ଆମ ଜିଲା ଖବର

ଧାମରାରେ ଲାଗିଲା ପଶ୍ଚିମବଙ୍ଗର ୩୭ ବୋଟ୍‌

ଚାନ୍ଦବାଲି,୮ା୧୧(ଡି.ଏନ.ଏ.)-ଭଦ୍ରକ ଜିଲା ଧାମରା ବନ୍ଦରଠାରୁ ଅନତି ଦୂରରେ ବଙ୍ଗୋପସାଗରରେ ଗଭୀର ସମୁଦ୍ରରେ କେତେକ ମାଛଧରା ବୋଟ୍‌ ଫସି ରହିବାର ଜଣାଯାଇଛି। ସେମାନଙ୍କ ମଧ୍ୟରୁ ଶୁକ୍ରବାର ଅପରାହ୍ନ ସୁଦ୍ଧା…

7 years ago

ନକଲି ସୋରିଷ ତେଲ କାରଖାନା ଠାବ, ମାଲିକ ଅଟକ

ଉଦଳା,୮।୧୧(ଡି.ଏନ୍‌.ଏ.): ମୟୁରଭଞ୍ଜ ଜିଲା ଉଦଳା ଥାନା ନାଗପାଳ ୧୨ନଂ ଓ୍ବାର୍ଡରେ ଶୁକ୍ରବାର ପୋଲିସ ଏକ ନକଲି ସୋରିଷ ତେଲ କାରଖାନା ଠାବ କରିଛି। ଏଠାରୁ ୫ହଜାର ଲିଟର…

7 years ago

ଗୁଳି ଓ ଏସିଡ୍‌ ମାଡ଼ କରି ସୁନା ଦୋକାନରୁ ଲୁଟ୍‌ ଉଦ୍ୟମ: ୩ଜଣଙ୍କୁ ଛେଚି ପୋଲିସର ଜିମା ଦେଲେ ଲୋକେ

ବାରିପଦା ଅଫିସ,୮।୧୧- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ମାଣତ୍ରୀ ରୋଡ଼ ସ୍ଥିତ ବିଶ୍ୱକର୍ମା ସୁନା ଦୋକାନରୁ ଶୁକ୍ରବାର ଲୁଟ ଉଦ୍ୟମ ହୋଇଛି। ତେବେ ସ୍ଥାନୀୟ ଲୋକେ…

7 years ago

ଦୁର୍ଦ୍ଦାନ୍ତ ଅପରାଧୀ ମୁଜାଫରଙ୍କୁ କୋର୍ଟଚାଲାଣ

ଝୁମ୍ପୁରା,୮।୧୧(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ ଅର୍ଶଳା ଗ୍ରାମର ଦୁର୍ଦ୍ଦାନ୍ତ ଅପରାଧୀ ଏମ୍‌ଡି ମୁଜାଫରଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ଚୋରି, ଡକାୟତି,…

7 years ago

ପୁରୀ ଜିଲା ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ସିଡିଏମ୍‌ଓଙ୍କ କାର୍ଯ୍ୟାଳୟରେ ତାଲା ପକାଇ ଯୁବକଂଗ୍ରେସର ଧାରଣା

ପୁରୀ ଅଫିସ,୭ା୧୧ : ପୁରୀ ଜିଲା ଚିକିତ୍ସାଳୟରେ ବୁଧବାର ଚିକିତ୍ସା ଅବହେଳା ଯୋଗୁ ଜଣେ ୫ମାସର ଶିଶୁକନ୍ୟାର ମୃତ୍ୟୁକୁ ଜିଲା ଯୁବ କଂଗ୍ରେସ ତିବ୍ର ପ୍ରତିବାଦ କରିଛି।…

7 years ago

ବାଲେଶ୍ୱରରେ ‘ବୁଲ୍‌ବୁଲ୍‌’ର ପ୍ରଭାବ : ବର୍ଷା ପବନ ଆରମ୍ଭ

ବାଲେଶ୍ୱର ଅଫିସ,୮।୧୧: ବାଲେଶ୍ୱର ଜିଲାରେ ସାମୁଦ୍ରିକ ବାତ୍ୟା ‘ବୁଲ୍‌ବୁଲ୍‌’ର ପ୍ରଭାବ ଦେଖିବାକୁ ମିଳିଛି। ଶୁକ୍ରବାର ପୂର୍ବାହ୍ନରେ ମୃଦୁ ପବନ ବହିବା ସହିତ ମଧ୍ୟାହ୍ନରେ ବର୍ଷା ଆରମ୍ଭ ହୋଇଯାଇଛି।…

7 years ago

ଯୁବ ଇଞ୍ଜିନିୟରଙ୍କ ଗଳିତ ମୃତଦେହ ଉଦ୍ଧାର

ସିମୁଳିଆ,୮।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନା ବରୀରୋଡ଼ ନୂଆପଲ୍ଲୀ ଅଞ୍ଚଳର ଜଣେ ଯୁବ ଇଞ୍ଜିନିୟରଙ୍କ ଗଳିତ ମୃତଦେହ ଶୁକ୍ରବାର ତାଙ୍କ ଘର ନିକଟସ୍ଥ ନୟନଜୋରି ମଧ୍ୟରୁ ପୋଲିସ…

7 years ago

ଅର୍ଥ ଦାବି କରୁଛନ୍ତି ମହାପ୍ରୟାଣ ଗାଡ଼ି କର୍ମଚାରୀ : ପ୍ରହସନ ପାଲଟିଛି ଯୋଜନା

ରାଇସୁଆଁ,୮।୧୧(ଡି.ଏନ୍‌.ଏ.): ମହାପ୍ରୟାଣ ଗାଡ଼ିରେ ମେଡିକାଲରୁ ମୃତଦେହକୁ ସମ୍ମାନ ସହକାରେ ନେଇ ଶ୍ମଶାନରେ ପହଞ୍ଚାଇବା ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରି ଚାଲିଛନ୍ତି। ମାତ୍ର କିଛି…

7 years ago

ସଉଦା କିଣି ଫେରୁଥିବା ବେଳେ ଧକ୍କାଦେଲା ଟ୍ରକ୍‌ : ଜଣଙ୍କ ଜୀବନଗଲା

ଜେନାପୁର,୮।୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ଜେନାପୁର ଥାନା ଅନ୍ତର୍ଗତ ଚଢ଼େଇଧରା ହାଟ ନିକଟସ୍ଥ ରାଣୀବନ୍ଧ ପୋଲ ନିକଟରେ ଶୁକ୍ରବାର ଟ୍ରକ୍‌ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତବ୍ୟକ୍ତି…

7 years ago

ସାକ୍ଷୀଗୋପାଳ ମନ୍ଦିରରେ ଠାକୁରଙ୍କ ଲକ୍ଷ୍ମୀନାରାୟଣ ବେଶ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ସାକ୍ଷୀଗୋପାଳ, ୮।୧୨(ଡି.ଏନ୍‌.ଏ.): ଆଜିଠୁ ଆରମ୍ଭ ହୋଇଛି ପଞ୍ଚୁକ। ଏହି କାର୍ତ୍ତିକ ବଡ଼ ଏକାଦଶୀ ଅବସରରେ ସାକ୍ଷୀଗୋପାଳ ମନ୍ଦିରରେ ଠାକୁରଙ୍କ ଲକ୍ଷ୍ମୀନାରାୟଣ ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼…

7 years ago