ଆମ ଜିଲା ଖବର

ଲକଡାଉନକୁ ନ ମାନି ବିବାହ ପାର୍ଟିରେ ଏକତ୍ରିତ: ୩ ଗିରଫ

କଣ୍ଟାପଡା,୨୪।୩(ଡି.ଏନ୍‌.ଏ.)- କରୋନା ପାଇଁ ସାରା ଓଡ଼ିଶା ଲକଡାଉନ ହୋଇଥିବାବେଳେ ଏହାକୁ ନ ମାନି ଏକ ବିବାହ ଉତ୍ସବରେ ଯୋଗ ଦେଇଥିବା ଅଭିଯୋଗରେ କଟକସଦର ପୋଲିସ ୩ଜଣଙ୍କୁ ଗିରଫ…

7 years ago

ଓଡ଼ଗାଁରେ ଲକ୍‌ଡାଉନ

ଓଡଗାଁ, ୨୪।୩(ସ୍ବ. ପ୍ର.): ନୟାଗଡ ଜିଲା ଓଡଗାଁ ଆଦର୍ଶ ଥାନା ଅଞ୍ଚଳରେ ସୋମବାର ସନ୍ଧ୍ୟାରୁ ଲକ୍‌ଡାଉନ୍‌ ପ୍ରଭାବ ଦେଖିବାକୁ ମିଳିଛି। ସାଧାରଣ ଲୋକେ କରୋନାର ଭୟାବହତାକୁ ଗୁରୁତ୍ୱର…

7 years ago

ଦୋକାନରୁ ଚୋରି କରି ନିଆଁ ଲଗାଇଲେ

ଯାଁଳା,୨୪ା୩(ଡି.ଏନ୍‌.ଏ.)- ଜଟଣୀ ଥାନା ଅଧୀନ ଯାଁଳା ଫାଣ୍ଡି ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥରେ ଥିବା ଏକ ଫଳ ଦୋକାନରୁ ସୋମବାର ବିଳମ୍ବିତ ରାତିରେ କେତେକ ଦୁର୍ବୃତ୍ତ ଫଳ…

7 years ago

କରୋନା ସଚେତନତା ଗୀତ ଗାଇ ପୁଣି ଚର୍ଚ୍ଚାରେ ଦୁଇ ଭାଇ ଶାନ୍ତି, ଜ୍ୟୋତି

ଜୟପୁର, ୨୪।୩(ନି.ପ୍ର.) ‘ମଦ ପିଇବି ନାଇଁ, ନାଇଁ ନାଇଁ ନାଇଁ ପିଇବି ନାଇଁ’ ଦୁରଦର୍ଶନରେ ପ୍ରସାରିତ ହେଉଥିବା ଏହି ଗୀତ ୯୦ ଦଶକରେ ବେଶ୍‌ ଲୋକପ୍ରିୟ ହୋଇଥିଲା।…

7 years ago

ଅଧା କର୍ମଚାରୀଙ୍କୁ ଛୁଟି ଦେଲେ ଏସ୍‌ ଭି ନିରତାର କର୍ତ୍ତୃପକ୍ଷ

କଣ୍ଟାପଡା,୨୪ା୩ (ଡି.ଏନ୍‌.ଏ)- ମହାମାରୀ କରୋନାର ପ୍ରତିଷେଧକ ପାଇଁ ଆସନ୍ତା ୩୧ତାରିଖ ପର୍ଯ୍ୟନ୍ତ ଲକଡାଉନ କରାଯାଇଛି। ଏହି ପରିପ୍ରେକ୍ଷୀରେ କଟକ ଜିଲାର ଓଲଟପୁରଠାରେ ଥିବା ଏସ୍‌ ଭି ନିରତାର…

7 years ago

ଇନ୍ଦିରା ମଇଦାନକୁ ସ୍ଥାନାନ୍ତର ହେଲା ପିପିଲି ହାଟ

ପିପିଲି,୨୪ା୩(ସ୍ବ.ପ୍ର)- କରୋନା ସଂକ୍ରମଣ ରୋକିବା ପାଇଁ ଜିଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ଜିଲାର ସମସ୍ତ ହାଟ, ମେଳଣ, ବାହାଘର, ସଭାକୁ ରୋକ ଲାଗିଥିବା ବେଳେ ପିପିଲି ହାଟକୁ ପ୍ରଶାସନ…

7 years ago

ପିପିଲିରେ କାଉ ମଡ଼କ

ପିପିଲି,୨୪ା୩(ସ୍ବ.ପ୍ର/ ଡି.ଏନ୍‌.ଏ.)- ମହାମାରୀ କରୋନାକୁ ନେଇ ପିପିଲି ଅଞ୍ଚଳରେ ଲୋକେ ଭୟଭୀତ ଥିବାବେଳେ ସୋମବାର କେତେକ କାଉ ମରିପଡ଼ିଥିବା ଦେଖିବାକୁ ମିଳିଛି। ଗତ ୩ / ୪ଦିନ…

7 years ago

ଘୋଷଣା ପୂର୍ବରୁ ଲକ୍‌ ଡାଉନ, ଲୋକେ ହଇରାଣ

କେନ୍ଦୁଝର,୨୪।୩ (ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ କେନ୍ଦୁଝର ସହରରେ ଗତ ସୋମବାରଠାରୁ ଲକ୍‌ଡାଉନ କରାଯାଇଛି। ଫଳରେ ଜନଜୀବନ ବ୍ୟାହତ ହୋଇପଡିଛି। ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ବ୍ୟତୀତ…

7 years ago

ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କ ଲମ୍ବା ଲାଇନ୍‌

ଗୋପ,୨୪।୩(ଡି.ଏନ୍‌.ଏ): କରୋନାକୁ ନେଇ ସାରା ବିଶ୍ବରେ ଆତଙ୍କ ଦେଖାଯାଇଥିବାବେଳେ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ତା’ର ବ୍ୟତିକ୍ରମ ଦେଖାଯାଇଛି। ସାମାଜିକ ଦୂରତା ଦୃଷ୍ଟି ଦିଆ ଯାଉ ନ ଥିବାରୁ…

7 years ago

୨ ବିଦେଶ ଫେରନ୍ତା ଲୁଚିଛନ୍ତି ଘରେ, ଅଞ୍ଚଳରେ ଉତ୍ତେଜନା

ଧାମନଗର,୨୪ା୩(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ବ୍ଲକ ବୟାଙ୍ଗଡିହି ପଞ୍ଚାୟତ ଅଞ୍ଚଳରେ ଦୁଇ ଯୁବକ ଦୁବାଇରୁ ଘରକୁ ଫେରି ଲୁଚିଥିବା ଏବଂ ପ୍ରଶାସନର ନିଷ୍କ୍ରିୟତା ଯୋଗୁ ଉକ୍ତ ପଞ୍ଚାୟତରେ ଉତ୍ତେଜନା…

7 years ago