ଆମ ଜିଲା ଖବର

ଭଙ୍ଗାଚାଳିଆରେ ବିତୁଛି ଦିନ

ରାଇସୁଆଁ, ୨୦।୧(ଡି.ଏନ.ଏ.)-ସରକାର ଗରିବ ନିରାଶ୍ରୟଙ୍କ ଥଇଥାନ ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ବିଜୁପକ୍କା ଘର ଆଦି ଯୋଜନା କରିଛନ୍ତି। ମାତ୍ର କେନ୍ଦୁଝର ଜିଲା ସଦର ଅଞ୍ଚଳରେ ଏହାର…

6 years ago

୧ ଲକ୍ଷ ଶିଶୁଙ୍କୁ ପୋଲିଓ ପ୍ରତିଷେଧକ

ଅନୁଗୋଳ ଅଫିସ, ୨୦।୧: ଅନୁଗୋଳ ଜିଲାରେ ରବିବାରଠାରୁ ପଲ୍‌ସ ପୋଲିଓ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ୩ ଦିନ ଧରି ହେବାକୁ ଥିବା ଏହି କାର୍ଯ୍ୟକ୍ରମର ପ୍ରଥମ ଦିନରେ ଜିଲାରେ…

6 years ago

ଅବ୍ୟବସ୍ଥାରେ ମାର୍ଦ୍ଦିପଙ୍କା ପ୍ରାଥମିକ ବିଦ୍ୟାଳୟ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ, ୨୦।୧(ଡି.ଏନ୍‌.ଏ.)-ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ତଥା ମାଓବାଦୀ ପ୍ରବଣ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଛି। ଛାତ୍ରୀଛାତ୍ରଙ୍କୁ ଅତି ନିମ୍ନମାନର ଖାଦ୍ୟ ଦିଆଯାଉଛି। ବିଭାଗୀୟ ଅଧିକାରୀ ପରିଦର୍ଶନରେ…

6 years ago

ଫିରିଙ୍ଗିଆରେ ଯବାନ-ମାଓବାଦୀ ଗୁଳି ବିିନିମୟ: ଖସି ଗଲେ ମାଓବାଦୀ ନେତା ମମତା, ସୁକ୍ରୁ, ବଣ୍ଟି

ଫୁଲବାଣୀ ଅଫିସ, ୨୦ା୧- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସୁମରବନ୍ଧ ଅଞ୍ଚଳରେ ମାଓବାଦୀମାନେ ସକ୍ରିୟ ରହିଛନ୍ତି। ଅଡନସୁଗା, ସାଉଲପଡା-ଲଦାପଦର ରାସ୍ତା ଓଡାବାଲି ଜଙ୍ଗଲରେ ଏସ୍‌ଓଜି ଯବାନ ଏବଂ…

6 years ago

କାର୍ଯ୍ୟକାରୀ ହୋଇନି ଯୋଗାଣ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଛତ୍ରପୁର,୨୦ା୧(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଧାନ ମଣ୍ଡି ସବୁ ସ୍ଥାନରେ ଖୋଲି ନ ଥିବା ଏବଂ ବିଭାଗୀୟ ପଦାଧିକାରୀମାନଙ୍କ ଦ୍ୱାରା ଧାନ କିଣାରେ ଅନିୟମିତତା ହେଉଥିବା ନେଇ ଋଷିକୁଲ୍ୟା ରୟତ…

6 years ago

ପିଠିରେ ବଢୁଛି ମାଂସପିଣ୍ଡୁଳା

ରାଇସୁଆଁ, ୨୦।୧(ଡି.ଏନ.ଏ.)-ସରକାର ଗରିବ ଅସହାୟଙ୍କ ଚିକିତ୍ସା ପାଇଁ ମାଗଣା ଯୋଜନା କରି ଚାଲିଛନ୍ତି। ମାତ୍ର ପ୍ରଶାସନିକ ସ୍ତରରେ ଆନ୍ତରିକତାର ଅଭାବ ଯୋଗୁଁ ବହୁ ଗରିବ ଏହି ଯୋଜନାରୁ…

6 years ago

ଚିଲିକାରେ ଗଣା ହେଲେ ଡଲଫିନ୍‌

ବ୍ରହ୍ମଗିରି,୨୦।୧(ଡି.ଏନ.ଏ): ଚଳିତବର୍ଷ ଚିଲିକାର ବାହ୍ୟନାଳି ଅଞ୍ଚଳରେ ରବିବାର ଡଲ୍‌ଫିନ ଗଣନା କରାଯାଇଛି। ବନ ବିଭାଗ, ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ, ଡବ୍ଲୁଡବ୍ଲୁଏଫ, ଓୟୁଏଟିର ଫରେଷ୍ଟ ବିଭାଗର ଛାତ୍ର, ଆଞ୍ଚଳିକ…

6 years ago

ଜେଲରେ ପ୍ରେମୀ ଯୁଗଳଙ୍କ ବିବାହ

ଠାକୁରମୁଣ୍ଡା,୨୦ା୧(ଡି.ଏନ୍‌.ଏ.)- ଜେଲରେ ହେଲା ପ୍ରେମୀ ଯୁଗଳଙ୍କ ବିବାହ। ପ୍ରେମିକାଙ୍କୁ ବରଣମାଳା ଦେଇ ଜୀବନସାଥୀର ସ୍ବୀକୃତି ଦେଲେ ବଳାତ୍କାର ଅଭିଯୁକ୍ତ ପ୍ରେମିକ। ମୟୂରଭଞ୍ଜ ଜିଲା କରଞ୍ଜିଆ ଜେଲରେ ଶୁକ୍ରବାର…

6 years ago

ସ୍ବାମୀଙ୍କ ଛୁରାମାଡ଼ରେ ସ୍ତ୍ରୀ ମୃତ

ଖଲ୍ଲିକୋଟ,୨୦ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ପଥରା ପଞ୍ଚାୟତର କଣ୍ଡରାପଡ଼ା ଗ୍ରାମରେ ରବିବାର ସ୍ବାମୀଙ୍କ ଛୁରାମାଡ଼ରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କଣ୍ଡରାପଡ଼ା ଗ୍ରାମର ସେରନ୍ତୀ…

6 years ago

କ୍ଷୁଦ୍ର ଜଳବିଦ୍ୟୁତ୍‌ ପ୍ରକଳ୍ପକୁ ନେଇ ଏନ୍‌ଜିଟିରେ ମାମଲା: ତଦନ୍ତ ରିପୋର୍ଟ ମାଗିଲେ ଟ୍ରିବ୍ୟୁନାଲ

କଟକ ଅଫିସ,୨୦।୧: କୋରାପୁଟ ଜିଲା ଡୁମୋଜୋରି ନିକଟରେ ନିର୍ମାଣ ଚାଲିଥିବା କ୍ଷୁଦ୍ର ଜଳବିଦ୍ୟୁତ୍‌ ପ୍ରକଳ୍ପକୁ ନେଇ ଏନ୍‌ଜିଟିରେ ମାମଲା ରୁଜୁ ହୋଇଛି। ମାମଲାର ଶୁଣାଣି କରି ଏନ୍‌ଜିଟିଙ୍କ…

6 years ago