ଯୋଡ଼ା,୧୪।୧୧(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ୨ନଂ. ରାଜ୍ୟ ରାଜପଥ ଡିବି ସିଂ ଛକ ନିକଟସ୍ଥ ରାସ୍ତାରେ ଏକ ୧୨ ଚକିଆ ଟ୍ରକ ଭାରସାମ୍ୟ ହରାଇ…
ସାକ୍ଷୀଗୋପାଳ,୧୪।୧୧(ଡି.ଏନ୍.ଏ.): ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିରକୁ ଠାକୁରଙ୍କ ଦର୍ଶନ ନିମନ୍ତେ ଯାଇଥିବା ଜଣେ ତୀର୍ଥ ଯାତ୍ରୀ ଭୋଗ ଦୋକାନରେ ଛାଡ଼ି ଯାଇଥିବା ତାଙ୍କ ପର୍ସ ଫେରିପାଇଛନ୍ତି। ଭୋଗ…
ଯାଜପୁର ଅଫିସ,୧୪।୧୧: ଖରସ୍ରୋତାରେ ଗାଧୋଇବାକୁ ଯାଇଥିବା ବେଳେ ଗୁରୁବାର ଜଣେ ମୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଜରୀ ଗ୍ରାମର ବିଷ୍ଣୁଚରଣ…
କଟକ ଅଫିସ/ଭୁବନେଶ୍ୱର, ୧୪।୧୧(ବ୍ୟୁରୋ): ଜେଲ ଗଲେ ଗ୍ୟାଙ୍ଗ୍ଷ୍ଟର ସନ୍ଦୀପ ଆଚାର୍ଯ୍ୟ ଓରଫ ରାଜା। କଟକ ସିଜେଏମ୍ କୋର୍ଟରେ ଗୁରୁବାର ହାଜର କରାଯିବା ପରେ ତାଙ୍କୁ ଜେଲ ପଠାଯାଇଛି।…
ବାଲେଶ୍ୱର ଅଫିସ/ବାହାନଗା,୧୪।୧୧(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ପଣପଣାସ୍ଥିତ ଫାଲ୍କନ କମ୍ପାନୀର ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ କ୍ଲୋରିନ୍ ଗ୍ୟାସ୍ ଲିକ୍ ଘଟଣାରେ ୭ଜଣ ଅଧିକାରୀଙ୍କୁ ଗିରଫ…
ଲୋଇସିଂହା, ୧୪।୧୧(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ମୁରସୁଣ୍ଢି ଗାଁରେ ଉପଜିଲାପାଳ ସଞ୍ଜୟ ମିଶ୍ରଙ୍କୁ ଗୁରୁବାର ଗ୍ରାମବାସୀ ଅଟକ ରଖିଛନ୍ତି। ଗାଁରେ ହେଉଥିବା ବିଭିନ୍ନ ଅନିୟମିତତା ତଥା…
ମାଲକାନଗିରି,୧୪।୧୧(ଡି.ଏନ୍.ଏ.): ଠିକାଦାରଙ୍କୁ ବାଲି, ମାଟି, ମୁରୁମ, ପଥର ସାମଗ୍ରୀର ଟ୍ରାନ୍ଜିଟ ପାସ୍, ରସିଦ ଦାଖଲ ନିଷ୍ପତିକୁ ପ୍ରତ୍ୟାହାର ଆଦି ୧୦ ଦଫା ଦାବିନେଇ ଗୁରୁବାର ଜିଲା ଠିକାଦାର…
ଖୋର୍ଦ୍ଧା ଅଫିସ,୧୪।୧୧: ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅଟ୍ରି ଗ୍ରାମରୁ ସିରିଜ ଲୁଟ୍ ହୋଇଛି। ବୁଧବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ଅଟ୍ରି ଗ୍ରାମରେ ପଶି ହେମନ୍ତ…
କେନ୍ଦୁଝର,୧୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ମେଡିସିନ (ପୁରୁଷ) ଓ୍ବାର୍ଡରୁ ବୁଧବାର ରାତିରେ ନିଖୋଜ ହୋଇଯାଇଥିବା ଜଣେ ରୋଗୀଙ୍କ ମୃତଦେହ ମେଡିକାଲଠାରୁ ପ୍ରାୟ ଅଧ କିଲୋମିଟର ଦୂରରେ…
ଛତ୍ରପୁର,୧୪।୧୧(ଡି.ଏନ୍.ଏ.): ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର ରୟ ଗୁରୁବାର ଅଚାନକ ଛତ୍ରପୁର ହସ୍ପିଟାଲ ପରିଦର୍ଶନ କରିବା ସହ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ରୋଗୀଙ୍କୁ ଉତ୍ତମ ସେବା…