ଆମ ଜିଲା ଖବର

କାଳିଆ ଅର୍ଥ ହେରଫେର ମାମଲାରେ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାନୁଷ୍ଠାନ: ସେବା ସମବାୟ ସମିତି ସମ୍ପାଦକ ନିଲମ୍ବିତ, ଡାଟା ଏଣ୍ଟ୍ରି ଅପରେଟରଙ୍କ ବିରୋଧରେ ଏତଲା

ଛତ୍ରପୁର, ୫।୨(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲା ଧରାକୋଟ ବ୍ଲକ ସିଙ୍ଗିପୁର ସୋସାଇଟିରେ କାଳିଆ ଯୋଜନା ଅର୍ଥ ହିତାଧିକାରୀଙ୍କ ବଦଳରେ ଅନ୍ୟ ଜଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର କରି ହେରଫେର…

7 years ago

କଳାହାଣ୍ଡି ବନ୍ଦ ପରିବର୍ତ୍ତେ ଓକିଲ ସଂଘର କୋର୍ଟ ବର୍ଜନ

ଭବାନୀପାଟଣା,୫।୨(ଡି.ଏନ୍‌.ଏ.): ବୁଧବାର ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦିଆଯାଇ ଥିବା ବେଳେ କଳାହାଣ୍ଡି ଜିଲା ଏଥିରେ ସାମିଲ ହୋଇ ନାହିଁ। ମାତ୍ର କଳାହାଣ୍ଡି ବନ୍ଦ ପାଳନ ପରିବର୍ତ୍ତେ…

7 years ago

ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରଙ୍କ ଧାରଣା

ଅନୁଗୋଳ ଅଫିସ,୫।୨: ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରମାନେ ବୁଧବାର ମହାବିଦ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ପରେ ସେମାନେ ଏକ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ…

7 years ago

ଗଞ୍ଜାମରେ ନ୍ୟାଶନାଲ ଡିଫେନ୍ସ ଏକାଡେମୀ ପ୍ରତିନିଧି ଦଳ

ଛତ୍ରପୁର,୫।୨(ଡି.ଏନ୍‌.ଏ.): ନ୍ୟାଶନାଲ ଡିଫେନ୍ସ ଏକାଡେମୀର ଭାରତ, ଉଗାଣ୍ଡା, ନେପାଳର ୧୪ ଜଣିଆ ପ୍ରତିନିଧି ଦଳ ବୁଧବାର ଗଞ୍ଜାମ ଜ଼ିଲା ଗସ୍ତରେ ଆସିଛନ୍ତି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ…

7 years ago

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି: ପାଟଣାଗଡ଼ରେ ବନ୍ଦର ପ୍ରଭାବ

ପାଟଣାଗଡ଼,୫।୨(ଡି.ଏନ୍‌.ଏ.): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବୁଧବାର ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ପାଟଣାଗଡ଼ ଉପଖଣ୍ଡରେ ମଧ୍ୟ ଦେଖିବାକୁ…

7 years ago

ଭିଜିଲାନ୍ସ ଜାଲରେ ସୋର ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ

ସୋର,୫।୨(ଡି.ଏନ୍‌.ଏ.): ସୋର ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ ବାସୁଦେବ ପ୍ରସାଦ ସାହୁଙ୍କୁ ବାଲେଶ୍ୱର ଭିଜିଲାନ୍ସ ବିଭାଗ ବୁଧବାର ଗିରଫ କରିଛି। ସନ୍ତୋଷ କୁମାର ନାୟକ ନାମକ ଜଣେ…

7 years ago

ଗଞ୍ଜାମରେ ଶିଶୁ ସୁରକ୍ଷା ଆୟୋଗ: ଶୈଶବ ସୁରକ୍ଷିତ ଦିଗରେ ସଚେତନତା

ଛତ୍ରପୁର,୫।୨(ଡି.ଏନ୍‌.ଏ.) : ୨୦୨୫ ସୁଦ୍ଧା ରାଜ୍ୟ ହେବ ଶିଶୁଶ୍ରମିକ ମୁକ୍ତ। ଶୈଶବ କିପରି ସୁରକ୍ଷିତ ରହିବ ସେ ଦିଗରେ ସରକାର ଲକ୍ଷ୍ୟ ରଖିଛନ୍ତି। ଛତ୍ରପୁର ସର୍କିଟ ହାଉସ…

7 years ago

ହାଇକୋର୍ଟ ବେଞ୍ଚ ଦାବିରେ ବିଜେପୁର ବନ୍ଦ: ଜୀବନଯାତ୍ରା ବ୍ୟାହତ

ବିଜେପୁର,୫।୨(ଡି.ଏନ୍‌.ଏ.) : ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ଦାବିରେ ବୁଧବାର ହୋଇଥିବା ଆନ୍ଦୋଳନରେ ବରଗଡ଼ ଜିଲା ବିଜେପୁର ବ୍ଲକରେ ବନ୍ଦ ପାଳନ କରାଯାଇଛି। ସ୍ବତଃସ୍ଫୁର୍ତ୍ତ ଭାବେ ଦୋକାନ…

7 years ago

ଓପିଏସ୍‌ସିର ନୂଆ ପୋର୍ଟାଲ ଉଦ୍‌ଘାଟିତ: ଛାତ୍ରୀଛାତ୍ରଙ୍କୁ ମିଳିବ ସମସ୍ତ ତଥ୍ୟ

କଟକ ଅଫିସ,୫।୨: ଓଡ଼ିଶା ପବ୍ଲିକ ସର୍ଭିସ କମିଶନ(ଓପିଏସ୍‌ସି)ର ନୂଆ କମ୍ପ୍ରେନସିଭ୍‌ ସିଲେକ୍ସନ ମ୍ୟାନେଜମେଣ୍ଟ ସିଷ୍ଟମ (ସିଏସ୍‌ଏମ୍‌ଏସ୍‌) ପୋର୍ଟାଲ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଏହି ପୋର୍ଟାଲରେ ଆଶାୟୀ ଛାତ୍ରୀଛାତ୍ରଙ୍କୁ…

7 years ago

ବେଆଇନ ହୋମିଓପ୍ୟାଥିକ୍‌ ଔଷଧ ଜବତ

ଜୟପୁର,୫।୨(ଡି.ଏନ.ଏ): କୋରାପୁଟ ଜିଲା ଜୟପୁର ସହର ଲିଙ୍ଗରାଜ ନଗରଠାରେ ବେଆଇନ ଭାବେ ରଖାଯାଇଥିବା ୮୦୦ଟି ହୋମିଓପ୍ୟାଥିକ ଔଷଧ ବୋତଲ ଜବତ କରାଯାଇଛି। ଟାଉନ ଥାନା ଏବଂ ଡ୍ରଗ୍ସ…

7 years ago