି। ସେ ହେଲେ ରାକି…
ନୂଆଗାଁ, ୧୧।୩ (ଡି.ଏନ୍.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର କଇଁଆ ସାହିରେ ମଙ୍ଗଳବାର ସ୍ବାମୀଙ୍କ ଆକ୍ରମଣରେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ଗୁରୁତର ହେଲେ ଲକ୍ଷ୍ମୀ ନାୟକ।…