ଆମ ଜିଲା ଖବର

ଅଦିନିଆ ବର୍ଷାରେ ଯୋଡା ବେହାଲ

ଯୋଡ଼ା, ୯।୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରରେ ଅଦିନିଆ ବର୍ଷା ଫଳରେ ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଯୋଡା ସହରରେ ଥିବା ପିଚୁ ରାସ୍ତା…

7 years ago

ଛାତ୍ରୀ ଆତ୍ମହତ୍ୟା ଘଟଣା: ଓଏଚ୍‌ଆର୍‌ସି ନିକଟରେ ଫେରାଦ ହେବ ରାଷ୍ଟ୍ରୀୟ ପରିଷଦ

ଭଦ୍ରକ ଅଫିସ, ୯।୨- ଟ୍ରେନ୍‌ ଆଗକୁ ଡେଇଁ ଛାତ୍ରୀ ଆତ୍ମହତ୍ୟା ଘଟଣା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ପୋଲିସ ପକ୍ଷରୁ ଶୁକ୍ରବାର ରାତିରୁ ତଦନ୍ତ ଆରମ୍ଭ…

7 years ago

ସରୁନି ଅଙ୍ଗନୱାଡି ଗୃହ ନିର୍ମାଣ

ଭଦ୍ରକ ଅଫିସ,୯।୨- ଭଦ୍ରକ ଜିଲାରେ ସମନ୍ବିତ ଶିଶୁ ବିକାଶ ଯୋଜନା ମାଧ୍ୟମରେ ୩ ରୁ ୬ବର୍ଷର ପିଲାଙ୍କୁ ପୁଷ୍ଟିକର ଖାଦ୍ୟ ଓ ଶିକ୍ଷା ପ୍ରତି ମନୋନିବେଶ କରି…

7 years ago

ମୟୂରଭଞ୍ଜରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ: କ୍ଷେତ୍ର ପରିଦର୍ଶନ ସହ ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା

ବାରିପଦା ଅଫିସ, ୯।୨-ରାଜ୍ୟ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଟୁକୁନି ସାହୁ ଶନିବାର ଦିନିକିଆ ମୟୂରଭଞ୍ଜ ଜିଲା ଗସ୍ତ କରି…

7 years ago

ମନ୍ଥର ଗତିରେ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଜଳେଶ୍ୱର, ୯।୨(ସ୍ବ.ପ୍ର.)-ଦୁଇବର୍ଷ ପୂର୍ବେ ଆରମ୍ଭ ହୋଇଥିବା ବହୁ ପ୍ରତୀକ୍ଷିତ ବାଲେଶ୍ୱର ଜିଲାର ଚାଲନ୍ତି ରେଳ ଓଭରବ୍ରିଜ୍‌ର ଅବଧି ଆଉ ୬ମାସ ବାକି ଅଛି। ଏହାର ଏକ ଚତୁର୍ଥାଂଶ…

7 years ago

ବିଭିନ୍ନ ସ୍ଥାନରେ ଅଗ୍ନିକାଣ୍ଡ: ୯ ବଖରା ଜଳିଗଲା, ଗୃହପାଳିତ ପ୍ରାଣୀ ଜୀବନ୍ତ ଦଗ୍ଧ

ଜଳେଶ୍ୱର/ବାଲିଆପାଳ, ବସ୍ତା, ୯।୨(ସ୍ବ.ପ୍ର)- ବାଲେଶ୍ୱର ଜିଲା ୩ଟି ସ୍ଥାନରେ ଅଗ୍ନିକାଣ୍ଡ ଘଟି ମୋଟ ୯ ବଖରା ଜଳିଯିବା ସହ ଗୃହପାଳିତ ପ୍ରାଣୀ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଜଳେଶ୍ୱର…

7 years ago

ଯୁବକଙ୍କୁ ହତ୍ୟା, କାରଣ ଅସ୍ପଷ୍ଟ

ଫୁଲବାଣୀ,୮।୨(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଟିକାବାଲି ବ୍ଲକ ସାରଙ୍ଗଡ଼ ଥାନା ଅନ୍ତର୍ଗତ ପାବୁରିଆ ବଜାରରେ ଶନିବାର ସନ୍ଧ୍ୟାରେ ଏକ ହତ୍ୟାକାଣ୍ଡ ଘଟିଛି। ପାବୁରିଆ ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜଣେ…

7 years ago

ବଡ଼ରମା ରେଞ୍ଜରେ ମାଈହାତୀର ମୃତ୍ୟୁ

ଜମନକିରା,୮।୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ବାମରା ବନ୍ୟପ୍ରାଣୀ ବନାଞ୍ଚଳ ଅନ୍ତର୍ଗତ ବଡ଼ରମା ରେଞ୍ଜ ପଥୁରିଆରେ ଶନିବାର ଏକ ମାଈହାତୀର ମୃତ୍ୟୁ ଘଟିଛି। ବନ ବିଭାଗ ପକ୍ଷରୁ…

7 years ago

ନାଟକ ‘ଜାଣି ଅଜଣା’ ମାଧ୍ୟମରେ ସଚେତନତା ବାର୍ତ୍ତା

ରୂପ୍‌ସା, ୮।୨(ଡି.ଏନ.ଏ.): ବାଲେଶ୍ୱର ଜିଲାସ୍ତରୀୟ ଆଶାକର୍ମୀ ଓ ଗାଁ କଲ୍ୟାଣ ସମିତି ସମାବେଶରେ ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆନୁକୂଲ୍ୟରେ ଶୁକ୍ରବାର ଏକ ସ୍ବାସ୍ଥ୍ୟ…

7 years ago

ହାତୀ ଘଉଡ଼ାଇବା ବେଳେ ବାଣ ନିଆଁ କାଳ ହେଲା: ଜଳିଗଲା ଘର, ୪ ଗାଈ ଜୀବନ୍ତ ଦଗ୍ଧ

ଜଳେଶ୍ୱର, ୮।୨(ସ୍ବ.ପ୍ର.): ବାଲେଶ୍ୱର ଜିଲାର ରାଇବଣିଆ ଅଞ୍ଚଳରେ ହାତୀ ଉପଦ୍ରବ ବୃଦ୍ଧି ପାଇବାରେ ଲାଗିଛି। ବାଣରେ ନିଆଁ ଲଗାଇ ହାତୀ ଘଉଡ଼ାଇବା ପାଇଁ ଉଦ୍ୟମ କରାଯାଉଥିବା ବେଳେ…

7 years ago