ଆମ ଜିଲା ଖବର

ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜିଙ୍କ ନିକଟରେ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ଆତ୍ମସମର୍ପଣ, ଘୋଷଣା ହୋଇଥିଲା ୫ ଲକ୍ଷର ପୁରସ୍କାର ରାଶି

ମାଲକାନଗିରି,୨୫।୨(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ପୋଲିସ କାର୍ଯ୍ୟାଳୟଠାରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ସଫିନ୍‌ ଅହମ୍ମଦ କେଙ୍କ ନିକଟରେ ଆଜି ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେ ହେଲେ…

7 years ago

ରଣଝାଲି ଗ୍ରାମରେ ପାନୀୟ ଜଳ ସଙ୍କଟ: ହାଣ୍ଡି ମାଠିଆ ଧରି ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ମହିଳା

ପୁରୁଷୋତ୍ତମପୁର,୨୫।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ରଣଝାଲି ଗ୍ରାମର ୪ ଓ ୫ ନଂ ୱାର୍ଡରେ ପାନୀୟଜଳର ଘୋର ଅଭାବ ଦେଖାଦେଇଛି। ଏ ନେଇ ଦୀର୍ଘଦିନ…

7 years ago

ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ଭବାନୀପାଟଣା, ୨୫।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଅଦାଲତ ଜିଲା ଓ ଦୌରାଜଜ୍‌ ପ୍ରଦୀପ କୁମାର ପଟ୍ଟନାୟକ ମଙ୍ଗଳବାର ଏକ ହତ୍ୟା ମାମଲା କେସ୍‌ ନଂ. ୫୧/୨୦୧୫ର ଶୁଣାଣି…

7 years ago

ଲାଞ୍ଚନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବ୍ରହ୍ମଗିରି ରାଜସ୍ବ ନିରୀକ୍ଷକ

ପୁରୀ ଅଫିସ, ୨୫।୨: ଲାଞ୍ଚ ନେବା ଅଭିଯୋଗରେ ମଙ୍ଗଳବାର ବ୍ରହ୍ମଗିରି ରାଜସ୍ବ ନିରୀକ୍ଷକ ବିଚିତ୍ର ମୋହନ ମିଶ୍ର ଏବଂ ପିଅନ କବିତା ବେହେରା ମଙ୍ଗଳବାର ଭିଜିଲାନ୍ସ ହାତରେ…

7 years ago

ଭିଜିଲାନ୍ସ ଜାଲରେ ବଡ଼ବିଲ ସହକାରୀ ରାଜସ୍ବ ନିରୀକ୍ଷକ: ଜମି ଚିହ୍ନଟ ପାଇଁ ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ବଡ଼ବିଲ,୨୫।୨(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। କାରାକୋହ୍ଲ ଅଞ୍ଚଳର ଜାକ୍ରିଏସ କିସପଟା ନାମକ ବ୍ୟକ୍ତିଙ୍କ ଜମି…

7 years ago

ପୁରୁଷୋତ୍ତମପୁର କୋର୍ଟରେ ନୂତନ ବିଚାରପତିଙ୍କ ଯୋଗଦାନ

ପୁରୁଷୋତ୍ତମପୁର, ୨୫।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ନୂତନ ବିଚାରପତି ଭାବେ ଦିଲ୍ଲୀପ କୁମାର ବାରିକ ମଙ୍ଗଳବାର କାର୍ଯ୍ୟରେ ଯୋଗ ଦେଇଛନ୍ତି…

7 years ago

ଫୁଲବାଣୀରେ ପ୍ରବଳ ବର୍ଷା: ଗଛପଡ଼ି ରାସ୍ତା ଅବରୋଧ, ଛିଡିଲା ବିଦ୍ୟୁତ୍‌ ତାର

ଫୁଲବାଣୀ ଅଫିସ,୨୫।୨: କନ୍ଧମାଳ ଜିଲାରେ ମଙ୍ଗଳବାରରୁ ବର୍ଷା, ପବନ ଲାଗି ରହିଛି। ଏହାର ପ୍ରଭାବରେ ଫୁଲବାଣୀ ସହରରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଗଛପଡ଼ି ରାସ୍ତା ଅବରୋଧ ହୋଇଥିବା…

7 years ago

କଳାହାଣ୍ଡି ଜିଲାର ୭ ଟି ହାଇସ୍କୁଲରେ କପିକରି ଧରାପଡ଼ିଲେ ୨୭ ଛାତ୍ରୀଛାତ୍ର

ଭବାନୀପାଟଣା,୨୫।୨(ଡି.ଏନ୍‌.ଏ.): ସୋମବାର ଦଶମ ବୋର୍ଡ ପରୀକ୍ଷାର ହିନ୍ଦୀ ଓ ସଂସ୍କୃତ ବିଷୟ ପରୀକ୍ଷା ହୋଇଥିଲା। ଏଥିରେ କଳାହାଣ୍ଡି ଜିଲାର ୭ ଟି ହାଇସ୍କୁଲର ୨୭ ଜଣଙ୍କୁ ମାଲପ୍ରାକ୍ଟିସ…

7 years ago

ଲାଞ୍ଚନେବା ପଡ଼ିଲା ମହଙ୍ଗା: ବାଧ୍ୟତାମୂଳକ ଅବସର ଗ୍ରହଣ କଲେ କୋକସରା ତହସିଲର ରେଭିନ୍ୟୁ ଇନ୍ସପେକ୍ଟର

ଭବାନୀପାଟଣା,୨୫।୨(ଡି.ଏନ୍‌.ଏ.): ଲାଞ୍ଚନେବା କଳାହାଣ୍ଡି ଜିଲା କୋକସରା ତହସିଲର ରେ୍‌ଭିନ୍ୟୁ ଇନ୍ସପେକ୍ଟରଙ୍କୁ ମହଙ୍ଗା ପଡ଼ିଛି। ଚାକିରି ଶେଷ ହୋଇ ନ ଥିଲେ ମଧ୍ୟ ବାଧ୍ୟତାମୂଳକ ଭାବେ ରେଭିନ୍ୟୁ ଇନ୍ସପେକ୍ଟର…

7 years ago

ଅଦିନିଆ ବର୍ଷା: ଚାଷୀ ଆତଙ୍କିତ

ସରଣ୍ଡା,୨୫।୨(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ସରଣ୍ଡାରେ ମଙ୍ଗଳବାର ସକାଳୁ ବର୍ଷା ଲାଗି ରହିଛି। ସୋମବାର ମଧ୍ୟ ଦିନତମାମ ବର୍ଷା ଲାଗି ରହିଥିବା ଯୋଗୁ ସାଧାରଣ ଜୀବନ…

7 years ago