ଆମ ଜିଲା ଖବର

ପୋସ୍କୋ ପରେ ଜେଏସ୍‌ଡବ୍ଲ୍ୟୁ ବିରୋଧରେ ଶାଣିତ ହେଲାଣି ସ୍ବର: ଜନଶୁଣାଣିକୁ ବିରୋଧ କରିବାକୁ ନିଷ୍ପତ୍ତି

ଜଗତ୍‌ସିଂହପୁର ଅଫିସ/କୁଜଙ୍ଗ,୩୦।୧୦(ସ୍ବ.ପ୍ର.): ଓଡ଼ିଶାରୁ ପୋସ୍କୋ ବିଦାୟ ନେବା ପରେ କମ୍ପାନୀ ପାଇଁ ଜଗତ୍‌ସିଂହପୁର ଜିଲାର ଢିଙ୍କିଆ ଚାରି ଦେଶର ଯେଉଁ ଜମି ଅଧିଗୃହିତ ହୋଇଥିଲା, ତା’ ଉପରେ…

6 years ago

କଳିଙ୍ଗ ବାଲିଯାତ୍ରା ଆୟୋଜନରେ ସ୍ବଚ୍ଛତାକୁ ନେଇ ଉଠିଲା ପ୍ରଶ୍ନ : ଟେଣ୍ଡର ପୂର୍ବରୁ ନିର୍ମାଣ ହେଲାଣି ଟେଣ୍ଟ

ପାରାଦୀପ,୩୦।୧୦(ସ୍ବ.ପ୍ର.): ପାରାଦୀପର ଅନ୍ୟତମ ଗଣପର୍ବ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ଆସନ୍ତା ନଭେମ୍ବର ୧୧ରୁ ୧୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପ୍ରଶାସନିକ ବିଧି ବ୍ୟବସ୍ଥାରେ ଆୟୋଜିତ ହେଉଥିବା…

6 years ago

କୋଇଲା ଖନନ ପାଇଁ ଗ୍ରାମ ଉଚ୍ଛେଦକୁ ବିରୋଧ: ହିଙ୍ଗୁଳା ଖଣି ଅଞ୍ଚଳରେ ତୀବ୍ର ଉତ୍ତେଜନା

ତାଳଚେର, ୨୯ା୧୦(ନି.ପ୍ର.)- ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍‌ସିଏଲ୍‌ର ହିଙ୍ଗୁଳା କୋଇଲା ଖଣି ନିକଟରେ ଥିବା ଭାଲୁଗାଡିଆ ଗ୍ରାମକୁ ମଙ୍ଗଳବାର ଜବରଦସ୍ତ ଉଚ୍ଛେଦ ବେଳେ ତୀବ୍ର ଉତ୍ତେଜନା ପ୍ରକାଶ…

6 years ago

ଲାଞ୍ଚ ମାମଲା: ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୨ ବର୍ଷ ଜେଲ

ଫୁଲବାଣୀ ଅଫିସ,୩୦ା୧୦: ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ବିଚାରପତି ଭଗବାନ ପ୍ରଧାନ ଏକ ଲାଞ୍ଚ ମାମଲାର ବିଚାର କରି ସାକ୍ଷ୍ୟ ଓ ପ୍ରମାଣ ଆଧାରରେ ଗୁଟିଙ୍ଗିଆ ପଞ୍ଚାୟତ ନିର୍ବାହୀ…

6 years ago

ଖୁଲୁଡି ହେବ ଅଗ୍ରଣୀ ପର୍ଯ୍ୟଟନୀ ସ୍ଥଳୀ; ଭିତ୍ତିଭୂମି ବିକାଶ ପାଇଁ ଖର୍ଚ୍ଚ ହେବ ୫ କୋଟି: ବିଧାୟକ

