ଆମ ଜିଲା ଖବର

ଆବାସ ଯୋଜନାରୁ ବଞ୍ଚିତ ପ୍ରକୃତ ହିତାଧିକାରୀ

ବଡ଼ଗାଁ,୧୧ା୮( ଅଶୋକ ଷଡ଼ଙ୍ଗୀ): ଭଙ୍ଗା ଘରେ ରହୁଥିବା କିମ୍ବା ବାସହୀନ ପରିବାରଙ୍କୁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଆବାସ ଯୋଜନାରେ ପକ୍କାଘର ଦେବା ବ୍ୟବସ୍ଥା କରିଛନ୍ତି।…

10 months ago

ଜିରା ନଦୀ ପୋଲରେ ଗର୍ତ୍ତ, ବଢୁଛି ଦୁର୍ଘଟଣା

ଭେଡ଼େନ,୧୧ା୮(ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ବ୍ଲକ ଅର୍ନ୍ତଗତ ତଥା ଗୋଡ଼ଭଗା-ସୋନପୁର ୫୪ ନମ୍ବର ରାଜ୍ୟ ରାଜପଥର ଗଣ୍ଡତୁରୁମ ଜୀରା ନଦୀ ପୋଲ ଛାତରେ ବଡ଼ ଗର୍ତ୍ତ…

10 months ago

ଓଏଚ୍‌ପିସି କଲୋନିରେ ବିପର୍ଯ୍ୟସ୍ତ ପରିମଳ

ବାଲିମେଳା,୧୧ା୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳାରେ ଥିବା ଓଏଚ୍‌ପିସି ସରକାରୀ କ୍ୱାର୍ଟର୍ସ ଜଳବିଦ୍ୟୁତ୍‌ କେନ୍ଦ୍ରରେ କାର୍ଯ୍ୟରତ କର୍ମଚାରୀଙ୍କ ନିମନ୍ତେ ଯୋଗାଇ ଦିଆଯାଉଛି। ଏହି କ୍ୱାର୍ଟର୍ସ ପରିସର ବିପର୍ଯ୍ୟସ୍ତ…

10 months ago

ଜୀବନରେଖାରେ ବିପନ୍ନ ଜୀବନ

କାମାକ୍ଷାନଗର, ୧୧।୮(ଅମ୍‌ଜାଦ ଖାନ୍‌): ଢେଙ୍କାନାଳ ଜିଲା କାମାକ୍ଷାନଗର ସହର ଦେଇ ଜାତୀୟ ରାଜପଥ ୫୩କୁ ସଂଯୋଗ କରୁଥିବା ଆଳତୁମା-ମାଳପୁରା ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଶେଷ ହେଉନାହିଁ। ପୌରାଞ୍ଚଳର…

10 months ago

କୌଳିକ ବୃତ୍ତି ହରାଇବେ ୪୦୦ ବୁଣାକାର ପରିବାର

ଆନନ୍ଦପୁର,୧୧।୮(ସନ୍ତୋଷ ରାଉତ): କେନ୍ଦୁଝର ଜିଲାର ଏକମାତ୍ର ଗ୍ରାମ ଆନନ୍ଦପୁର ପୌର ପରିଷଦ ଫକୀରପୁରରେ ଆଜକୁ ୪ ଶହ ବର୍ଷ ଧରି ଟସର ଶିଳ୍ପ ଚାଲି ଆସୁଛି। ଗ୍ରାମରେ…

10 months ago

‘ଯୁବପିଢ଼ି ପରିବର୍ତ୍ତନର ବାର୍ତ୍ତାବହ’

ବାଲେଶ୍ୱର, ୧୧।୮(ମାନସ ବିଶ୍ୱାଳ): ସର୍ବବୃହତ୍‌ ଗଣତାନ୍ତ୍ରିକ ରାଷ୍ଟ୍ର ଭାରତର ସିଂହଭାଗ ହେଉଛନ୍ତି ଯୁବପିଢ଼ି। ଆମ ଦେଶର ପ୍ରତ୍ୟେକ ନାଗରିକ ଯୁବାବସ୍ଥାରୁ ଗଣତନ୍ତ୍ରର ଅଧିକାର, ଦାୟିତ୍ୱ ଓ କର୍ତ୍ତବ୍ୟ…

10 months ago

ପବିତ୍ରମୋହନଙ୍କ ନାମରେ ନାମିତ ହେବ ତାଳଚେର ମେଡିକାଲ କଲେଜ

ଅନୁଗୋଳ,୧୧ା୮(ଅମିତ କୁମାର ସାମଲ)/ ତାଳଚେର, (ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେରଠାରେ ଏମ୍‌ସିଏଲ୍‌ ପକ୍ଷରୁ ନିର୍ମିତ ନୂତନ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ (ମହାନଦୀ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌…

10 months ago

ରତ୍ନଭଣ୍ଡାର ଅଳଙ୍କାରକୁ ନେଇ ବଢୁଛି ଦ୍ୱନ୍ଦ୍ୱ

ପୁରୀ,୧୧ା୮(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ଏବଂ ରାଜ୍ୟ ସରକାରଙ୍କ ଅଡୁଆ ବଢିବାରେ ଲାଗିଛି। ଭିତର ରତ୍ନଭଣ୍ଡାର ଖୋଲିବା ନେଇ ବିଭିନ୍ନ ସଙ୍ଗଠନ…

10 months ago

ନିଅଣ୍ଟିଆ ବର୍ଷା: ଚିନ୍ତାରେ ଚାଷୀକୁଳ

ସାକ୍ଷୀଗୋପାଳ,୧୧।୮(ଭରତ ରାଉତ): ଆଷାଢ଼ ସରି ଶ୍ରାବଣ ମାସ ଅଧା ହେଲାଣି। ହେଲେ ନିଅଣ୍ଟିଆ ବର୍ଷା ପାଇଁ ଚାଷ କାର୍ଯ୍ୟ ଘୋର ବାଧାପ୍ରାପ୍ତ ହୋଇଛି। ମୌସୁମୀ ଦୁର୍ବଳ ହେତୁ…

10 months ago

ଜରାଜୀର୍ଣ୍ଣ ଅବସ୍ଥାରେ ବିଏସ୍‌ଏନ୍‌ଏଲ୍‌ କାର୍ଯ୍ୟାଳୟ

ବୋଲଗଡ,୧୧।୮(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡରେ ଥିବା ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌)ର ଟେଲିଫୋନ ଏକ୍ସଚେଞ୍ଜ କାର୍ଯ୍ୟାଳୟଟି ଜରାଜୀର୍ଣ୍ଣ ହୋଇପଡିରହିଛି। ଆଗରୁ ଏହା ଭଡାଘରେ କାର୍ଯ୍ୟ କରୁଥିଲା…

10 months ago