ଆମ ଜିଲା ଖବର

ନଦୀରେ ବୁଡି ୨ ନାବାଳିକା ଭଉଣୀ ମୃତ

କୋଷାଗୁମୁଡ଼ା, ୧୧।୩(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ପଞ୍ଚାୟତ ରୁନିଗୁଡ଼ା ଗ୍ରାମର ଦୁଇ ନାବାଳିକାକା ଭଉଣୀଙ୍କର ଭାଷ୍କେଲ ନଦୀରେ ବୁଡ଼ି ମୃତ୍ୟୁ ଘଟିଛି। ସେମାନେ ହେଲେ ସମଦୁ ପୂଜାରୀ…

7 years ago

ଝାଡ଼ଖଣ୍ଡରୁ ଆସିଥିବା ପର୍ଯ୍ୟଟକ ଅଜଣା ଗାଡ଼ି ଧକ୍କାରେ ଗୁରୁତର

କୋଣାର୍କ, ୧୧।୩(ଡି.ଏନ୍‌.ଏ.): ପୁରୀ ଜିଲା କୋଣାର୍କ ଅର୍ବାନ ହାଟ ସମ୍ମୁଖରେ ବୁଧବାର ସକାଳେ ଏକ ଅଜଣା କାର ଧକ୍କାରେ ପର୍ଯ୍ୟଟକ ଗୁରୁତର ହୋଇଛନ୍ତି। ସେ ହେଲେ ରାକି…

7 years ago

ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ସ୍ବାମୀ ଗିରଫ

ନୂଆଗାଁ, ୧୧।୩ (ଡି.ଏନ୍‌.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର କଇଁଆ ସାହିରେ ମଙ୍ଗଳବାର ସ୍ବାମୀଙ୍କ ଆକ୍ରମଣରେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ଗୁରୁତର ହେଲେ ଲକ୍ଷ୍ମୀ ନାୟକ।…

7 years ago

ଓଲଟିଲା ଛତିଶଗଡ଼ରୁ ଆସିଥିବା ତୀର୍ଥଯାତ୍ରୀ ବସ୍‌, ୩ ଗୁରୁତର

ନୂଆଗାଁ,୧୧।୩ (ଡି.ଏନ୍‌.ଏ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଡିମିରିଝରୀ ଗ୍ରାମ ନିକଟ ଖୋର୍ଦ୍ଧା- ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ତୀର୍ଥଯାତ୍ରୀ…

7 years ago

ଚାଉଳ, ଗହମ ହେର୍‌ଫେର ମାମଲା: ସରପଞ୍ଚଙ୍କ ଗିରଫ ପ୍ରତିବାଦରେ ଭାଜପାର ଶୋଭାଯାତ୍ରା, ଉପଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୧୦ା୩(ଡି.ଏନ.ଏ)- ଚାଉଳ ଓ ଗହମ ହେର୍‌ଫେର ମାମଲାରେ ପୋଲିସ ଭଞ୍ଜନଗର ବ୍ଲକ ମୁଜାଗଡ଼ ସରପଞ୍ଚ ଶିବଶଙ୍କର ପ୍ରଧାନଙ୍କୁ ରବିବାର ଗିରଫ କରି କୋର୍ଟଚାଲାଣ କରିଥିଲା। ଏହାର ପ୍ରତିବାଦରେ…

7 years ago

ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ମହାକାଳୀ ବେଶରେ ଦର୍ଶନ ଦେଲେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୧୦ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହୋଇଯାଇଛି। ହୋଲି ସତ୍ତ୍ୱେ ପୀଠରେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥିବା…

7 years ago

ଆଇନଜୀବୀଙ୍କୁ ମରଣାନ୍ତକ ଆକ୍ରମଣ

ତାଳଚେର, ୧୦ା୩(ନି.ପ୍ର.)- ତାଳଚେର ଓକିଲ ସଂଘର ପୂର୍ବତନ ସଭାପତି ଦୟସାଗର ମିଶ୍ରଙ୍କୁ କେତେଜଣ ଦୁର୍ବୁତ୍ତ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ତାଙ୍କ ମୁଣ୍ଡରେ…

7 years ago

ହୋଲିରେ ଅଘଟଣ: ଇନ୍ଦାବତୀରେ ଗାଧୋଇବା ବେଳେ ବୁଡ଼ିଯାଇ ଯୁବକ ମୃତ, ଅଳ୍ପକେ ବର୍ତ୍ତିଲେ ୩ ବନ୍ଧୁ

ନବରଙ୍ଗପୁର,୧୦।୩(ବି.ପ୍ର.): ନବରଙ୍ଗପୁର ସହର ଇନ୍ଦ୍ରାବତୀ ନଦୀରେ ବୁଡ଼ି ମଙ୍ଗଳବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଇଚ୍ଛାବତୀଗୁଡ଼ାର ଆଦିତ୍ୟ ନାୟକ(୨୫)। ହୋଲି ଖେଳ ସରିବା ପରେ…

7 years ago

ଘରୁ ରାଗି ଆସିବା କାଳ ହେଲା: ଦୁର୍ଘଟଣାରେ ଯୁବକ ମୃତ

ପରଜଙ୍ଗ, ୧୦ା୩(ଡି.ଏନ.ଏ.)- ଘରେ କୌଣସି କାରଣରୁ ପାଟିତୁଣ୍ଡ କରି ରାଗରେ ଏକ ବାଇକ୍ ଧରି ପଳାଇ ଆସୁଥିବା ବେଳେ ଗଛରେ ପିଟି ହୋଇ ଜଣେ ଯୁବକଙ୍କ ମୃତ୍ୟୁ…

7 years ago

ମଦ ଦୋକାନ ଆଗରେ ଗଣ୍ଡଗୋଳ: ଆକ୍ରମଣରେ ୨ ପୋଲିସ ଅଧିକାରୀ ସମେତ ୭ ଗୁରୁତର

ବାହାନଗା, ୧୦।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁରଠାରେ ଥିବା ଏକ ସରକାରୀ ମଦ ଦୋକାନ ଆଗରେ ମଙ୍ଗଳବାର ଅପରାହ୍ନରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଗଣ୍ଡଗୋଳରେ…

7 years ago