ପାଲଲହଡା,୨୯।୧୦(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡର ପ୍ରସିଦ୍ଧ ଶୈବପୀଠ ଝାରବେଡାସ୍ଥିତ ଖୁଲୁଡି ଗିରିଶ୍ୱର ମନ୍ଦିରର ବିକାଶ ପାଇଁ ଆଗାମୀ ୫ ବର୍ଷରେ ୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କା…

6 years ago

ବାବୁ ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ସୁବାସ ହତ୍ୟାର ପ୍ରତିଶୋଧ ନେବାକୁ ଯାଇ ହତ୍ୟା, ୪ ଗିରଫ

ଶେରଗଡ଼/ଧରାକୋଟ,୨୯ା୧୦ (ଡି.ଏନ୍‌.ଏ.)- ଶେରଗଡ ବ୍ଲକ ଧରାକୋଟ ଥାନା ବାଦଗଡ ଗ୍ରାମରେ ଗତ ୨୩ ତାରିଖରେ ଖଣ୍ଡାରେ ହାଣି ବାବୁ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି…

6 years ago

ଦନ୍ତା ଆକ୍ରମଣରେ ମା’ ଗୁରୁତର, ବର୍ତ୍ତିଲେ ଝିଅ

ଭଞ୍ଜନଗର,୨୯।୧୦(ଡି.ଏନ.ଏ.)- ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡରେ ମଙ୍ଗଳବାର ସୁଦ୍ଧା ପ୍ରାୟ ୩୫ରୁ ଉର୍ଦ୍ଧ୍ୱ ହାତୀ ଥିବା ଜଣାପଡ଼ିଛି। ସନ୍ଧ୍ୟା ହେଲେ ହାତୀମାନେ ଜଙ୍ଗଲରୁ ବାହାରି ଧାନ…

6 years ago

କାଠ ଫାଳିଆରେ ପୁଅକୁ ପିଟି ହତ୍ୟା ଘଟଣା: ଜେଲ ଗଲେ ବାପା

ଶେରଗଡ,୨୯ା୧୦(ଡି.ଏନ.ଏ.)- ଶେରଗଡ ବ୍ଲକ କେରିକେରି ଝୋଳା ଗ୍ରାମରେ ମଙ୍ଗଳବାର ରାତିରେ ବାପା ଶିବ ଗୌଡ ତାଙ୍କ ପୁଅ ପିଣ୍ଟୁଙ୍କୁ କାଠ ଫାଳିଆରେ ପିଟି ହତ୍ୟା କରିଥିଲେ। ଶେରଗଡ…

6 years ago

ବୋଲେରୋ ଚଢ଼ିଯିବାରୁ ଏକ ପରିବାରର ୩ଜଣଙ୍କ ମୃତ୍ୟୁ ଘଟଣା : ଯୋଡାରେ ଉତ୍ତେଜନା, ପରିବାରକୁ କ୍ଷତିପୂରଣ ଦାବି

ଯୋଡ଼ା, ୨୯।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରର ଗଣେଶ ଭବନ ଠାରେ ବୋଲେରୋ ଚଢ଼ିଯିବାରୁ ଏକ ପରିବାରର ୩ଜଣଙ୍କ ମୃତ୍ୟୁ ପରେ ପରିବାରକୁ ଆର୍ଥିକ କ୍ଷତି ପୂରଣ ଦାବି…

6 years ago

ମରାମତି ହେଉନି ଓଭରବ୍ରିଜ୍‌: କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲା ସିଭିଲ ସୋସାଇଟି

ବାଲେଶ୍ୱର ଅଫିସ,୨୯।୧୦-ବାଲେଶ୍ୱର ଫକୀରମୋହନ ଗୋଲେଇରୁ ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ଥିବା ରାଜ୍ୟର ସର୍ବପୁରାତନ ଓ ପ୍ରଥମ ଓଭରବ୍ରିଜ୍‌ର ମରାମତି ପାଇଁ ଦୀର୍ଘଦିନ ହେଲା ସିଭିଲ୍‌ ସୋସାଇଟି ଆନ୍ଦୋଳନ କରିଆସୁଥିଲା।…

6 years ago