ଆମ ଜିଲା ଖବର

ବିଳମ୍ବରେ ଆସିଲା ଶୀତ: ପନିପରିବା ଚାଷ ପ୍ରଭାବିତ

ଯୋଡ଼ା,୭।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳକୁ ଚଳିତ ବର୍ଷ ବିଳମ୍ବରେ ଶୀତ ଆସିଛି। ଗତ ମଙ୍ଗଳବାରଠାରୁ ଏଠାରେ ତାପମାତ୍ରା ହ୍ରାସ ପାଇବାରେ ଲାଗିଛି। ବର୍ତ୍ତମାନ ଦିନବେଳା ତାପମାତ୍ରା…

7 years ago

ଖେଳୁଥିବା ବେଳେ ଧକ୍କା ଦେଇ ଚଢ଼ିଗଲା ଟ୍ରକ୍‌, ଶିଶୁପୁତ୍ର ଗୁରୁତର

କଟକ ରୋଡ୍‌,୭।୧୨(ଡି.ଏନ୍‌.ଏ.): ଲକ୍ଷ୍ମୀସାଗର ଥାନା ଅଧୀନ ବୁଦ୍ଧନଗର ପିଡବ୍ଲୁ କଲୋନୀ ବସ୍ତିରେ ଟ୍ରକ୍‌ ଧକ୍କାରେ ଜଣେ ଶିଶୁ ଗୁରୁତର ହୋଇଛନ୍ତି। ସେ ହେଲେ କେ.ଶ୍ରୀନିବାସ ରେଡ୍ଡିଙ୍କ ପୁଅ…

7 years ago

ବାରବାଟୀ ଦିନିକିଆ: ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଗୃହ ରାଷ୍ଟ୍ର ମନ୍ତ୍ରୀ

କଟକ ଅଫିସ,୭।୧୨: ବାରବାଟୀରେ ଆସନ୍ତା ୨୨ ତାରିଖରେ ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ଅନୁଷ୍ଠିତ ହେବ। ମ୍ୟାଚ୍‌ର ସଫଳ ଆୟୋଜନ ପାଇଁ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ପକ୍ଷରୁ…

7 years ago

ବୁଢାବଳଙ୍ଗ ନଦୀପଠାରୁ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ବଡ଼ସାହି,୭।୧୨(ସ୍ବ.ପ୍ର): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଡିଙ୍ଗିରା ଗ୍ରାମର ବୁଢାବଳଙ୍ଗ ନଦୀପଠାରେ ଶନିବାର ଏକ ଅର୍ଦ୍ଧଦଗ୍ଧ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଏ ନେଇ ଗ୍ରାମବାସୀ…

7 years ago

ବରୁଣେଇରେ ଧର୍ମେନ୍ଦ୍ର, ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ପ୍ରସ୍ତୁତି ସମୀକ୍ଷା କଲେ

ଖୋର୍ଦ୍ଧା ଅଫିସ,୭।୧୨: ବରୁଣେଇରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଗସ୍ତ ପୂର୍ବରୁ ଶନିବାର ସେ ପ୍ରସ୍ତୁତିର ସମୀକ୍ଷା କରିଥିବା ସୂଚନା ମିଳିଛି। ପ୍ରକାଶଯୋଗ୍ୟ, ସନ୍ଧ୍ୟାରେ…

7 years ago

ଶିକ୍ଷକ ବଦଳି ବାତିଲ ଦାବିରେ ଛାତ୍ର ଅଶାନ୍ତି

ଭଦ୍ରକ ଅଫିସ,୭।୧୨: ଭଦ୍ରକ ଜିଲା ସ୍କୁଲରେ ବଦଳି ଶିକ୍ଷକଙ୍କ ବାତିଲ ଦାବିରେ ଛାତ୍ର ଅଶାନ୍ତି ଦେଖାଦେଇଛି। ଏ ନେଇ ଶନିବାର ସ୍କୁଲ ଫାଟକରେ ଛାତ୍ରୀଛାତ୍ର ତାଲା ପକାଇ…

7 years ago

ଦୁର୍ଗମ ଅଞ୍ଚଳରେ ପୁଣି ହାତୀ ଆତଙ୍କ: ଭାଙ୍ଗିଲେ ଘର, ଉଜାଡିଲେ ଫସଲ

ଭବାନୀପାଟଣା,୭।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ଲଞ୍ଜିଗଡ଼ ବ୍ଲକ ଦୁର୍ଗମ ଅଞ୍ଚଳରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ବ୍ଲକର ପୋଖରୀବନ୍ଧ ପଞ୍ଚାୟତ ମେଲଭୁଟୁ ଗାଁରେ ଶୁକ୍ରବାର ବିଳମ୍ବିତ ରାତିରେ…

7 years ago

ନିଶାରେ ଛାତ୍ରୀଛାତ୍ରଙ୍କୁ ରାସ୍ତାରେ ଆଣ୍ଠେଇବା ଘଟଣା: ବହିଷ୍କାର ପରେ ଗିରଫ ହେଲେ ଅଭିଯୁକ୍ତ ଶିକ୍ଷକ

ଯାଜପୁର ଅଫିସ,୭।୧୨: ନିଶାସକ୍ତ ଅବସ୍ଥାରେ ଛାତ୍ରୀଛାତ୍ରଙ୍କୁ ରାସ୍ତା ମଝିରେ ଆଣ୍ଠେଇବା ଘଟଣାରେ ଗଣଶିକ୍ଷକ ମକରନ୍ଦ ମହାନ୍ତଙ୍କୁ ଗିରଫ ପରେ ଶନିବାର କୋର୍ଟ ଚାଲାଣ କରାଯାଇଥିବା ସୂଚନା ମିଳିଛି।…

7 years ago

ଦୁର୍ଘଟଣାରେ ଗୁରୁତର ଯୁବତୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୭।୧୨: ଗଞ୍ଜାମ ଜିଲା ଗେଟବଜ଼ାର ଛକରେ ଶୁକ୍ରବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏଥିରେ ବିଷ୍ଣୁ ପ୍ରଧାନ(୩୭)ଗୁରତର ହୋଇଥିଲେ। ତେବେ ଏମ୍‌କେସିଜି ମେଡିକଲରେ ଚିକିତ୍ସାଧୀନ…

7 years ago

ଓଭରଲୋଡିଂ ଯୋଗୁ ଓଲଟିଲା ସ୍କୁଲ ଅଟୋ: ଦ୍ୱିତୀୟ ଶ୍ରେଣୀ ଛାତ୍ରୀ ମୃତ, ୩ ଗୁରୁତର; ଗାଡ଼ିକୁ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

ପଟ୍ଟାମୁଣ୍ଡାଇ,୭।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗରା ଗାଁ ନିକଟରେ ଭାରସାମ୍ୟ ହରାଇ ଏକ ସ୍କୁଲ ଅଟୋ ଓଲଟିପଡ଼ିବାରୁ ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ…

7 years ago