ଆମ ଜିଲା ଖବର

ଜଗତ୍‌ସିଂହପୁର ଜିଲା ଚିଠି: ସରିଯାଉଛି ଟୋକନ ଅବଧି, ସମସ୍ୟାରେ ପଡୁଛି ଚାଷୀ

ଓଡ଼ିଶାରେ ଚଳିତବର୍ଷ ପ୍ରଥମ ଥର ପାଇଁ ଟୋକନ୍‌ ମାଧ୍ୟମରେ ମଣ୍ଡିରୁ ଧାନ ଉଠୁଛି। ଏହାର ପ୍ରଭାବ ଜଗତ୍‌ସିଂହପୁର ଜିଲାର ଚାଷୀଙ୍କ ଉପରେ ବି ପଡିଛି। ଟୋକନ ବ୍ୟବସ୍ଥା…

7 years ago

ମହାପ୍ରଭୁଙ୍କ ଟଙ୍କାରେ ମଉଜ

ପୁରୀ ଅଫିସ, ୮।୩: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ ଜାରି କରିଛି କଟକଣା। ଏହି ବ୍ୟାଙ୍କର ଦୁର୍ବଳ ଆର୍ଥତ୍କ ସ୍ଥିତି ଯୋଗୁ…

7 years ago

ରାଜସ୍ବ ବିଭାଗରେ ମୋ’ ସରକାର ବିଫଳ: ବନ୍ଦ ହେଉନି ମେଶିନରେ ବାଲି ଉତ୍ତୋଳନ, ଜୀବିକା ହରାଉଛନ୍ତି ଶ୍ରମିକ

ଯାଜପୁର ଅଫିସ,୮।୩: ରାଜସ୍ବ ଓ ପ୍ରାକୃତିକ ବିପଯର୍ର୍‌ୟୟ ପରିଚାଳନା (ଆରଆଣ୍ଡଡିଏମ୍‌) ବିଭାଗ ଗତ ୨୬ତାରିଖଠାରୁ ମୋ’ସରକାର କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ ହୋଇଛି। ହେଲେ ଏଯାଏ ମୋ’ ସରକାର ଯୋଜନାର…

7 years ago

ନାରୀକୁ ଲୋଡ଼ା ସୁରକ୍ଷା

ଢେଙ୍କାନାଳ ଅଫିସ, ୮।୩ - ଶିଳ୍ପରେ ସମୃଦ୍ଧ। ଶିକ୍ଷାରେ ଅଗ୍ରଣୀ। ସ୍ବେଚ୍ଛାସେବୀଙ୍କ ପ୍ରମୁଖ କର୍ମସ୍ଥଳ। ସଚେତନତାର ଅଭାବ ନାହିଁ। ଏସବୁ ସତ୍ତ୍ୱେ ଢେଙ୍କାନାଳ ଜିଲାରେ କମୁନି ନାରୀ…

7 years ago

ନାରୀ ଜାଣିଛି ସାମର୍ଥ୍ୟ, ସୀମାରେଖା

ବଅଁରପାଳ,୮।୩- ସେ ସୃଷ୍ଟିର ଆଧାର। ପ୍ରକୃତିର ଅନନ୍ୟ ସୌନ୍ଦର୍ଯ୍ୟ। ସେ ମା’ ହୋଇ ଭବିଷ୍ୟତ ଗଢ଼ିପାରେ। ଆଶାର ଆଲୋକ ସାଜିପାରେ। ଭଉଣୀ ହୋଇ ସ୍ନେହ ଅଜାଡ଼ିଦେଇପାରେ। ସ୍ତ୍ରୀ…

7 years ago

ଯାଜପୁର ଜିଲା: ଶୀତଳ ଭଣ୍ଡାରକୁ ଭୁଲି ଯାଉଛନ୍ତି ନେତା, ଜିଲା ପରିଷଦ ବୈଠକରେ କୃଷିକୁ ଗୁରୁତ୍ୱ

ଯାଜପୁର ଅଫିସ,୮।୩: ବିଧାନସଭାର ଚଳିତ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆସନ୍ତା ୧୧ତାରିଖଠାରୁ ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟ ଗତ ୨୬ ତାରିଖରେ ଶେଷ ହୋଇଛି। ତେବେ…

7 years ago

ସରକାରୀ ଯୋଜନା ବାଟବଣା: ବିଧବା,ବୃଦ୍ଧାବୃଦ୍ଧଙ୍କୁ ମିଳୁନି ସାମାଜିକ ନିରାପତ୍ତା

ରସୁଲପୁର,୮।୩(ଡି.ଏନ୍‌.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ମାଳମାଳ ଯୋଜନା କରିଛନ୍ତି। ଏସବୁ ଯୋଜନାରୁ ଅଧିକାଂଶ ଗରୀବ, ଖଟିଖିଆ, ଦିନମଜୁରିଆଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ…

7 years ago

ଜେଲ ଓ୍ବାର୍ଡରଙ୍କୁ ଚାପିଦେଲା ହାଇଓ୍ବା

କାମାକ୍ଷାନଗର,୮।୩(ଡି.ଏନ.ଏ.) - ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରିଡ଼ାମାଳି ଛକରେ ଶନିବାର ମଧ୍ୟାହ୍ନରେ ଲୋମଟାଙ୍କୁରା ଦୁର୍ଘଟଣା ଘଟିଛି। ୫୩ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ନିୟୋଜିତ ଏକ…

7 years ago

ବାସନ ମାଜି ଚଳୁଛନ୍ତି ପୂର୍ବତନ ସରପଞ୍ଚ

ଆଠମଲ୍ଲିକ, ୮ା୩(ଡି.ଏନ.ଏ.) - ଦିନେ ଲୋକଙ୍କ ନିକଟରେ ସରକାରୀ ଯୋଜନା ପହଞ୍ଚାଇବା ସହ ସେମାନଙ୍କ ଅସୁବିଧାରେ ପାଖରେ ଛିଡା ହେଉଥିବା ଜଣେ ପୂର୍ବତନ ସରପଞ୍ଚ ଏବେ ଦି…

7 years ago

ସରକାରୀ ପ୍ଲଟରୁ ଜବରଦଖଲ ଉଚ୍ଛେଦ ଦାବିରେ ଧାରଣା

ରଣପୁର,୮ା୩(ସ୍ବ.ପ୍ର.): ଗୌରାଙ୍ଗପୁର ପ୍ରାଥମିକ କୃଷି ସମବାୟ ସମିତି ପଛପାଖରେ ଥିବା ୬୨/୬୯ନଂ. ସରକାରୀ ପ୍ଲଟରୁ ଜବରଦଖଲ ଉଚ୍ଛେଦ ଦାବିରେ ଶନିବାର ରଣପୁର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଗୌରାଙ୍ଗପୁରର…

7 years ago