ଆମ ଜିଲା ଖବର

ବଳାତ୍କାର କରି ଭିଡିଓ ଭାଇରାଲ କରିବା ଅଭିଯୋଗ: ଅଭିଯୁକ୍ତ ଗିରଫ

ଜଗନ୍ନାଥପ୍ରସାଦ, ୨୦।୧୧(ଡି.ଏନ୍‌.ଏ.): ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଜଣେ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର କରି ଭିଡିଓ ଭାଇରାଲ କରିଥିବା ଅଭିଯୋଗରେ ବୁଧବାର ଦୁଇଜଣ ନାବାଳକଙ୍କ ସମେତ ଅନ୍ୟ ଜଣେ…

6 years ago

ପାଓ୍ବାର ଚ୍ୟାନେଲ୍‌କୁ ଜଳ ଯୋଗାଣ ବନ୍ଦ: ବିଦ୍ୟୁତ୍‌ ଉତ୍ପାଦନ ଠପ୍‌, ଅନ୍ଧାରରେ ଅଞ୍ଚଳବାସୀ

କୋରାପୁଟ,୨୦।୧୧(ଡି.ଏନ୍‌.ଏ.): ଦାବି ପୂରଣ ନ ହେବାରୁ କୋରାପୁଟ ଜିଲା ଆଦିବାସୀ ସଂଘ ପକ୍ଷରୁ ବୁଧବାର ମାଛକୁଣ୍ଡ ବିଦ୍ୟୁତ୍‌ ପ୍ରକଳ୍ପ କାର୍ଯ୍ୟାଳୟ ଘେରାଉ କରାଯାଇଛି। ଲମତାପୁଟ ଗେଟ୍‌ ସହ…

6 years ago

ମୋବାଇଲ ବ୍ୟାଟେରୀ ଫାଟି ଦୁଇ ଭାଇ ଗୁରୁତର

ଖଲିକୋଟ,୨୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲିକୋଟ ବ୍ଲକ ଅନ୍ତର୍ଗତ ନାଇକାଣୀପଲ୍ଲୀ ଗ୍ରାମରେ ମୋବାଇଲ ବ୍ୟାଟେରୀ ଫାଟି ଦୁଇ ଭାଇ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର ବସନ୍ତ…

6 years ago

ରାତ୍ରିଭୋଜନ ଖାଇ ଆଶ୍ରମ ସ୍କୁଲ ଛାତ୍ରୀ ଅସୁସ୍ଥ

ନବରଙ୍ଗପୁର,୨୦।୧୧(ବି.ପ୍ର.): ନବରଙ୍ଗପୁର ଜିଲା ବେତାଳ ଆଶ୍ରମ ସ୍କୁଲ ଛ୍ରାତ୍ରୀନିବାସରେ ରାତ୍ରିଭୋଜନ କରି ୫ ଛାତ୍ରୀ ଅସୁସ୍ଥ ହୋଇଛନ୍ତି। ଗୁରୁତର ଅବସ୍ଥାରେ ସେମାନଙ୍କୁ ଜିଲା ସଦର ମହକୁମା ଡାକ୍ତରଖାନାରେ…

6 years ago

ସାତ ମାସ ହେଲା ମିଳିନି ଦରମା: ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶିକାଙ୍କୁ ବିରୋଧ; ସିଡିଏମ୍‌ଓ ଅଫିସରେ ତାଲା ପକାଇ ଧାରଣାରେ ବସିଲେ ଠିକା କର୍ମଚାରୀ

ପୁରୀ ଅଫିସ,୨୦।୧୧: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଶହେରୁ ଊର୍ଦ୍ଧ୍ୱ ଠିକା କର୍ମଚାରୀ ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତଙ୍କୁ ଡିଏଚ୍‌ଏଚ୍‌ରେ ବିରୋଧ କରିଛନ୍ତି। ବୁଧବାର ଅପରାହ୍ନରେ…

6 years ago

ଘରେ ଏକୁଟିଆ ପାଇ ମହିଳାଙ୍କୁ ବଳାତ୍କାର, ଅଭିଯୁକ୍ତକୁ ଗିରଫ କଲା ଦୈତାରୀ ଥାନା ପୋଲିସ

କେନ୍ଦୁଝର,୨୦।୧୧(ସ୍ବ.ପ୍ର.): ଜଣେ ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଦୈତାରୀ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ସେ ହେଲେ ସିକନ ପିଙ୍ଗୁଆ। ପୋଲିସ ଅଭିଯୋଗ ଆଧାରରେ…

6 years ago

ଶୌଚ ହେବାକୁ ଯାଇ ପୋଖରୀରେ ବୁଡ଼ିଗଲେ, ବୃଦ୍ଧ ମୃତ

କଣ୍ଟାପଡ଼ା,୨୦।୧୧(ଡି.ଏନ୍‌.ଏ.): କଟକ ଜିଲା ଓଲଟପୁର ଥାନା ଅନ୍ତର୍ଗତ ବରାହୀପୁର ଗ୍ରାମରେ ବୁଧବାର ପୋଖରୀରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରାଜୀବ ନାୟକ(୬୦)। ରାଜୀବ…

6 years ago

ଟୋକନ ବିବାଦ: ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲେ ଚାଷୀ

ବରଗଡ଼ ଅଫିସ,୨୦।୧୧: ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ଆରମ୍ଭ ହୋଇଥିବା ଟୋକନ ବ୍ୟବସ୍ଥାକୁ ନେଇ ବିରୋଧ ବଢିବାରେ ଲାଗିଛି। ବୁଧବାର ବରଗଡ ବ୍ଲକ ଅନ୍ତର୍ଗତ କଟାପାଲି…

6 years ago

ଓଲଟିଲା ଆଳୁ ବୋଝେଇ ଟ୍ରକ୍‌

ପାଟଣା, ୨୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ୪୯ ନଂ. ଜାତୀୟ ରାଜପଥର ହାତୀବାରି ନିକଟରେ ଏକ ୧୪ ଚକିଆ ଆଳୁ ବୋଝେଇ ଟ୍ରକ୍‌…

6 years ago

ରେଳଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଛେଣ୍ଡିପଦା,୨୦।୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ତୁକୁଗ୍ରାମ ରେଳଧାରଣାରୁ ବୁଧବାର ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ କୁଣ୍ଢେଇଗୁଳା ଥାନା ସୁରୁଙ୍ଗିପାଳ ଗାଁର ଟୁଲୁ…

6 years ago