ଆମ ଜିଲା ଖବର

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ନ ରହିବାରୁ ଥାନାରେ ମାମଲା

ହିଞ୍ଜିଳିକାଟୁ,୨୪ା୩(ଡି.ଏନ୍‌.ଏ.)- ରାଜ୍ୟ ସରକାର କରୋନାକୁ ନେଇ ଗାଇଡ୍‌ଲାଇନ ଜାରି କରିଛନ୍ତି। ଏହାକୁ ଅବମାନନା କରିବା ଅଭିଯୋଗରେ ଜଣେ ବିଦେଶ ଫେରନ୍ତା ଯୁବକଙ୍କ ବିରୋଧରେ ହିଞ୍ଜିଳିକାଟୁ ତହସିଲଦାର ମଙ୍ଗଳବାର…

7 years ago

କରୋନା ଭୟ: ବିଦେଶୀ ପର୍ଯ୍ୟଟକ ଦେଖି ପାଟିତୁଣ୍ଡ କଲେ ଲୋକେ, ଜଙ୍ଗଲରୁ ଉଦ୍ଧାର

ଠାକୁରମୁଣ୍ଡା,୨୪ା୩(ଡ଼ି.ଏନ୍‌.ଏ.)- ଇସ୍ରାଏଲରୁ ଭ୍ରମଣ ଉଦ୍ଦେଶ୍ୟରେ ଆସିଥିବା ଜଣେ ପର୍ଯ୍ୟଟକଙ୍କୁ ମଙ୍ଗଳବାର ଅପରାହ୍ନରେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅଞ୍ଚଳରୁ ପୋଲିସ ଉଦ୍ଧାର କରିଛି। ସେ ଏକ ବାଇକ୍‌ରେ କେତେକ…

7 years ago

ଅହମ୍ମଦାବାଦ୍‌ରେ ଫସି ରହିଛନ୍ତି ୬୧ ଓଡିଆ ତୀର୍ଥଯାତ୍ରୀ: ଫେରାଇ ଆଣିବାକୁ ନିବେଦନ

ଖଇରା, ୨୪।୩(ଡି.ଏନ.ଏ.)-ବାଲେଶ୍ୱର ଜିଲାର ଖଇରା ତଥା ପଡୋଶୀ ଆଗରପଡା, ସୋର, ବାହାନଗା ଏବଂ ଔପଦା ଅଞ୍ଚଳରୁ ତୀର୍ଥଯାତ୍ରାରେ ଯାଇଥିବା ୬୧ଯାତ୍ରୀ ଗୁଜୁରାଟର ଅହମ୍ମଦାବାଦରେ ଫସି ରହିଛନ୍ତି ।…

7 years ago

କରୋନା କଟକଣା: ରୂପ୍‌ସା ଝୋଟ କାରଖାନା ବନ୍ଦ

ରୂପ୍‌ସା, ୨୪।୩(ଡି.ଏନ.ଏ.)-କରୋନା କଟକଣା ପରିପ୍ରେକ୍ଷୀରେ ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ରୂପସାସ୍ଥିତ ଜୟକିଶନ ଦାସ ମଲ ଝୋଟ କାରଖାନାକୁ ମଙ୍ଗଳବାରଠାରୁ ବନ୍ଦ ରଖାଯାଇଛି। କାରଖାନା ଜେନେରାଲ…

7 years ago

ଲକ୍‌ଡାଉନ୍‌ ନିୟମ ନମାନିବାରୁ ଦଣ୍ଡ: ଖୋର୍ଦ୍ଧାରେ ୩୬ ଗାଡ଼ି ଜବତ

ଖୋର୍ଦ୍ଧା ଅଫିସ,୨୪।୩: କୋଭିଡ-୧୯ ସହ ମୁକାବିଲା ନିମନ୍ତେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସମସ୍ତ ଜିଲାକୁ ସମ୍ପୂର୍ଣ୍ଣ ତାଲା ବନ୍ଦ ବା ଲକ୍‌ଡାଉନ୍‌…

7 years ago

ଅଭିନବ ଉପାୟରେ ସଚେତନ କଲେ ଏସ୍‌ଡିପିଓ

ଦାରିଙ୍ଗବାଡ଼ି,୨୪।୩(ଡି.ଏନ.ଏ.)- କରୋନା ଭୂତାଣରୁ ରକ୍ଷା ପାଇଁ ଜିଲାରେ ୧୪୪ ଧାରା ବଳବତ୍ତର ରହିଥିବା ବେଳେ ମଙ୍ଗଳବାରଠାରୁ ଜିଲା ଲକ୍‌ଡାଉନ ଘୋଷଣା କରାଯାଇଛି। ସମସ୍ତେ ଘରେ ରହିବା ଏବଂ…

7 years ago

ଲକଡାଉନକୁ ନ ମାନି ବିବାହ ପାର୍ଟିରେ ଏକତ୍ରିତ: ୩ ଗିରଫ

କଣ୍ଟାପଡା,୨୪।୩(ଡି.ଏନ୍‌.ଏ.)- କରୋନା ପାଇଁ ସାରା ଓଡ଼ିଶା ଲକଡାଉନ ହୋଇଥିବାବେଳେ ଏହାକୁ ନ ମାନି ଏକ ବିବାହ ଉତ୍ସବରେ ଯୋଗ ଦେଇଥିବା ଅଭିଯୋଗରେ କଟକସଦର ପୋଲିସ ୩ଜଣଙ୍କୁ ଗିରଫ…

7 years ago

ଓଡ଼ଗାଁରେ ଲକ୍‌ଡାଉନ

ଓଡଗାଁ, ୨୪।୩(ସ୍ବ. ପ୍ର.): ନୟାଗଡ ଜିଲା ଓଡଗାଁ ଆଦର୍ଶ ଥାନା ଅଞ୍ଚଳରେ ସୋମବାର ସନ୍ଧ୍ୟାରୁ ଲକ୍‌ଡାଉନ୍‌ ପ୍ରଭାବ ଦେଖିବାକୁ ମିଳିଛି। ସାଧାରଣ ଲୋକେ କରୋନାର ଭୟାବହତାକୁ ଗୁରୁତ୍ୱର…

7 years ago

ଦୋକାନରୁ ଚୋରି କରି ନିଆଁ ଲଗାଇଲେ

ଯାଁଳା,୨୪ା୩(ଡି.ଏନ୍‌.ଏ.)- ଜଟଣୀ ଥାନା ଅଧୀନ ଯାଁଳା ଫାଣ୍ଡି ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥରେ ଥିବା ଏକ ଫଳ ଦୋକାନରୁ ସୋମବାର ବିଳମ୍ବିତ ରାତିରେ କେତେକ ଦୁର୍ବୃତ୍ତ ଫଳ…

7 years ago

କରୋନା ସଚେତନତା ଗୀତ ଗାଇ ପୁଣି ଚର୍ଚ୍ଚାରେ ଦୁଇ ଭାଇ ଶାନ୍ତି, ଜ୍ୟୋତି

ଜୟପୁର, ୨୪।୩(ନି.ପ୍ର.) ‘ମଦ ପିଇବି ନାଇଁ, ନାଇଁ ନାଇଁ ନାଇଁ ପିଇବି ନାଇଁ’ ଦୁରଦର୍ଶନରେ ପ୍ରସାରିତ ହେଉଥିବା ଏହି ଗୀତ ୯୦ ଦଶକରେ ବେଶ୍‌ ଲୋକପ୍ରିୟ ହୋଇଥିଲା।…

7 years ago