ଆମ ଜିଲା ଖବର

ଉଦ୍‌ଯାପିତ ହେଲା ବୋଇତ ବନ୍ଦାଣ ଉତ୍ସବ: ଅଭିନେତ୍ରୀ, କଣ୍ଠଶିଳ୍ପୀ ସାଜିଲେ ଆକର୍ଷଣ

ନୟାଗଡ଼ ଅଫିସ,୧୩।୧୧-ନୟାଗଡ଼ ପୁରୁଣା ସହର ସାଗର ପୁଷ୍କରିଣୀଠାରେ ୮ ତାରିଖଠାରୁ ଚାଲି ଆସୁଥିବା ନୟାଗଡ଼ ବୋଇତ ବନ୍ଦାଣ ଉତ୍ସବ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ୫ ଦିନ ଧରି…

6 years ago

ଲୋକ ମହୋତ୍ସବ ପାଇଁ ଟେରାକୋଟା ସାମଗ୍ରୀ ପ୍ରସ୍ତୁତି ଆରମ୍ଭ: ତିଆରି ହେଉଛି ୮୬ ପ୍ରକାର ସାମଗ୍ରୀ

ନବରଙ୍ଗପୁର,୧୩।୧୧(ବି.ପ୍ର.)-ମାଟି ହେଉଛି ମାଆ ା ମାଟିକୁ ବ୍ୟବହାର କରି ଜୀବିକା ଅର୍ଜନ କରି ଆସୁଛନ୍ତିି ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ତଣ୍ଡାଗୁଡା ଗାଁର ୮୪ ପରିବାର ା…

6 years ago

ମହୋତ୍ସବ ଦ୍ୱିତୀୟ ଦିବସ ଚିଲିକାରେ ଭାସିଲା ସାଧବ ପୁଅଙ୍କ ବୋଇତ

ବାଲୁଗାଁ,୧୩ା୧୧(ଡି.ଏନ.ଏ.): ଚିଲିକାର ଐତିହ୍ୟ ଓ ନୌବାଣିଜ୍ୟ ପରମ୍ପରା ଉଜ୍ଜୀବିତ ଉଦ୍ଦେଶ୍ୟରେ ମଙ୍ଗଳବାର ବାଲୁଗାଁ ଚିଲିକା ତଟଦେଶରେ ପାରମ୍ପରିକ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ା ପ୍ରତ୍ୟୁଷରୁ…

6 years ago

ଅଜଣା ଜନ୍ତୁ ଆକ୍ରମଣରେ ୨୫ମେଣ୍ଢା ମୃତ

ଅମରପାଲି, ୧୩।୧୧ (ଡି.ଏନ.ଏ.)-ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବାଗବର ପଞ୍ଚାୟତ ଅନ୍ତର୍ଗତ କୁମୁରସିଂହା ଗ୍ରାମରେ ସୋମବାର ରାତିରେ ଅଜଣା ଜନ୍ତୁ ଆକ୍ରମଣରେ ୨୫ଟି ମେଣ୍ଢାଙ୍କର ମୃତ୍ୟୁ ହୋଇଛି।…

6 years ago

ଏକ ଦିବସୀୟ ଫୁଟବଲ୍‌: ନିମେଇସାପୁର ଚାମ୍ପିୟନ

ବିରିଡ଼ି/ବାଲିଆ,୧୩ା୧୧(ଡି.ଏନ.ଏ): ବିରିଡି ବ୍ଲକ ୨୨ମୌଜା ମଇଁନ୍ଦିପୁର-କମଳପୁର ଯୁବକ ସଂଘ ଆନୁକୂଲ୍ୟରେ ୩୭ତମ ଏକଦିବସୀୟ ଫୁଟବଲ ଟୁର୍ନାମେଣ୍ଟ ସ୍ଥାନୀୟ ବୈଦ୍ୟନାଥ କ୍ରୀଡ଼ା ସଂସଦ ଖେଳପଡିଆରେ ମଙ୍ଗଳବାର ଅନୁଷ୍ଠିତ ହୋଇଛି।…

