ଆମ ଜିଲା ଖବର

ବିଟେକ୍‌ ଛାତ୍ରଙ୍କ ମୃତ୍ୟୁ ଘଟଣା: ଏସ୍‌ପିଙ୍କୁ ଭେଟି ତଦନ୍ତ ଦାବି କଲେ ମା’,ବାପା

ଛତ୍ରପୁର,୧୬ା୧୧(ଡି.ଏନ.ଏ) -ବ୍ରହ୍ମପୁର ରାମହରିନଗରର ରବୀନ୍ଦ୍ର ନାଥ ମିଶ୍ରଙ୍କ ପୁଅ ହ୍ରିତିକଙ୍କ ମୃତ୍ୟୁ ଦୁର୍ଘଟଣାଜନିତ ବୋଲି ଚମାଖଣ୍ଡି ପୋଲିସ କହିଛି। ମାତ୍ର ହ୍ରିତିକଙ୍କ ମା’, ବାପା ଏଥିରେ ସନ୍ଦେହ…

7 years ago

ଭିଜିଲାନ୍ସ ଜାଲରେ ବୈଧମାପ, ଓଜନ ବିଭାଗ ବରିଷ୍ଠ ନିରୀକ୍ଷକ

ଜଗତ୍‌ସିଂହପୁର ଅଫିସ,୧୬ା୧୧: ଭିଜିଲାନ୍ସ ଜାଲରେ ପଡିଛନ୍ତି ବୈଧମାପ ଏବଂ ଓଜନ ବିଭାଗ ଜଗତ୍‌ସିଂହପୁର କାର୍ଯ୍ୟାଳୟ ସହକାରୀ ନିୟନ୍ତ୍ରକ ତଥା ପାରାଦୀପସ୍ଥିତ ବିଭାଗୀୟ ବରିଷ୍ଠ ନିରୀକ୍ଷକ ବିଶ୍ରାନ୍ତ କୁମାର…

7 years ago

ପାହାଡ଼ରୁ ନାବାଳକଙ୍କ କଙ୍କାଳ ଉଦ୍ଧାର: ହତ୍ୟା ସନ୍ଦେହ, ଜଣେ ଅଟକ

ବୁଗୁଡ଼ା,୧୬ା୧୧(ଡି.ଏନ.ଏ.)-ଗଞ୍ଜାମ ଜିଲା ଚିକିଟି ନିକଟସ୍ଥ ଦିଗବାରିଣୀ ପାହାଡ଼ରୁ ଶୁକ୍ରବାର ବୁଗୁଡ଼ା ପୋଲିସ ଜଣେ ନାବାଳକଙ୍କ କଙ୍କାଳ ଉଦ୍ଧାର କରିଛି। ନାବାଳକ ଜଣକ ହେଲେ ଝୋଲରୀ ଗ୍ରାମର ପରମେଶ୍ୱର…

7 years ago

ଶିଶୁ ରାଇଜର ୪୭ ତମ ବାର୍ଷିକ ଉତ୍ସବ

ନୟାଗଡ଼ ଅଫିସ,୧୬ା୧୧: ନୟାଗଡ଼ ଜିଲା ଓଡ଼ଗାଁ ବ୍ଳକ ବଡ଼ପୁଟସ୍ଥିତ ଚାଚା ନେହେରୁ ଶିଶୁ ରାଇଜର ୪୭ତମ ବାର୍ଷିକ ଉତ୍ସବ ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ…

7 years ago

ପ୍ରୋଗ୍ରାମ ଅଧିକାରୀ ବହିଷ୍କୃତ

ନୟାଗଡ଼ ଅଫିସ,୧୬।୧୧: ନୟାଗଡ଼ ଜିଲା ସମାଜ ମଙ୍ଗଳ କାର୍ଯ୍ୟାଳୟରେ କାର୍ଯ୍ୟରତ ପ୍ରୋଗ୍ରାମ ଅଧିକାରୀ ଚୂଡ଼ାମଣି ମୁର୍ମୁଙ୍କୁ ବିଭାଗୀୟ ପ୍ରମୁଖ ସଚିବ ବହିଷ୍କୃତ କରିଛନ୍ତି। ଗତ ୬ ତାରିଖରେ…

