ଆମ ଜିଲା ଖବର

ଭାସିଯାଉଥିବା ବେଳେ ବ୍ୟକ୍ତିଙ୍କ ଜୀବନ ବଞ୍ଚାଇଲେ ୨ ବାଳକ: ଉଭୟଙ୍କୁ ପୁରସ୍କାର ଦାବି

ଜୟପୁର,୭।୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ସହର ଗାନ୍ଧୀଛକ ନିକଟସ୍ଥ କୋଲାବ ଇରିଗେଶନ ବିଭାଗ କେନାଲ ପୋଲ ଉପରୁ ଶୁକ୍ରବାର ଜଣେ ବ୍ୟକ୍ତି ପାଣି ଭିତରକୁ ଖସି ପଡ଼ିଥିଲେ…

7 years ago

ପୋଲିସ ଜାଣତରେ ଦେହ ବ୍ୟବସାୟ

କଟକ ଅଫିସ,୭।୨: କଟକ ରେଳଷ୍ଟେଶନ ନିକଟରେ ବେଧଡକ ଭାବେ ଚାଲିଛି ସେକ୍ସ ର଼୍ୟାକେଟ୍‌। ଏହି ବେଆଇନ କାର୍ଯ୍ୟ ସମ୍ପର୍କରେ ପୋଲିସକୁ ଅଛପା ନାହିଁ। ପିସିଆର ଭ୍ୟାନ ଏହି…

7 years ago

ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ବ୍ଲକ ଯୋଗାଣ ନିରୀକ୍ଷକ

ଜଟଣୀ,୭।୨(ଡି.ଏନ.ଏ.): ଖୋର୍ଦ୍ଧା ବ୍ଲକର ମହିଳା ଯୋଗାଣ ନିରୀକ୍ଷକ ମାର୍ଶାଲିନ ପଢିଆରୀ ୨୦ ହଜାର ଟଙ୍କା ଲାଞ୍ଚ ଡିଲରମାନଙ୍କଠାରୁ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଗୁରୁବାର ଧରା ପଡ଼ିଛନ୍ତି।…

7 years ago

ନିର୍ଦ୍ଧାରଣ ହୋଇପାରୁନି ଅବଢ଼ା ଦର

ପୁରୀ ଅଫିସ,୭।୨: ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ ସେଥିଲାଗି ସବୁପ୍ରକାର ବ୍ୟବସ୍ଥା କରିବାକୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ ରହିଛି। ଶ୍ରୀମନ୍ଦିର ପ୍ରଶାସନ ମଧ୍ୟ…

7 years ago

ଠିକାଦାର ଦିଲୀପ, ଇସ୍କନ ବିରୋଧରେ ପୃଥକ୍‌ ମାମଲା

ପୁରୀ ଅଫିସ,୭।୨: ଭୁବନେଶ୍ୱର ବିମାନବନ୍ଦରରେ ନିର୍ମାଣାଧୀନ କୋଠାର ଛାତ ଭୁଶୁଡ଼ିବା ଘଟଣାରେ ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଠିକାଦାର ଦିଲୀପ ଖଟେଇଙ୍କ ବିରୋଧରେ ଆଇନଜୀବୀ ପ୍ରିୟଦର୍ଶନ…

7 years ago

ଚିକିତ୍ସାରେ ଅବହେଳା ଅଭିଯୋଗ

ବାଲେଶ୍ୱର ଅଫିସ,୭।୨: ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ପଦ୍ମପୁର ଗ୍ରାମର ଜଣେ ରୋଗୀଙ୍କୁ ଅପରେଶନ ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ରୋଗୀଙ୍କୁ ନିଶ୍ଚେତକ ଦେଇ ଦୀର୍ଘ…

7 years ago

ମୁନିଗୁଡ଼ାରେ ମାଓବାଦୀ ବିରୋଧୀ ପୋଷ୍ଟର

ମୁନିଗଡ଼ା,୭।୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ବୁର୍ଷିଖମ୍ବା ଗ୍ରାମ ଛକସ୍ଥିତ ଯାତ୍ରୀ ବିଶ୍ରାମାଗାରରେ ମାଓବାଦୀ ବିରୋଧୀ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ଉକ୍ତ ପୋଷ୍ଟରରେ ଡଙ୍ଗରିଆ କନ୍ଧ…

7 years ago

ମାଟ୍ରିକ ପରୀକ୍ଷା: ମିଳିଲା ଆଡ୍‌ମିଟ୍‌ କାର୍ଡ

କଟକ ଅଫିସ,୭।୨: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା, ମଧ୍ୟମା ପରୀକ୍ଷା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଆସନ୍ତା ୧୯ରୁ…

7 years ago

ବରିଷ୍ଠ ସାମ୍ବାଦିକଙ୍କ ପତ୍ନୀ ବିୟୋଗ

ଭୁବନେଶ୍ୱର,୭।୨(ବ୍ୟୁରୋ): ଧରିତ୍ରୀର ବରିଷ୍ଠ ସାମ୍ବାଦିକ ତଥା ବାଲେଶ୍ୱର ସଂସ୍କରଣ ମୁଖ୍ୟ ଉପେନ୍ଦ୍ର ପ୍ରସାଦ ମହାଲାଙ୍କ ଧର୍ମପତ୍ନୀ ପ୍ରଭାତୀ ମହାଲା(୫୧)ଙ୍କ ଗୁରୁବାର ରାତି ସାଢ଼େ ୧୦ଟାରେ ଭୁବନେଶ୍ୱରର ଏକ…

7 years ago

ଏସ୍‌ସିବି ମେଡିକାଲରେ ପ୍ରଥମ ସ୍ବାଇନ୍‌ ଫ୍ଲୁ ରୋଗୀ

କଟକ ଅଫିସ,୭।୨: କଟକ ଏସ୍‌ସିବି ମେଡିକାଲରେ ଚଳିତବର୍ଷର ପ୍ରଥମ ସ୍ବାଇନ୍‌ ଫ୍ଲୁ ରୋଗୀ ଭର୍ତ୍ତି ହୋଇଛନ୍ତି। ୩୦ ବର୍ଷୀୟ ଏହି ଯୁବକଙ୍କ ଘର ଢେଙ୍କାନାଳ ଜିଲାରେ ବୋଲି…

7 years ago