ଆମ ଜିଲା ଖବର

କପିଳାସ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ: ଭୋର ୪.୨୦ରେ ଉଠିବ ମହାଦୀପ

ଢେଙ୍କାନାଳ ଅଫିସ, ୨୧।୨: ଢେଙ୍କାନାଳ ଜିଲା କପିଳାସ ଶୈବପୀଠରେ ପ୍ରସିଦ୍ଧ ଜାଗର ଯାତ୍ରା ମହାସମାରୋହରେ ପାଳିତ ହେଉଛି। ଶୁକ୍ରବାର ସକାଳୁ ମହାପ୍ରଭୁ ଶ୍ରୀଚନ୍ଦ୍ରଶେଖର ଜୀଉ ମହାଦେବ ଓ…

7 years ago

ଜାଗର ପାଇଁ ଚନ୍ଦ୍ରମୌଳୀ ପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ

ରାଜନଗର, ୨୧।୨(ଡି.ଏନ୍‌.ଏ) : ମହାଶିବରାତ୍ରି ଅବସରରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଚନ୍ଦନନଗରର ୫ଶହ ବର୍ଷ ତଳର ପୂରାତନ ଶୈବପୀଠ ଶ୍ରୀ ଶ୍ରୀ ଚନ୍ଦ୍ରମୌଳୀ ପୀଠରେ…

7 years ago

ମହାଶିବରାତ୍ରି: ପାଟଣା ଶୈବପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ

ପାଟଣା,୨୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅଞ୍ଚଳ ଶିବରାତ୍ରି ସକାଶେ ଉତ୍ସବମୁଖର ହୋଇଉଠିଛି। ଶୁକ୍ରବାର ଭୋର ୪ଟାରୁ ମୁଖ୍ୟାଳୟସ୍ଥିତ ବିଭିନ୍ନ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗିରହିଛି। ପାଟଣା…

7 years ago

ଶିବରାତ୍ରିରେ ଶିବଙ୍କୁ ଛାଡ଼ିଲେନି ଚୋର: ସ୍ବପ୍ନେଶ୍ବର ମନ୍ଦିରରୁ ୫୦ ହଜାର ଚୋରି

ପୁରୁଷୋତ୍ତମପୁର,୨୧।୨(ଡି.ଏନ୍‌.ଏ.): ମହାଶିବରାତ୍ରି ଅବସରରେ ଦୁର୍ବୃତ୍ତମାନେ ଶିବଙ୍କୁ ମଧ୍ୟ ଛାଡ଼ିନାହାନ୍ତି। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳ ଉପକଣ୍ଠରେ ଥିବା ସ୍ବପ୍ନେଶ୍ବର ମହାଦେବ ମନ୍ଦିରରେ ଗୁରୁବାର ରାତିରେ ଦୁର୍ବୃତ୍ତମାନେ ପଶି…

7 years ago

 ମହାଶିବରାତ୍ରି ଅବସରରେ ଶ୍ରୀଲୋକନାଥଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ ଅଫିସ, ୨୧।୨: ମହାଶିବରାତ୍ରି ଅବସରରେ ଶୁକ୍ରବାର ଶ୍ରୀକ୍ଷେତ୍ରର ବିଭିନ୍ନ ଶୈବ ପୀଠରେ ସୃଷ୍ଟି ହୋଇଛି ଭକ୍ତିମୟ ପରିବେଶ। ଶିବ ପଞ୍ଚାକ୍ଷର ମନ୍ତ୍ରରେ ଗୁଞ୍ଜରିତ ହେଉଛି ପୀଠ…

7 years ago

ବାଙ୍କୀ ଡବଲ୍‌ ମର୍ଡର ଘଟଣା: ଅଭିଯୁକ୍ତ ଜିତେନ୍ଦ୍ର ଗିରଫ

କଟକ ଅଫିସ/ବାଙ୍କୀ(ସ୍ବ.ପ୍ର)୨୧।୨: ବହୁ ଚର୍ଚ୍ଚିତ ବାଙ୍କୀ ଡବଲ ମର୍ଡର ଘଟଣାରେ ସ୍ଥାନୀୟ ପୋଲିସ ଆଉଜଣେ ଅଭିଯୁକ୍ତଙ୍କୁ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସେ ହେଲେ କଟକ…

7 years ago

ଆଖଣ୍ଡଳମଣି ପୀଠରେ ଭକ୍ତଙ୍କ ଭିଡ଼

ଆରଡ଼ି,୨୧।୨(ଡି.ଏନ୍‌.ଏ.): ମହାଶିବରାତ୍ରି ଉପଲକ୍ଷେ ବାବା ଆଖଣ୍ଡଳମଣିଙ୍କ ପୀଠ ଆରଡ଼ିି ଉତ୍ସବମୁଖର ହୋଇଉଠିଛି। ଶ୍ରଦ୍ଧାଳୁମାନେ ରାତିରୁ ଲମ୍ବାଧାଡ଼ିରେ ଆସି ପ୍ରଭୁଙ୍କୁ ଦର୍ଶନ କରୁଛନ୍ତି । ଶିବରାତ୍ରିରେ ବାବାଙ୍କୁ ଦର୍ଶନ…

7 years ago

ସଫଳ ହେଲା ୭୫ତମ ଅସ୍ଥିମଜ୍ଜା ପ୍ରତିରୋପଣ

କଟକ ଅଫିସ,୨୧।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟ(ଏସ୍‌ସିବି)ରେ ଗୁରୁବାର ସଫଳତାର ସହ ୭୫ତମ ଅସ୍ଥିମଜ୍ଜା ପ୍ରତିରୋପଣ (ବୋନ୍‌ମାରୋ ଟ୍ରାନ୍ସପ୍ଲାଣ୍ଟ) କରାଯାଇଛି। ଦେବଗଡ଼ ଜିଲା…

7 years ago

ଶିଳ୍ପ ବିକାଶ ଚିନ୍ତା

ଦିନ ଥିଲା କଳାହାଣ୍ଡି ଏକ ଶିଳ୍ପସମୃଦ୍ଧ ଜିଲା ଭାବେ ପରିଚିତ ଥିଲା। ହେଲେ ବିଭିନ୍ନ କାରଣରୁ ଗୋଟିଏ ପରେ ଗୋଟିଏ ଶିଳ୍ପ ବନ୍ଦ ହୋଇଗଲା। ଜୁନାଗଡ଼ ନିକଟସ୍ଥ…

7 years ago

ମଦ ବେପାରୀଙ୍କ ଆକ୍ରମଣରେ ୫ ମହିଳା ଆହତ

ସୋର, ୨୧।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ସବିରା ପଞ୍ଚାୟତ ବାଉଁଶଖୁଣ୍ଟା ଗଁାର ଜଣେ ମଦ ବେପାରୀଙ୍କ ଆକ୍ରମଣରେ ସ୍ବୟଂ ସହାୟକ ଗୋଷ୍ଠୀର ୫ ମହିଳା ଆହତ ହୋଇଛନ୍ତି।…

7 years ago