ଆମ ଜିଲା ଖବର

ପଙ୍କୋଦ୍ଧାର ଏକାଦଶୀ ପାଇଁ ଲୋକନାଥ ପୀଠ ପ୍ରସ୍ତୁତ

ପୁରୀ ଅଫିସ, ୧୮ା୨: ବୁଧବାର ପବିତ୍ର ପଙ୍କୋଦ୍ଧାର ଏକାଦଶୀ। ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିରରେ ଏହା ଧୂମ୍‌ଧାମ୍‌ରେ ଅନୁଷ୍ଠିତ ହେବ। ବର୍ଷକରେ ଏହି ଗୋଟିଏ ଦିନ ପ୍ରଭୁ…

7 years ago

ଭିଜିଲାନ୍ସ ଜାଲରେ ଭେଡେନ ତହସିଲ ଅମିନ

ବରଗଡ଼ ଅଫିସ, ୧୮।୨- ବରଗଡ଼ ଜିଲା ଭେଡେନ ତହସିଲ ଅଫିସରେ କାର୍ଯ୍ୟରତ ଅମିନ ଲଲିତ ମେହେର ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସେ ଜମି ଚିହ୍ନଟ(ଡିମାରକେଶନ) ପାଇଁ…

7 years ago

ପଶ୍ଚିମ ଓଡ଼ିଶା ଓକିଲ ଆନ୍ଦୋଳନ ପ୍ରସଙ୍ଗ: କେସ୍‌ ସ୍ଥାନାନ୍ତର ପ୍ରତ୍ୟାହାର କରିବାକୁ ନରସିଂହଙ୍କ ଦାବି

ଭୁବନେଶ୍ୱର,୧୮।୨(ବ୍ୟୁରୋ): ପଶ୍ଚିମ ଓଡ଼ିଶା ଓକିଲ ଆନ୍ଦୋଳନ ଯୋଗୁ ସୁପ୍ରିମ କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ସରକାର ସମସ୍ତ କେସ୍‌ଗୁଡ଼ିକୁ ଅନ୍ୟ କୋର୍ଟକୁ ସ୍ଥାନାନ୍ତର କରିଛନ୍ତି। ଏହା ଦ୍ୱାରା…

7 years ago

ଗେଷ୍ଟ ହାଉସ୍‌ରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ପ୍ରେମିକଙ୍କୁ ଅଟକ ରଖିଲା ସମୁଦ୍ରକୂଳ ପୋଲିସ

ପୁରୀ ଅଫିସ,୧୮।୨: ପୁରୀ ଚକ୍ରତୀର୍ଥ ରୋଡସ୍ଥିତ ଏକ ଗେଷ୍ଟ ହାଉସ୍‌ରୁ ମଙ୍ଗଳବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ନୟାଗଡ଼ ଅଞ୍ଚଳର ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ…

7 years ago

ପରୀକ୍ଷା ଫି’ ବୃଦ୍ଧିକୁ ନେଇ ବୈସିଙ୍ଗା ମହାତ୍ମା ଗାନ୍ଧୀ ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି: ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା

ବୈସିଙ୍ଗା, ୧୮।୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବୈସିଙ୍ଗା ମହାତ୍ମା ଗାନ୍ଧୀ ମହାବିଦ୍ୟାଳୟରେ ଯୁକ୍ତ ୩ କଳା ଓ ବିଜ୍ଞାନ ପାଠ୍ୟକ୍ରମ ଶେଷ ବର୍ଷ ବା ଷଷ୍ଠ ସେମିଷ୍ଟର ପରୀକ୍ଷା…

7 years ago

ଡିଇଓଙ୍କ କସ୍ତୁରବା ଆବାସିକ ବିଦ୍ୟାଳୟ ପରିଦର୍ଶନ

ଭବାନୀପାଟଣା,୧୮।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ନୂତନ ଭାବେ ଯୋଗ ଦେଇଥିବା ଡିଇଓ ସୁଶାନ୍ତ ଚୋପଦାର ଅଚାନକ ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ଦାଦପୁର ଦଧିବାମନ ନୋଡାଲ ସ୍କୁଲ, କର୍ଲାପଡା…

7 years ago

କଳାହାଣ୍ଡି : ୧୦୩ କେନ୍ଦ୍ରରେ ପରୀକ୍ଷା ଦେବେ ୨୧,୧୬୫ ଛାତ୍ରୀଛାତ୍ର

ଭବାନୀପାଟଣା,୧୮।୨(ଡି.ଏନ୍‌.ଏ.): ଚଳିତ ବର୍ଷ କଳାହାଣ୍ଡି ଜିଲାର ୩୩୬ଟି ହାଇସ୍କୁଲର ୨୧ ହଜାର ୧୬୫ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଦେବେ। ଏଥି ନିମନ୍ତେ ଜିଲାରେ ୧୦୩ଟି ପରୀକ୍ଷା କେନ୍ଦ୍ର…

7 years ago

ବିଧାନସଭାରେ ଉଠିଲା ବେସରକାରୀ କଲେଜ ଅଧ୍ୟାପକଙ୍କୁ ସପ୍ତମ ବେତନ କମିଶନ ଦରମା ପ୍ରସଙ୍ଗ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ସରକାରୀ କଲେଜ ଅଧ୍ୟାପକଙ୍କୁ ସପ୍ତମ ବେତନ କମିଶନ ଆଧାରରେ ଦରମା ମିଳୁଛି। ବେସରକାରୀ ଅନୁଦାନପ୍ରାପ୍ତ ଅଧ୍ୟାପକଙ୍କୁ ଏ ପର୍ଯ୍ୟନ୍ତ ସପ୍ତମ ବେତନ କମିଶନ ଦରମା ମିଳିଲା…

7 years ago

ବିଧାୟକଙ୍କୁ ସରକାରୀ କ୍ୱାର୍ଟର୍ସ ପ୍ରସଙ୍ଗ: ବିଧାନସଭାରେ ଗୀତ ଗାଇଲେ ବିଷ୍ଣୁ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଆମକୁ କେବେ ଘର ମିଳିବ? ଆବେଦନ କରିବାର ୭ ମାସ ହୋଇଗଲା। ଆଉ ୩ ମାସ ହେଲେ ପିଲା ଜନ୍ମ ନେବ। ଅତ୍ୟନ୍ତ ଅସ୍ବାସ୍ଥ୍ୟକର ପରିବେଶରେ…

7 years ago

ଓଡ଼ିଆ ଭାଷା ଓ ସଂସ୍କୃତି ସୁରକ୍ଷାକୁ ନେଇ ବିଧାନସଭାରେ କଂଗ୍ରେସର ହଟ୍ଟଗୋଳ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଓଡ଼ିଆ ଭାଷା ଓ ସଂସ୍କୃତିକୁ ନେଇ ବିଧାନସଭାରେ କଂଗ୍ରେସ ଦଳର ସଭ୍ୟମାନେ ମଙ୍ଗଳବାର ହଙ୍ଗାମା କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ, ଭାଷା ଓ ସଂସ୍କୃତି…

7 years ago