ଭବାନୀପାଟଣା,୨୨।୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ବିଜେଡି ସଭାପତି ପଦ ପାଇଁ ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓଙ୍କ ନାମ ଘୋଷଣା ହୋଇଛି। ରାଜ୍ୟ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ…
ଭବାନୀପାଟଣା,୨୨।୨(ଡି.ଏନ୍.ଏ.): ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ଶନିବାର କଳାହାଣ୍ଡି ଜିଲା ଗସ୍ତ କରିଛନ୍ତି। ମାଓବାଦୀଙ୍କ ଗତିବିଧି ସମ୍ପର୍କରେ ରିଜର୍ଭ ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସମୀକ୍ଷା ବୈଠକରେ…
ସୁନ୍ଦରଗଡ଼,୨୨।୨(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ଧୁରୁଆଡିହି ଥାନା ଅନ୍ତର୍ଗତ ଲହଣ୍ଡାବୁଡ଼ ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଏକ ଅଘଟଣ ଘଟିଛି। ଟିଭି ବିସ୍ଫୋରଣ ହେବା ଯୋଗୁ ଗୋଟିଏ ପରିବାରର ଜଣଙ୍କର…
ଢେଙ୍କାନାଳ ଅଫିସ,୨୨।୨: ଢେଙ୍କାନାଳ ଜିଲା ସଦର ଥାନା ସପ୍ତଶଯ୍ୟା - ଶଙ୍କରପୁର ରାସ୍ତାର ଏକ ନିର୍ମାଣାଧୀନ ବ୍ରିଜ୍ କଡ଼ରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି।…
ଶିଶୁମାନଙ୍କ ସୁରକ୍ଷା, ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବହୁ ଅର୍ଥ ଖର୍ଚ୍ଚ କରୁଛନ୍ତି। ମାତ୍ର କେତେକ କ୍ଷେତ୍ରରେ ଶିଶୁମାନଙ୍କ ଭବିଷ୍ୟତ ବାଟବଣା…
ପୁରୀ ଅଫିସ/ଭୁବନେଶ୍ୱର (ବ୍ୟୁରୋ),୨୨।୨: ଜୀବନରେ ବନ୍ଧୁର ସ୍ଥାନ ସ୍ବତନ୍ତ୍ର। ବନ୍ଧୁତ୍ୱ ଆଗରେ ଧନସମ୍ପତ୍ତି, ପଦପଦବୀ, ଉଚ୍ଚନୀଚ, ଜାତିଅଜାତିର କିଛି ମୂଲ୍ୟନାହିଁ। ବନ୍ଧୁଙ୍କ ଆଗରେ ସବୁକଥା କହି ହୋଇଥାଏ।…
ପୁରୀ ଅଫିସ,୨୨।୨: ପୁରୀ ଅଫିସ,୨୧ା୨ ପଶ୍ଚିମବଙ୍ଗର ଏକ ସମ୍ପ୍ରଦାୟ ରହିଛି, ଯେଉଁମାନଙ୍କର କୌଳିକ ବୃତ୍ତି ହେଉଛି ପାଣିରେ ହଜିଯାଇଥିବା ଜିନିଷ ଖୋଜି ବାହାର କରିବା। ଗାଧୋଇବା ସମୟରେ…
ଗୋପ,୨୨।୨(ଡି.ଏନ.ଏ.): ଚେନ୍ନାଇରୁ ପୁରୀ-କୋଣାର୍କ ବୁଲି ଆସିଥିବା ୨୫ଜଣ ପର୍ଯ୍ୟଟକଙ୍କୁ ମଦ୍ୟପ ଡ୍ରାଇଭର ଗୋପ-କୋଣାର୍କ ରାସ୍ତାର ବାଲିସାହି ନିକଟରେ ଛାଡ଼ିଦେଇ ଫେରାର ହୋଇଯାଇଥିବା ଜଣାପଡ଼ିଛି। ସ୍ଥାନୀୟ ଲୋକେ କୌଣସି…
ଝାରସୁଗୁଡ଼ା, ୨୨।୨(ଡି.ଏନ.ଏ.): ବହୁ ଚର୍ଚ୍ଚିତ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍ଲି ହତ୍ୟା ଘଟଣାରେ ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଛତିଶଗଡ ପୋଲିସ ମାରାଥନ ଜେରା…
ନବରଙ୍ଗପୁର,୨୨।୨(ବି.ପ୍ର.): ୫-ଟି ଅଧୀନରେ ରାଜ୍ୟର ସବୁ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟକୁ ଦଲାଲ ଓ ଦୁର୍ନୀତିମୁକ୍ତ କରିବା ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ସେହି ସମାନ…