ଆମ ଜିଲା ଖବର

ବ୍ରାହ୍ମଣୀ ଛାତିରେ ମାଫିଆ ରାଜ

ପରଜଙ୍ଗ, ୧୨।୨(ଡି.ଏନ.ଏ.) - ବ୍ରାହ୍ମଣୀ ଛାତିରେ ରାଜ୍‌ କରୁଛନ୍ତି ବାଲି ମାଫିଆ। ଏଥିପାଇଁ ନଦୀରେ ବନ୍ଧାଯାଇଛି ବାଲିବନ୍ଧ। ବଦଳାଯାଇଛି ଜଳସ୍ରୋତର ଦିଗ। ଦିନତମାମ ନଜର ଆଢୁଆଳରେ ରହି…

7 years ago

ବାୟୁ ପ୍ରଦୂଷଣ ସଚେତନତା କର୍ମଶାଳା: ସଚେତନତା ହିଁ ନିୟନ୍ତ୍ରଣରେ ସହାୟକ ହେବ

ଅନୁଗୋଳ ଅଫିସ୍‌, ୧୨।୨ - ଦେଶର ୧୦୨ଟି ସର୍ବାଧିକ ପ୍ରଦୂଷିତ ସହର ମଧ୍ୟରୁ ଅନୁଗୋଳ ଅନ୍ୟତମ। ଓଡ଼ିଶାରେ ଅନୁଗୋଳ ସମେତ ୭ଟି ସହର ଏହି ସର୍ବାଧିକ ପ୍ରଦୂଷିତ…

7 years ago

୮ମ ଜିଲା ମହୋତ୍ସବ ଉଦ୍‌ଘାଟିତ, ସୁପ୍ତ ପ୍ରତିଭା ଜାଗ୍ରତ କରିବା ମହୋତ୍ସବର ଲକ୍ଷ୍ୟ

ଅନୁଗୋଳ ଅଫିସ୍‌, ୧୨।୨ - ଅନୁଗୋଳ ଷ୍ଟାଡିୟମଠାରେ ମଙ୍ଗଳବାର ୮ମ ଜିଲା ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲାପାଳ ତଥା ସଂସ୍କୃତି ପରିଷଦ ଅଧ୍ୟକ୍ଷ ମନୋଜ…

7 years ago

ଦୁର୍ଗମ ଇଲାକାରେ ନେତା, ପ୍ରଶାସକ

କାମାକ୍ଷାନଗର, ୧୨।୨(ଡି.ଏନ.ଏ.) - ଢେଙ୍କାନାଳ ଜିଲାର ଆଦିବାସୀ ବହୁଳ କଙ୍କଡ଼ାହାଡ଼ ବ୍ଲକର ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ଏକୁଲ, ସେକୁଲ, କୋଟ, ପୁଟିପାଳ ଗ୍ରାମରେ ମଙ୍ଗଳବାର ନେତା…

7 years ago

ଲୁର୍ଦ୍ଦୁମେରୀଙ୍କ ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦ୍‌ଯାପିତ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୨।୨(ଡି.ଏନ୍‌.ଏ.)-ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗଁା ଠାରେ ଲୁର୍ଦ୍ଦୁମେରୀଙ୍କ ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦ୍‌ଯାପିତ ହୋଇଯାଇଛି। କଟକ ଡାଇଓସେସ୍ର ବିଶପ ଜୋହନ ବାରୱାଙ୍କ ତତ୍ତ୍ୱାବଧାନରେ ବିଭିନ୍ନ ମଣ୍ଡଳୀରୁ ଆସିଥିବା ଯାଜକ…

7 years ago

ଫାଇନାନ୍ସ ଏଜେଣ୍ଟଙ୍କୁ ମାରଣାସ୍ତ୍ର ଦେଖାଇ ୧.୩୮ଲକ୍ଷ ଲୁଟ୍‌

ସୋରଡା,୧୨ା୨(ଡି.ଏନ୍‌.ଏ.)- ସୋରଡା-ଶିଙ୍ଗିପୁର ରାସ୍ତାା କେଶରା ଗ୍ରାମ ନିକଟରୁ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୨ଟାରେ ଏକ ଅର୍ଥଲଗାଣକାରୀ ସଂସ୍ଥାର ୨ କ୍ଷେତ୍ର କର୍ମଚାରୀଙ୍କୁ ମାରଣାସ୍ତ୍ର ଦେଖାଇ ୧ଲକ୍ଷ…

7 years ago

ରାସ୍ତା ଉପରେ ପରିବା ବିକ୍ରି, ରହୁନି ଡଷ୍ଟବିନ୍‌

ଛତ୍ରପୁର,୧୨ା୨(ଡି.ଏନ.ଏ.)-ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମଙ୍ଗଳବାର ସନ୍ଧ୍ୟାରେ ଅଚାନକ ସାଇକେଲରେ ଛତ୍ରପୁର ଏନ୍‌ଏସି ବୁଲିଥିଲେ। ମଦ ଦୋକାନଠାରୁ ଆରମ୍ଭ କରି ଚା ଦୋକାନ, ପରିବା, ଛତୁ…

7 years ago

ଦକ୍ଷିଣା ନ ଦେବାରୁ ଭକ୍ତଙ୍କୁ ଖଣ୍ଡାରେ ହାଣିଲେ: ୨ ପୂଜକ ଗିରଫ

ପୁରୁଷୋତ୍ତମପୁର,୧୨ା୨(ଡି.ଏନ୍‌.ଏ.)- ଗଞ୍ଜାମର ଇଷ୍ଟଦେବୀ ପୁରୁଷୋତ୍ତମପୁରସ୍ଥିତ ମା’ ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଦକ୍ଷିଣା ନ ଦେବାରୁ ଜଣେ ମହିଳା ଭକ୍ତଙ୍କୁ ପୂଜକ ଗାଳିଗୁଲଜ…

7 years ago

ଡଙ୍କଲପାଡୁରେ ବସ୍‌ ଟ୍ରାଜେଡି: ଦ୍ରୌପଦୀଙ୍କୁ ସହାୟତା ପ୍ରତିଶ୍ରୁତି ଦେଲେ ଜିଲାପାଳ

ଗୋପାଳପୁର,୧୨ା୨-ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଡଙ୍କଲପାଡୁ ରାସ୍ତାରେ ଗତ ରବିବାର ନିର୍ବନ୍ଧ ପାଇଁ ଯାଉଥିବା ଏକ ବସ୍‌ ୧୧ କେଭି ବିଦ୍ୟୁତ୍‌ ତାରରେ ଲାଗିଯିବାରୁ ୧୦ ଜଣଙ୍କ…

7 years ago

ସରକାରୀ ଜମିରେ ଛତୁଆ ପ୍ରସ୍ତୁତି କେନ୍ଦ୍ର: ତହସିଲ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ

କେନ୍ଦୁଝର,୧୨।୨ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବାଂଶପାଳ ବ୍ଲକ କୁମୁଣ୍ଡି ପଞ୍ଚାୟତ ତଳଜାଗର ଡୁମୁରିଡିହି ସାହିରେ ସରକାରୀ ଜମିରେ ବେଆଇନ ଭାବେ ଛତୁଆ ପ୍ରସ୍ତୁତି କେନ୍ଦ୍ର ହୋଇଥିବା ଅଭିଯୋଗ କରାଯାଇଛି।…

7 years ago