7 years ago

କାମରେ ଲାଗୁନି ବରିପାଳ ଫରେଷ୍ଟ ବିଟ୍‌

ଘସିପୁରା,୧୬।୧୧(ଡି.ଏନ.ଏ.)- କେନ୍ଦୁଝର ଜିଲାରେ କାଠ ଚୋରଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଥିବାରୁ ବନ ସମ୍ପଦ ଉଜଡ଼ିବାରେ ଲାଗିଛି। ଆବଶ୍ୟକ କର୍ମଚାରୀ ଅଭାବରୁ ଜଙ୍ଗଲ ସୁରକ୍ଷା କାର୍ଯ୍ୟ ବାଧାପ୍ରାପ୍ତ ହେଉଥିବା…

7 years ago

ପଲିଥିନ୍‌ ଧରପଗଡ଼: ୧୦କେ.ଜି. ଜବତ, ୫ହଜାର ଜରିମାନା ଆଦାୟ

ଖଣ୍ଡପଡା,୧୬।୧୧(ସ୍ବ.ପ୍ର.): ଖଣ୍ଡପଡା ସହରାଞ୍ଚଳର ମୁଖ୍ୟ ବଜାର ଓ ଗଳିକନ୍ଦିରେ ଥିବା ବ୍ୟବସାୟ ପ୍ରତିଷ୍ଠାନଗୁଡିକରେ ପଲିଥିନ୍‌ ବହୁଳ ବ୍ୟବହାର ହେଉଥିବା ନେଇ ବାରମ୍ବାର ଅଭିଯୋଗ ହେଉଥିଲା। ଏ ନେଇ…

7 years ago

ସୌର ବାଡ଼ ଓ ଟ୍ରେଞ୍ଚ ବିପର୍ଯ୍ୟସ୍ତ ସ୍ଥିିତିରେ

ଚମ୍ପୁଆ, ୧୬ା୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜରେ ବର୍ଷର ଅଧାରୁ ଅଧିକ ସମୟ ହାତୀ ଉପଦ୍ରବ ଲାଗି ରହୁଛି ା କେତେବେଳେ ଶିମିଳିପାଳ ଅଞ୍ଚଳରୁ ହାତୀପଲ ଚମ୍ପୁଆ ରେଞ୍ଜକୁ…

7 years ago

ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ଖେଳକୁଦ ପ୍ରତିଯୋଗିତା

ବାରିପଦା ଅଫିସ,୧୬ା୧୧- ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ନିର୍ଦ୍ଦେଶମତେ ଜିଲା ପ୍ରଶାସନ ତତ୍ତ୍ୱାବଧାନରେ ଲକ୍ଷ୍ମୀପୋଷିସ୍ଥିତ ସ୍ବତନ୍ତ୍ର ଅନ୍ଧ ଓ ବଧିର ବିଦ୍ୟାଳୟର ଖେଳପଡିଆରେ…

7 years ago

ହାତୀ ପାଇଁ ଚାଷଜମି ନଷ୍ଟ,ଚିନ୍ତାରେ ଚାଷୀ

କପ୍ତିପଦା,୧୬ା୧୧(ଡି.ଏନ୍‌.ଏ.)- କପ୍ତିପଦା ବ୍ଲକ୍‌ ଅଧୀନ ଲାବଣ୍ୟଦେଇପୁର ପଞ୍ଚାୟତ ମାହାରାସାହି କଟୁରିଆ ଗ୍ରାମରେ ଶିମିଳିପାଳରୁ ଆସିଥିବା ହାତୀ ପଶି ବ୍ୟାପକ ଚାଷଜମି ନଷ୍ଟ କରିଛନ୍ତି। ଏଥିନେଇ ଚାଷୀମାନେ ମୁଣ୍ଡରେ…

7 years ago