ଆମ ଜିଲା ଖବର

୪ ନିର୍ଦ୍ଦୋଷ ଯୁବକଙ୍କୁ ମାଡ଼ ଅଭିଯୋଗ: ସିମେଣ୍ଟ କାରଖାନା ସମ୍ମୁଖରେ ଉତ୍ତେଜନା

ବରଗଡ଼ ଅଫିସ,୮।୧: ବରଗଡ଼ ସିମେଣ୍ଟ କାରଖାନାର କେତେକ କର୍ମଚାରୀ ବିଶାଲଟିକ୍ରା ଗ୍ରାମର ୪ ନିର୍ଦ୍ଦୋଷ ଯୁବକଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ବୁଧବାର କାରଖାନା…

7 years ago

ବଡ଼ସାହିରେ ଭାରତ ବନ୍ଦର ମିଶ୍ରିତ ପ୍ରଭାବ

ବଡ଼ସାହି,୮।୧(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଞ୍ଚଳରେ ଭାରତ ବନ୍ଦ ଡାକରାର ମିଶ୍ରିତ ପ୍ରଭାବ ଦେଖାଦେଇଛି। ବ୍ଲକ କଂଗ୍ରେସର ବଡ଼ସାହି ଜୋନ୍‌ ସଭାପତି ଶଶାଙ୍କ ଶେଖର କରଙ୍କ…

7 years ago

ଜୟପୁରରେ ବନ୍ଦ ପାଳନ

ଜୟପୁର,୮।୧(ଡି.ଏନ୍‌.ଏ.) : କୋରାପୁଟ ଜିଲା ଜୟପୁର ସହରରେ ଭାରତ ବନ୍ଦ ଅବସରରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ବନ୍ଦ ପାଳନ କରାଯାଇଛି। ଗାଡ଼ି ଚଳାଚଳ ବନ୍ଦ ରହିଥିବାରୁ…

7 years ago

ଦିଗପହଣ୍ଡିରେ ଧର୍ମଘଟ ଶାନ୍ତିପୂର୍ଣ୍ଣ

ଦିଗପହଣ୍ଡି,୮।୧(ଡି.ଏନ.ଏ.): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ୧୨ ଦଫା ନେଇ ଦେଶବ୍ୟାପୀ ୧୨ ଘଣ୍ଟିଆ ବନ୍ଦ ପାଳନ ଡାକରା ଦିଆଯାଇଛି। ବୁଧବାର ସର୍ବଭାରତୀୟ ଧର୍ମଘଟ ଦିଗପହଣ୍ଡିରେ ଶାନ୍ତିପୂର୍ଣ୍ଣ…

7 years ago

ବୌଦ୍ଧରେ ବନ୍ଦ ପାଳନ

ବୌଦ୍ଧ,୮।୧(ସ୍ବ.ପ୍ର.): ସାରା ଦେଶରେ ୧୨ ଦଫା ଦାବି ନେଇ ବିଭିନ୍ନ ଶ୍ରମିକ ପକ୍ଷରୁ ବନ୍ଦ ଡାକରା ଦିଆଯାଇଥିବା ବେଳେ ବୌଦ୍ଧରେ ମଧ୍ୟ ଏହି ବନ୍ଦ ଡାକରା ଦିଆଯାଇଛି।…

7 years ago

ବରଗଡରେ ସରକାରୀ କାର୍ଯ୍ୟ ଅଚଳ: ଧନୁଯାତ୍ରା ପାଇଁ ଦୋକାନ ବଜାର ଖୋଲା

ବରଗଡ ଅଫିସ,୮।୧: କେନ୍ଦ୍ରୀୟ ଟ୍ରେଡ୍‌ ୟୁନିଅନ ଆହ୍ବାନରେ କେନ୍ଦ୍ର ସରକାରଙ୍କ ଶ୍ରମିକ, ଚାଷୀମାରଣ ନୀତି, ଦରଦାମ ବୃଦ୍ଧି ବିରୋଧରେ ତଥା ୧୨ଦଫା ଦାବିରେ ଦିଆଯାଇଥିବା ଭାରତ ବନ୍ଦ…

7 years ago

ବଲାଙ୍ଗୀରରେ ବନ୍ଦ ପାଳନ: ଯାନବାହନ ଚଳାଚଳ ବନ୍ଦ

ବଲାଙ୍ଗୀର ଅଫିସ, ୮।୧: ବଲାଙ୍ଗୀର ସହର ସମେତ ଜିଲାର ବିଭିନ୍ନ ଅଞ୍ଚଳରେ ବନ୍ଦ ପାଳନ ସଫଳ ହୋଇଛି। ବୁଧବାର ସକାଳ ୬ଟାରୁ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ…

7 years ago

କେନ୍ଦୁଝରରେ ଭାରତ ବନ୍ଦ ପାଳନ ଶାନ୍ତିପୂର୍ଣ୍ଣ

କେନ୍ଦୁଝର,୮।୧(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଦରଦାମ ବୃଦ୍ଧି ଓ ଅନ୍ୟାନ୍ୟ ପ୍ରତିବାଦରେ ବିଭିନ୍ନ ରାଜନୈତିକ ଦଳ ଓ ଶ୍ରମିକ ସଂଗଠନ ପକ୍ଷରୁ ବନ୍ଦ ଡାକରା ଶାନ୍ତିପୂର୍ଣ୍ଣ ଭାବେ ଆରମ୍ଭ…

7 years ago

ଆଜି ଭାରତ ବନ୍ଦ: ହାଇକୋର୍ଟ କାର୍ଯ୍ୟରେ ଯୋଗ ଦେବେନି ଓକିଲ

କଟକ ଅଫିସ, ୮।୧: ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏଥିପାଇଁ ଓକିଲମାନେ ହାଇକୋର୍ଟ କାର୍ଯ୍ୟରେ ଯୋଗ ଦେଇପାରିବେନାହିଁ ବୋଲି ବାର୍‌ ଆସୋସିଏଶନ ସଭାପତି ଗୋପାଳକୃଷ୍ଣ ମହାନ୍ତି ଜଣାଇଛନ୍ତି।…

7 years ago

ଛତ୍ରପୁରରେ ବନ୍ଦ ପ୍ରଭାବ ଶୂନ

ଛତ୍ରପୁର, ୮।୧(ଡି.ଏନ.ଏ): ଗଞ୍ଜାମ ଜ଼ିଲା ସଦର ମହକୁମା ଛତ୍ରପୁର ସହରରେ ଭାରତ ବନ୍ଦର ପ୍ରଭାବ ଆଦୌ ପଡିନି। ଏଠାରେ ପରିବା, ମାଛ ମାର୍କେଟ ସହ ସମସ୍ତ ଦୋକାନ,…

7 years ago