ଆମ ଜିଲା ଖବର

ଟାଇଲ୍‌ କାମ କରୁଥିବା ବେଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଯୁବକ ଗୁରୁତର

ତିହିଡ଼ି,୪।୧୨(ଡି.ଏନ୍‌.ଏ): ଭଦ୍ରକ ଜିଲା ତିହିଡ଼ି ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଝିଙ୍କିରିଆ ଗ୍ରାମର ଜଣେ ଯୁବକ ବୁଧବାର ପୂର୍ବାହ୍ନରେ ୧୧କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଗୁରୁତର…

7 years ago

ବେଲଘର ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ: ତୁରନ୍ତ ନିଯୁକ୍ତି ଦାବିରେ ୨୬ କିମି ଚାଲିଲେ ଛାତ୍ର

ତୁମୁଡ଼ିବନ୍ଧ,୪।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ବେଲଘର ସରକାରୀ ଉଚ୍ଚ ବିଦ୍ୟାଳୟର ଅଷ୍ଟମ ଓ ନବମ ଶ୍ରେଣୀର ୫୪ଜଣ ଛାତ୍ର ଶିକ୍ଷକ ଦାବିରେ ୨୬ କିମି…

7 years ago

ରବିଚାଷ ଲାଗି କୃଷି ନିର୍ଦ୍ଧାରଣ ବୈଠକ: ସରକାରୀ ଯୋଜନାର ସଫଳ ରୂପାୟନକୁ ଗୁରୁତ୍ୱ

ବରଗଡ଼ ଅଫିସ, ୪।୧୨: ବରଗଡ଼ ଜିଲାପାଳ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ବୁଧବାର ରବିଚାଷ ପାଇଁ କୃଷି ନିର୍ଦ୍ଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଜିଲାପାଳ ଜ୍ୟୋତିରଞ୍ଜନ…

7 years ago

ଭିନ୍ନ ପ୍ରଜାତିର ସାପ ଉଦ୍ଧାର

ପରଜଙ୍ଗ,୪।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମର ବାନାମ୍ବର ବେହେରାଙ୍କ ଘର ନିକଟରେ ଥିବା କଦଳୀ ବଗିଚାରୁ ଏକ ଭିନ୍ନ ପ୍ରଜାତିର ସାପ ବୁଧବାର ସକାଳେ…

7 years ago

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ ଉଚ୍ଛେଦ ଆରମ୍ଭ: ଭାଙ୍ଗିଲା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର

ପୁରୀ ଅଫିସ,୪।୧୨ : ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ ଉଚ୍ଛେଦ ଆରମ୍ଭ ହୋଇଛି। ଦୋଳବେଦୀ କୋଣରେ ଥିବା ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ପୂର୍ବାହ୍ନରେ ଭଙ୍ଗାଯିବା ଆରମ୍ଭ ହୋଇଛି।…

7 years ago

ଦାରିଙ୍ଗବାଡିରେ ଚଳିତମାସର ପହିଲି ଶୀତ, ଖସିଲା ପାରଦ

ଦାରିଙ୍ଗବାଡି,(ଡି.ଏନ.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଳକ ଅଞ୍ଚଳରେ ପୁଣି ଶୀତ ଫେରିଛି। ଚଳିତ ମାସର ଏହା ପ୍ରଥମ ଶୀତ ହୋଇଥିବାବେଳେ ତାପମାତ୍ରା ୧୨ଡିଗ୍ରୀରୁ ଖସି ଆସି ବୁଧବାର ସକାଳ…

7 years ago

କାଳ ସାଜିଛି ରଙ୍ଗ୍‌ ସାଇଡ୍‌ ଡ୍ରାଇଭିଂ:ଟୁଇନ୍‌ ସିଟିରେ ୨୦୦ ସ୍ଥାନ ଚିହ୍ନଟ, ୬୦ ଅତି ସମ୍ବେଦନଶୀଳ

ଭୁବନେଶ୍ୱର,୪ା୧୨(ବ୍ୟୁରୋ):ରଙ୍ଗ୍‌ ସାଇଡ୍‌ ଡ୍ରାଇଭିଂ ଯୋଗୁ ଅଧିକାଂଶ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ଡିସେମ୍ବର ୧ରୁ ରାଜ୍ୟରେ ନୂଆ ମୋଟର ଯାନ ଆଇନକୁ କଡ଼ାକଡ଼ି କରାଯାଇଥିବାବେଳେ ୧୦…

7 years ago

ଗଣବଳାତ୍କାରକୁ ତୀବ୍ର ବିରୋଧ:ବିକ୍ଷୋଭ, ଶୋଭାଯାତ୍ରାରେ କମ୍ପିଲା ପୁରୀ

ପୁରୀ ଅଫିସ, ୪ା୧୨:ପୁରୀରେ ନାବାଳିକା ଗଣବଳାତ୍କାର ଘଟଣା ଏବେ ରାଜ୍ୟବ୍ୟାପୀ ଚହଳ ସୃଷ୍ଟି କରିଛି। ଏ ନେଇ ସବୁଆଡ଼େ ପ୍ରତିବାଦର ସ୍ବର ତେଜିବାରେ ଲାଗିଛି। ରାଜ୍ୟ ସରକାରଙ୍କୁ…

7 years ago

ଭୟାବହ ଅଗ୍ନିକାଣ୍ଡ: ୧୮ ବଖରା ଘର ଜଳିଗଲା

ରାଜନଗର,୪।୧୨(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ ଘଡିଆମାଳ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ୧୮ ବଖରା ଘର ଭସ୍ମିଭୂତ ହୋଇଯାଇଛି। ଗ୍ରାମର ବଳରାମ…

7 years ago

ରେଭେନ୍‌ଶାରେ ଲୋକପ୍ରିୟ ନାଁ ‘ବୋପା’,୬୨ ବର୍ଷ ହେବ ବିକୁଛନ୍ତି ପାଉଁରୁଟି

କଟକ ଅଫିସ,୪ା୧୨:ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ‘ବୋପା’ ନାମ ସହ ଅନେକେ ପରିଚିତ। ଛାତ୍ରୀଛାତ୍ରଙ୍କଠାରୁ ଆରମ୍ଭ କରି ଅଧ୍ୟାପିକାଅଧ୍ୟାପକମାନେ ମଧ୍ୟ ତାଙ୍କୁ ସେହି ନାମରେ ଡାକନ୍ତି। ଏଠାରେ ଶିକ୍ଷାଲାଭ କରି…

7 years ago