ଆମ ଜିଲା ଖବର

ଗ୍ରାମୀଣ ଆବାସ ଯୋଜନାରେ ଦୁର୍ନୀତି: ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ନିଲମ୍ବନ କଲେ ଜିଲାପାଳ

ଢେଙ୍କାନାଳ ଅଫିସ,୨୩।୨: ଢେଙ୍କାନାଳ ଜିଲା ସଦର ବ୍ଲକ ଭାଲିଆବୋଲ କାଟେଣି ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ନିର୍ବାହୀ ଅଧିକାରୀ ସୁନୀଲ କୁମାର ପରିଡ଼ାଙ୍କୁ…

7 years ago

କଖାରୁ ଫୁଲ, ଶାଗ ଖାଇ ଗୋଟିଏ ପରିବାରର ୬ ଅସୁସ୍ଥ

ନୟାଗଡ଼ ଅଫିସ/ଦଶପଲ୍ଲା,୨୩।୨(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲ୍ଲା ସହର ହରିଡାବାରୀ ସତ୍‌ସଙ୍ଗ ବିହାର ସାହିରେ କଖାରୁ ଫୁଲ ଓ ଶାଗ ଖାଇ ରବିବାର ଗୋଟିଏ ପରିବାରର ୬ଜଣ ଅସୁସ୍ଥ…

7 years ago

ନାଳ ନିକଟରୁ କଙ୍କାଳ ଉଦ୍ଧାର

ରାୟଗଡ଼ା ଅଫିସ,୨୩।୨: ରାୟଗଡ଼ାର ରଇତ କଲୋନୀଠାରେ ଥିବା ନୂଆ ସାହି ନାଳ ନିକଟରୁ ସ୍ଥାନୀୟ ପୋଲିସ ଏକ କଙ୍କାଳ ଉଦ୍ଧାର କରିଛି। ସାଇଣ୍ଟିଫିକ୍‌ ଟିମ୍‌ ସହ ସନ୍ଧାନୀ…

7 years ago

ଗୁଣିଗାରେଡ଼ି ସନ୍ଦେହରେ ହତ୍ୟା

ରାୟଗଡ଼ା ଅଫିସ,୨୩।୨: ରାୟଗଡ଼ା ଜିଲା ସେସକାଲ ଥାନା ଅନ୍ତର୍ଗତ ବାଲାପାଡୁ ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣଙ୍କୁ ହତ୍ୟା କରାଯାଇଛି। ସାନଭାଇ ସତ୍ୟ ମିଣିଆକା ସେସକାଲ ଥାନାରେ ଏନେଇ…

7 years ago

ଗୁଣିଆ ସନ୍ଦେହରେ ବୃଦ୍ଧଙ୍କୁ ମାଡ଼: ଡାକ୍ତରଖାନାରେ ଭର୍ତ୍ତି

କେନ୍ଦୁଝର,୨୩।୨(ସ୍ବ.ପ୍ର.) : କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ କରମଙ୍ଗି ପଞ୍ଚାୟତ ପୁଢ଼େଇଝୋଳ ଗାଁରେ ଜଣେ ବୃଦ୍ଧଙ୍କୁ ଗୁଣିଆ ସନ୍ଦେହରେ ଗ୍ରାମସଭାରେ ଆକ୍ରମଣ କରାଯିବା ଘଟଣା ଚର୍ଚ୍ଚାର…

7 years ago

ବିବାଦ ପାଇଁ ନଳକୂପରେ କିରୋସିନ ଢାଳିଲେ ଦୁର୍ବୃତ୍ତ

ଚାନ୍ଦବାଲି,୨୩।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ପଞ୍ଚାୟତ ନିଆରିସାହିର ଏକ ନଳକୂପରେ କେହି ଦୁର୍ବୃତ୍ତ କିରୋସିନ ଓ ସିମେଣ୍ଟ ଭରି ଦେଇଥିବାର ଅଭିଯୋଗ ହୋଇଛି। ଫଳରେ…

7 years ago

ଗଞ୍ଜେଇ ଭର୍ତ୍ତି ବୋଲେରୋ ଜବତ: ଡ୍ରାଇଭର ସମେତ ୨ ଫେରାର

ବଲାଙ୍ଗୀର ଅଫିସ,୨୩।୨: ବଲାଙ୍ଗୀର ସହର ଆଟଗାଁ ରାସ୍ତାର ମଦନଗୁଡିଆ ବଗିଚା ନିକଟରେ ରବିବାର ଏକ ଗଞ୍ଜେଇ ଭର୍ତ୍ତି ବୋଲେରୋ ପୋଲିସ ଜବତ କରିଛି। ଭୋରୁ ପୋଲିସ ପାଟ୍ରୋଲିଂ…

7 years ago

ବନ୍ଧୁକ ମୁନରେ ଡକାୟତି

କଟକ ଅଫିସ,୨୩।୨: ଜଗତପୁର ଥାନା ଅନ୍ତର୍ଗତ କେନାଲ ରୋଡ଼ ଘରୁ ଶନିବାର ବିଳମ୍ବିତ ରାତିରେ ଡକାୟତି ହୋଇଛି। ଡକାୟତିର ଶିକାର ହୋଇଥିବା ସୁଧାଂଶୁ କୁମାର ନାୟକ ଏନେଇ…

7 years ago

ଖେଳୁଥିବା ବେଳେ ୪ ଶିଶୁ ପୋଡ଼ିଯିବା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ୩ ଶିଶୁ

ହାତୀଓଟ,୨୩।୨(ଡି.ଏନ୍‌.ଏ.): ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ୩ ଶିଶୁ। ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଖଇରଛଟା ଗାଁରେ ରବିବାର ସକାଳେ ନିଆଁରେ ପୋଡ଼ିଯାଇ ଗୁରୁତର ହୋଇଥିବା ୪…

7 years ago

ରାୟଗଡ଼ାରେ ଭାରତ ବନ୍ଦ ଡାକରା: ବସ ଚଳାଚଳ ବନ୍ଦ, ଯାତ୍ରୀ ହନ୍ତସନ୍ତ

ରାୟଗଡ଼ା ଅଫିସ,୨୩।୨: ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ପଛୁଆବର୍ଗ ଓ ସଂଖ୍ୟାଲଘୁଙ୍କ ସଂରକ୍ଷଣ ବିରୋଧରେ ସର୍ବୋଚ୍ଚ ନ୍ୟାୟାଳୟଙ୍କ ଦ୍ୱାରା ଗତ ୭ ତାରିଖ ଶୁକ୍ରବାର ସରକାରୀ ଚାକିରି…

7 years ago