ଆମ ଜିଲା ଖବର

କରୋନା ଭୟ: ବିଦେଶରୁ ଫେରିଥିବା ୧୩ବ୍ୟକ୍ତିଙ୍କ ଡାକ୍ତରୀ ପରୀକ୍ଷା

ଭୋଗରାଇ, ୮।୨(ଡି.ଏନ.ଏ.): କରୋନା ଭାଇରାସ କାୟାବିସ୍ତାର କରି ଚାଲିଥିବା ବେଳେ ବିଦେଶରୁ ଫେରିଥିବା ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳର ୧୩ଜଣ ବ୍ୟକ୍ତିଙ୍କୁ ବିଭିନ୍ନ ବିମାନବନ୍ଦରରେ ଡାକ୍ତରୀ ପରୀକ୍ଷା…

7 years ago

ଅଦିନିଆ ବର୍ଷା : ବ୍ୟାପକ ଫସଲ କ୍ଷୟକ୍ଷତି

ସିଂହପୁର,୮।୨(ଡି.ଏନ୍‌.ଏ.) : ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ସିଂହପୁର ଅଞ୍ଚଳରେ ଅଦିନିଆ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତିନିଦିନ ହେଲା ଝିପିଝିପି ବର୍ଷା ଲାଗି ରହିଛି।…

7 years ago

ଆବାସ ନିର୍ମାଣ କାର୍ଯ୍ୟ ତଦାରଖ

ଭଣ୍ଡାରିପୋଖରୀ,୮।୨(ଡି.ଏନ.ଏ.): ଭଦ୍ରକ ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାଶ, ଭଣ୍ଡାରିପୋଖରୀ ବିଡିଓ ବନମାଳି ତରାଇ ଓ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ ମିଶ୍ର ଶନିବାର ଭଣ୍ଡାରିପୋଖରୀ…

7 years ago

ପ୍ରାଣୀ ଚିକିତ୍ସାଳୟ ପୁନଃ କାର୍ଯ୍ୟକ୍ଷମ ଲାଗି ଜିଲାପାଳ, ବିଧାୟକଙ୍କୁ ଦାବି

ଭବାନୀପାଟଣା,୮।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତ ମୂଷାନାଳଠାରେ ଭଗ୍ନ ଅବସ୍ଥାରେ ପଡି ରହିଥିବା ପ୍ରାଣୀ ଚିକିତ୍ସାଳୟକୁ ପୁନର୍ବାର ଚାଲୁ ପାଇଁ ମୂଷାନାଳ ଗ୍ରାମବାସୀ ଜିଲାପାଳଙ୍କୁ…

7 years ago

ଇପିଏଫ୍‌ ପେନସନର ଆସୋସିଏଶନ୍‌ର କଳାହାଣ୍ଡି ଜିଲା ପ୍ରଶାସନକୁ ଦାବିପତ୍ର

ଭବାନୀପାଟଣା,୮।୨(ଡି.ଏନ୍‌.ଏ.): ଅଲ୍‌ ଓଡ଼ିଶା ଇପିଏଫ୍‌ ପେନ୍‌ସନର ଆସୋସିଏଶନ୍‌ କଳାହାଣ୍ଡି ଶାଖା ପକ୍ଷରୁ ବିଭିନ୍ନ ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଶନିବାର ଜିଲା ପ୍ରଶାସନକୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।…

7 years ago

ଦୁର୍ଗମ ଅଞ୍ଚଳରେ ମୋବାଇଲ ଟାୱାର ପ୍ରତିଷ୍ଠା ପାଇଁ କମ୍ପାନୀ ଅଧିକାରୀଙ୍କୁ ଚିଠି ଲେଖିଲେ ଜିଲାପାଳ

ଭବାନୀପାଟଣା,୮।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ଦୁର୍ଗମ ଅଞ୍ଚଳରେ ବିଏସ୍‌ଏନ୍‌ଏଲ୍‌, ଏୟାରଟେଲ ଏବଂ ଜିଓ ନେଟ୍‌ଓ୍ବର୍କ ଲାଗି ଟାୱାର ପ୍ରତିଷ୍ଠା ପାଇଁ ଜିଲାପାଳ ଡ. ଗାଭିଲ ପରାଗ ହର୍ଷଦ ସଂପୃକ୍ତ…

7 years ago

ସୂଚନା ଅଧିକାର କର୍ମୀ ରଞ୍ଜନଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କଲା ପିସିସି

ମାର୍ଶାଘାଇ,୮।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ମାଣିକପୁର ଗ୍ରାମର ସୂଚନା ଅଧିକାର କର୍ମୀ ରଞ୍ଜନ ଦାସଙ୍କ ମୃତ୍ୟୁକୁ ନେଇ ଶନିବାର ମାଣିକପୁର ଗ୍ରାମରେ ପ୍ରଦେଶ କଂଗ୍ରେସ…

7 years ago

ବୈତରଣୀ ଚଉପଦି ଘାଟିରୁ ବସ୍ତାରେ ବନ୍ଧା ଅବସ୍ଥାରେ ଦୁଇ ମୃତଦେହ ଉଦ୍ଧାର

ପାଟଣା/ଚମ୍ପୁଆ,୮।୨(ସ୍ବ.ପ୍ର/ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାରିଆ ଥାନା ଅନ୍ତର୍ଗତ ବୈତରଣୀ ନଦୀର ଫୁଲକଁଳେଇ ଖଲି ଚଉପଦି ଘାଟିରେ ବସ୍ତାରେ ବନ୍ଧା ହୋଇଥିବା ଅବସ୍ଥାରେ ଶନିବାର ଦୁଇଟି ମୃତଦେହ ଉଦ୍ଧାର…

7 years ago

ବ୍ରହ୍ମପୁରରେ ପୋଲିସ ଡିଜି: ଅପରାଧ ସ୍ଥିତି, ୫ଟି ଉପରେ କଲେ ସମୀକ୍ଷା

ବ୍ରହ୍ମପୁର ଅଫିସ,୮।୨: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ଶନିବାର ବ୍ରହ୍ମପୁର ଗସ୍ତରେ ଆସି ଦକ୍ଷିଣାଞ୍ଚଳ ରେଞ୍ଜ ଡିଆଇଜିଙ୍କ ସମ୍ମିଳନୀ କକ୍ଷରେ ୫ଟି ପୋଲିସ ଜିଲାର ଏସ୍‌ପିଙ୍କୁ…

7 years ago

ଜାଲ ପ୍ରମାଣପତ୍ର ଦେଇ ଚାକିରି କରିଥିବା ଶିକ୍ଷକ ଗିରଫ

କର୍ଲାମୁଣ୍ଡା,୮।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲସ୍ଥିତ ପୁରୁଷୋତ୍ତମ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକତା କରୁଥିବା ଜଣେ ନକଲି ଶିକ୍ଷକଙ୍କୁ ଗିରଫ କରାଯାଇଛି। ଜାଲ ପ୍ରମାଣପତ୍ର ଦେଇ…

7 years ago