ଆମ ଜିଲା ଖବର

୨ ନକଲି ପରୀକ୍ଷାର୍ଥୀ ଗିରଫ: ୧୪ ଜଣ ଏକ୍ସପେଲ୍‌

ନୟାଗଡ଼ ଅଫିସ/ରଣପୁର,୨୭ା୨(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକର ଏକ ମାଟ୍ରିକ ପରୀକ୍ଷା କେନ୍ଦ୍ରରୁ ବୁଧବାର ୨ ନକଲି ପରୀକ୍ଷାର୍ଥୀ ଗିରଫ ହୋଇଛନ୍ତି। ଏହାସହ ୧୪ ଜଣ ଏକ୍ସପେଲ୍‌…

7 years ago

ଋଣ ଦେବା ନାମରେ ୨୩ଲକ୍ଷ ଠକେଇ: ଧାରଣା ଦେଲେ ସଂଯୋଜକ

ଖଇରା, ୨୬।୨(ଡି.ଏନ.ଏ.): ଋଣ ଯୋଗାଇ ଦେବାର ପ୍ରଲୋଭନ ଦେଖାଇ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥା ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡ ଅଞ୍ଚଳର ଲୋକଙ୍କଠାରୁ…

7 years ago

ମହିଳାଙ୍କୁ ହତ୍ୟା ଧମକ

ଗୋପାଳପୁର,୨୬ା୨: କାନ୍ଥକୁ ନେଇ ଦୁଇ ପଡ଼ୋଶୀଙ୍କ ମଧ୍ୟରେ ପାଟିତୁଣ୍ଡ ପରେ ଜଣେ ମହିଳାଙ୍କୁ ଗାଳିଗୁଲଜ ଓ ହତ୍ୟା ଧମକ ଦେଇଥିବା ଗୋପାଳପୁର ଥାନାରେ ବୁଧବାର ଅଭିଯୋଗ ହୋଇଛି।…

7 years ago

ଗଣିତରେ କପି କରି ଧରାପଡ଼ିଲେ ୨୮ ପରୀକ୍ଷାର୍ଥୀ

ଢେଙ୍କାନାଳ ଅଫିସ, ୨୬ା୨: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରିଚାଳିତ ମାଟ୍ରିକ ପରୀକ୍ଷାରେ ବୁଧବାର ଗଣିତ ବିଷୟରେ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ଢେଙ୍କାନାଳ ଜିଲାରେ ୨୮ ଜଣ…

7 years ago

ବେପରୁଆ ଗାଡି ଚାଳକଙ୍କୁ ଧରି ଥାନା ଜିମାଦେଲେ ଲୋକେ

ଲାଠୋର, ୨୬ା୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲାଠୋର ଥାନା ସଦର ଗ୍ରାମ ଲାଠୋରରେ ବୁଧବାର ବେପରୁଆ ଗାଡି ଚାଳନା କରୁଥିବା ଜଣେ ଚାଳକଙ୍କୁ ଆମ୍ବେଦକର କଲୋନୀର ଯୁବକମାନେ ଧରି…

7 years ago

ମଦବିରୋଧୀ ସ୍ଲୋଗାନ ଦେଇ ଗାଁ ବୁଲିଲେ

ବନ୍ତ,୨୬।୨(ଡି.ଏନ.ଏ./ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଛୟାଳସିଂ ପଞ୍ଚାୟତ ଅଧୀନ ମଙ୍ଗୁଲି ଗ୍ରାମର ସମସ୍ତ ମହିଳା ମହାସଂଘର ସଭାନେତ୍ରୀ, ସମ୍ପାଦକଙ୍କ ସମେତ ସଦସ୍ୟ ବୁଧବାର ମଦବିରୋଧୀ ବିଭିନ୍ନ…

7 years ago

କରୋନା ସଚେତନ ଲାଗି ସାଇକେଲ୍‌ରେ ଭୁବନେଶ୍ବର-ପୁରୀ

ସାକ୍ଷୀଗୋପାଳ,୨୬।୨(ଡି.ଏନ୍‌.ଏ): ସୁସ୍ଥ ସମାଜ ଗଠନ ଲାଗି ସଚେତନତା ଅଭିଯାନରେ ସାଇକେଲ୍‌ରେ ଭୁବନେଶ୍ବର ପୁରୀ ବାହାରିଥିବା ଫିଟ୍‌ ଇଣ୍ଡିଆ ସିଇକ୍ଲୋଥନ ଟିମ୍‌ର ଯୁବକମାନଙ୍କୁ ବୁଧବାର ସାକ୍ଷୀଗୋପାଳ ମନ୍ଦିରରେ ସ୍ବାଗତ…

7 years ago

ଯୁବ ବିକାଶ ପରିଷଦ ପକ୍ଷରୁ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ଘେରାଉ

ରାୟଗଡ଼ା ଅଫିସ,୨୬।୨: ରାୟଗଡ଼ା ଯୁବ ବିକାଶ ପରିଷଦ ପକ୍ଷରୁ ବୁଧବାର ରାୟଗଡ଼ା ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ଘେରାଉ କରାଯାଇଛି । ରାୟଗଡ଼ାବାସୀଙ୍କ ସୁରକ୍ଷା ନିମନ୍ତେ ଦୀର୍ଘ ବର୍ଷ…

7 years ago

ରାସ୍ତାରେ ଫାଟିଲା ସାଇକେଲ୍‌ ଚକା: ବିଳମ୍ବରେ ପହଞ୍ଚିବାରୁ ମାଟ୍ରିକ୍‌ ପରୀକ୍ଷା ଦେଇପାରିଲେନି ଛାତ୍ର

ଅମରପାଲି,୨୬।୨(ଡି.ଏନ୍‌.ଏ.): ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାରେ ସାମାନ୍ୟ ବିଳମ୍ବ ହେବାରୁ ଜଣେ ଛାତ୍ର ମାଟ୍ରିକ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ସୁବର୍ଣ୍ଣପୁର…

7 years ago

ଗଣିତରେ କପି କରି ଧରାପଡ଼ିଲେ ୬ ପରୀକ୍ଷାର୍ଥୀ

ହାଟଡିହୀ,୨୬।୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ଚଳିତବର୍ଷ ୧୩ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଚାଲୁରହିଛି। ବୁଧବାର ଗଣିତ ପରୀକ୍ଷାରେ କପି କରି କେନ୍ଦୁଝର ଓ ବାଲେଶ୍ୱର ସ୍କ୍ବାଡ…

7 years ago