ବିଞ୍ଝାରପୁର,୧୧।୧୨(ଡି.ଏନ୍.ଏ.)- ବିଞ୍ଝାରପୁର ଥାନା ଅନ୍ତର୍ଗତ ଅଙ୍ଗାଳୋ ଗ୍ରାମର ଜୈନିକା ୧୪ବର୍ଷୀୟା ନାବାଳିକାଙ୍କୁ ସେହି ଗ୍ରାମର ଅମୀୟ ମଲ୍ଲିକ ପ୍ରଲୋଭନ ଦେଖାଇ ଗତ ୭ ତାରିଖରେ ଅପହରଣ କରିନେଇଥିଲେ।…
ଜି.ଉଦୟଗିରି,୧୧ା୧୨(ଡି.ଏନ.ଏ.)-ଗୃହ ବିଭାଗର ପ୍ରମୁଖ ସଚିବ ତଥା କନ୍ଧମାଳ ଜିଲା ନୋଡାଲ ଅଫିସର ସଞ୍ଜୀବ ଚୋପ୍ରା ମଙ୍ଗଳବାର ଜି.ଉଦୟଗିରି ବ୍ଲକର ବିଭିନ୍ନ ଗ୍ରାମ ଗସ୍ତକରି ଲୋକଙ୍କ ସମସ୍ୟା ସମ୍ପର୍କରେ…
ଯାଜପୁର ଟାଉନ,୧୧।୧୨(ଡି.ଏନ୍.ଏ.)- ଯାଜପୁର ଜିଲା କୋରେଇ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୩୩ ନଂ ଜୋନ୍ରୁ ନିର୍ବାଚିତ ବିଜେଡି ସଭ୍ୟା ଝରଣା ରାଉତଙ୍କ ସଭ୍ୟପଦ ରଦ୍ଦ ହୋଇଛି। ଯାଜପୁର…
ବାଲିଗୁଡ଼ା(ଡି.ଏନ୍.ଏ.)/ଫୁଲବାଣୀ ଅଫିସ,୧୧ା୧୨-କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳର ଜଣେ ସୂଚନା ଅଧିକାର କର୍ମୀଙ୍କୁ ମଙ୍ଗଳବାର ସକାଳେ ଗୁଳିକରି ହତ୍ୟା କରାଯାଇଛି। ମୃତକ ହେଲେ ସ୍ଥାନୀୟ ପାତ୍ର ସାହିର ଅଭିମନ୍ୟୁ…
ଛତ୍ରପୁର,୧୧ା୧୨(ଡି.ଏନ.ଏ)-ଚଳିତ ମାସ ୨୪ ରୁ ୨୮ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଗୋପାଳପୁର ବେଳାଭୂମି ମହୋତ୍ସବ ଅନୁଷ୍ଠିତ ହେବ ା ଏଥିପାଇଁ ଗୋପାଳପୁର ବେଳାଭୂମି ମହୋତ୍ସବ…
ଯାଜପୁର ଅଫିସ,୧୧।୧୨- ପାଖାପାଖି ୧ବର୍ଷ ହେଲା ସ୍ବାୟତ୍ତ ଶାସନ ବା ପୌର ସଂସ୍ଥାର ଦାୟିତ୍ୱ ପ୍ରଶାସନ ହାତରେ ରହିଛି। ସହରର ପରିବେଶକୁ ସ୍ବାସ୍ଥ୍ୟକର ଓ ନିର୍ମଳ ରଖିବା…
ବ୍ରହ୍ମପୁର ଅଫିସ,୧୧ା୧୨-ଗଞ୍ଜାମ ଜିଲାରେ କାର୍ଯ୍ୟକାରୀ ହେଉନି ସ୍କୁଲ ବସ୍ ପଲିସି-୨୦୧୬ ା ଜିଲାର କୌଣସି ଘରୋଇ କଲେଜ ଓ ସ୍କୁଲ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଚଳିତ ସ୍କୁଲ…
ଯାଜପୁର ଅଫିସ,୧୧।୧୨- ଦୀର୍ଘ ୬ ମାସ ଧରି ବନ୍ଦ ପଡ଼ିଥିବା ଇଡକଲ ଫେରୋକ୍ରୋମ ଆଣ୍ଡ ଆଲୟେଜ ଲିଃ, ଇଫ୍କଲ୍ କାରଖାନା ମଙ୍ଗଳବାର ପୁଣି ପୂର୍ଣ୍ଣମାତ୍ରାରେ ଉପତ୍ାଦନକ୍ଷମ ହୋଇଛି।…
ବ୍ରହ୍ମପୁର ଅଫିସ୍,୧୧ା୧୨-ବ୍ରହ୍ମପୁର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ର ପି.ବିଶ୍ୱନାଥ ପାତ୍ର ତାଙ୍କର ଉଦ୍ଭାବନ ‘ସ୍ମାର୍ଟ ୱାଟର୍ ଡିସ୍ପେନସର୍’କୁ ନେଇ ଏବେ ଚର୍ଚ୍ଚାରେ ରହିଛନ୍ତି । ଜଳ ଅପଚୟ ରୋକିବାରେ…
ଦିଗପହଣ୍ଡି,(ଡି.ଏନ.ଏ.)/ପାଟପୁର,୧୧ା୧୨-ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମରେ ୨୦୦୪ ଏପ୍ରିଲ ୧୨ ରେ ଘଟିଥିବା ସଂଘବଦ୍ଧ ଆକ୍ରମଣ ମାମଲାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଗତ କିଛିଦିନ ହେଲା…