ଆମ ଜିଲା ଖବର

ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ: ୧୦୦ରୁ ଊର୍ଦ୍ଧ୍ୱ ବାଇକ୍‌ ଜବତ

ମାଲକାନଗିରି,୧ା୪(ଡି.ଏନ୍‌.ଏ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା ଯୋଗୁ ସରକାରଙ୍କ ସମେତ ପୋଲିସ ଓ ପ୍ରଶାସନର ଚିନ୍ତା ବଢ଼ୁଛି। ହେଲେ ଏଭଳି ପରିସ୍ଥିତିରେ ମଧ୍ୟ ଲୋକେ ସଚେତନ…

7 years ago

ପୋଖରୀରେ ବୁଡି ଜଣେ ମୃତ

ବ୍ରହ୍ମପୁର ଅଫିସ,୧।୪- ପୋଖରୀରେ ବୁଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗୋଇଲୁଣ୍ଡିର ଜିତେନ୍ଦ୍ର ମହାପାତ୍ର (୪୧)। ବୁଧବାର ମେଡିକାଲ ଫାଣ୍ଡି ପୋଲିସ ମୃତଦେହ ଜବତ…

7 years ago

ସହଯୋଗର ହାତ ବଢାଉଛନ୍ତି ସ୍ବେଚ୍ଛାସେବୀ

ରାଇକିଆ,୧ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ପରେ ବାହାରୁ ଆସି ରାଇକିଆ ବ୍ଲକରେ ଅଟକି ଯାଇଥିବା ଶ୍ରମିକଙ୍କ ଚିନ୍ତା ବଢ଼ିଛି। କାମ ବନ୍ଦ ପରେ ଗଜପତିରୁ ଆସିଥିବା ଶ୍ରମିକ ଗଁାକୁ ଫେରି…

7 years ago

ଲକ୍‌ଡାଉନରେ ପିଲାଙ୍କୁ ଶିଖାଯାଉଛି ଯୋଗ

ଚୌଦ୍ୱାର,୧ା୪(ଡି.ଏନ୍‌.ଏ): ଭୟାବହ କରୋନାକୁ ପ୍ରତିହତ କରିବା ପାଇଁ ସମଗ୍ର ଦେଶରେ ଲାଗୁ ହୋଇଛି ୨୧ ଦିନିଆ ଲକ୍‌ଡାଉନ। ଏହାକୁ ସମର୍ଥନ କରି ଜନସାଧାରଣ ନିଜ ନିଜ ଘରେ…

7 years ago

ରାଜ୍ୟରେ ଚତୁର୍ଥ କରୋନା ରୋଗୀ ଚିହ୍ନଟ ପରେ ମାଲକାନଗିରି ଜିଲା ପ୍ରଶାସନର ତତ୍ପରତା

ମାଲକାନଗିରି,୧ା୪(ଡି.ଏନ୍‌.ଏ.): ରାଜ୍ୟରେ ମଙ୍ଗଳବାର କରୋନା ଭାଇରସ୍‌ରେ ପୀଡ଼ିତ ଚତୁର୍ଥ ରୋଗୀ ଚିହ୍ନଟ ପରେ ମାଲକାନଗିରି ଜିଲାରେ ଏହାର ପ୍ରଭାବ ପଡ଼ିଛି। କାରଣ ଜିଲାରୁ ଅଧିକାଂଶ ଶ୍ରମିକ ରାଜ୍ୟ…

7 years ago

ସମ୍ବଲପୁର-ସୋନପୁର ସୀମାକୁ ସିଲ୍‌ କଲା ଧମା ପୋଲିସ

ଧମା, ୧।୪ (ଡି.ଏନ.ଏ.)-ରାଜ୍ୟ ସରକାରଙ୍କ କୋଭିଡ- ୧୯ ସୁରକ୍ଷା କଡାକଡିକୁ ନେଇ କରାଯାଇଥିବା ନିଷ୍ପତ୍ତି ପରେ ସମସ୍ତ ରାଜ୍ୟ ଓ ଜିଲା ସୀମାକୁ ସିଲ କରାଯାଇଛି ।…

7 years ago

କରୋନା ସନ୍ଦେହ: ସୁରାଟ ଫେରନ୍ତା ଏମ୍‌କେସିଜିରେ ଭର୍ତ୍ତି

ବ୍ରହ୍ମପୁର ଅଫିସ,୧ା୪- କରୋନା ମୁକାବିଲା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ କଟକଣା ଜାରି ହୋଇଛି। ଅନ୍ୟପଟେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି।…

7 years ago

ଚଢ଼ା ଦରରେ ସାମଗ୍ରୀ ବିକି ୨୭ ବ୍ୟବସାୟୀ ଗିରଫ

ଝାରସୁଗୁଡା ଅଫିସ,୧ା୪-ଝାରସୁଗୁଡା ସହର ଶୁକର ବଜାର ଡେଲି ମାର୍କେଟରେ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ଚଢ଼ା ଦରରେ ବିକ୍ରୟ କରୁଥିବା ଅଭିଯୋଗ ହେବା ପରେ ପ୍ରଶାସନ ବୁଧବାର ଏଠାରେ…

7 years ago

କୋଭିଡ୍‌ ଫଣ୍ଡକୁ ୪୯ ହଜାର ଦେଲେ ଶେରଗଡ ବିଡିଓ

ଶେରଗଡ,୧ା୪(ଡି.ଏନ୍‌.ଏ.)- କରୋନା ମୁକାବିଲା ପାଇଁ ଶେରଗଡ଼ ବିଡିଓ ସୁରଞ୍ଜନ କୁମାର ସାହୁ ୪୯ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ (କୋଭିଡ୍‌ ଫଣ୍ଡ)କୁ ପ୍ରଦାନ କରିଛନ୍ତି। ଅନ୍‌ଲାଇନ୍‌…

7 years ago

ପ୍ରବେଶ ପଥରେ ବାରିକେଡ ପକାଇଲେ ଗ୍ରାମବାସୀ

ଶେରଗଡ,୧ା୪(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକର ୯୫ ଗ୍ରାମରେ ଲକ୍‌ଡାଉନ୍‌କୁ କଡାକଡି ଭାବେ ପାଳନ କରାଯାଉଛି। ବିଶେଷ କରି ୨୨ ପଞ୍ଚାୟତରେ ଥିବା ମୁଖ୍ୟ ଗ୍ରାମ ଗୁଡିକ ଖାଁ ଖାଁ…

7 years ago