6 years ago

ରାଜ୍ୟସ୍ତରୀୟ ନୌଚାଳନା ପ୍ରତିଯୋଗିତା: ଅଭି-କିଶୋର ଯୋଡି ପ୍ରଥମ

ସୋନପୁର,୧୩।୧୧(ନି.ପ୍ର.)-କାର୍ତ୍ତିକ ପୂର୍ଣ୍ଣିମା ଉପଲକ୍ଷେ ସୋନପୁର ସହର ନିକଟସ୍ଥ ମହାନଦୀର ଲଙ୍କେଶ୍ୱରୀ ଗଣ୍ଡ ନିକଟରେ ରାଜ୍ୟସ୍ତରୀୟ ନୌକାଚାଳନା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୪୮ଟି ଦଳ ଭାଗ…

6 years ago

ଦେଶର ୧ନଂ. ବନ୍ଦର ହେବ ପାରାଦୀପ

ପାରାଦୀପ,୧୩ା୧୧(ସ୍ବ.ପ୍ର.): ପାରାଦୀପ ବନ୍ଦର ଏବେ ନୂତନ ପ୍ରଯୁକ୍ତି ବିଦ୍ୟା ଓ ବୈଷୟିକ ବ୍ୟବସ୍ଥା ଆପଣାଇଛି। ଏପରି ପରିବର୍ତ୍ତନରେ ପଣ୍ୟ କାରବାର ପ୍ରକ୍ରିୟା ତ୍ୱରାନ୍ବିତ ହେଲାଣି। ଗତ ୫…

6 years ago

ତ୍ରିବେଣୀ ସଙ୍ଗମ ଆରତୀରେ ସ୍ବଚ୍ଛତାର ବାର୍ତ୍ତା

ସୋନପୁର,୧୩।୧୧(ନି.ପ୍ର.)-ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ସୁବର୍ଣ୍ଣପୁରର ପ୍ରାଚୀନ ଶୈବପୀଠ ରାମେଶ୍ୱର ତ୍ରିବେଣୀ ସଙ୍ଗମ ତଥା ସ୍ବର୍ଣ୍ଣ ପ୍ରୟାଗଠାରେ ୬ଷ୍ଠ ବର୍ଷ ତ୍ରିବେଣୀ ସଙ୍ଗମ ଆରତୀ ମହାସମାରୋହରେ ପାଳିତ…

6 years ago

ଭତା, ଆବାସ ଯୋଜନାରୁ ବଁଚିତ: ଭିଖ୍‌ ମାଗି ପେଟ୍‌ ପାଲୁଛନ୍‌ ସୂର୍ଯ୍ୟକାନ୍ତି

ପର୍ଲା,୧୩।୧୧(ଡି.ଏନ.ଏ.)-କଳାହାଣ୍ଡି ଜିଲା ଦଣ୍ଡପାଟ ଅଂଚଳର ଅନେକ ଗରିବ୍‌ ଦୁଖି ଭଲ ଘରଖେଁ ଅଭାବୁ ବଡ଼ା ଗୁଲଗୁଲା ହେଇ ଜୀବନ ବିତଉଛନ୍‌। କିଏ ଝାଟି ମାଟି ଘରେ ତ…

6 years ago

କଳିଙ୍ଗ ବାଲିଯାତ୍ରାର ୨ୟ ସନ୍ଧ୍ୟା: ଦର୍ଶକଙ୍କୁ ଆକୃଷ୍ଟକଲା ଇଲିୟାନା ସିସ୍ତାରିସ୍ତଙ୍କ ନୃତ୍ୟ

ପାରାଦୀପ,୧୩ା୧୧(ସ୍ବ.ପ୍ର.): ପାରାଦୀପ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ମଙ୍ଗଳବାର ୨ୟ ଦିନରେ ପହଞ୍ଚତ୍ଛି। ଏଥିରେ ବାତ୍ୟା ବୁଲ୍‌ବୁଲ୍‌ର ପ୍ରଭାବ ଦେଖିବାକୁ ମିଳିଛି। ବାତ୍ୟାରେ ଭୁଶୁଡ଼ି ପଡ଼ିଥିବା ଷ୍ଟଲଗୁଡ଼ିକର ପୁନରୁଦ୍ଧାର…

6 years ago