ଆମ ଜିଲା ଖବର

ଜେରିଆଟିକ ୱାର୍ଡରେ ତାଲା: ବୟସ୍କ ରୋଗୀଙ୍କ ମଧ୍ୟରେ ଅସନ୍ତୋଷ

ଅନୁଗୋଳ ଅଫିସ, ୧୧।୧୦-ବୟସ୍କ ରୋଗୀ ବା ବରିଷ୍ଠ ନାଗରିକଙ୍କ ଚିକିତ୍ସା ପାଇଁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜେରିଆଟିକ ୱାର୍ଡ ଖୋଲାଯାଇଛି। କିନ୍ତୁ ଗତ ସପ୍ତାହେ ହେଲା…

7 years ago

୫ମ ଥର ଖୋଲିଲା ରେଙ୍ଗାଳି ଗେଟ୍‌

କଣିହାଁ,୧୧।୧୦(ଡି.ଏନ.ଏ)-ଅନୁଗୋଳ ଜିଲା କଣିହାଁ ବ୍ଲକସ୍ଥିତ ବ୍ରାହ୍ମଣୀ ନଦୀ ବନ୍ଧ ଯୋଜନାର ରେଙ୍ଗାଳି ଡ୍ୟାମରେ ଜଳସ୍ତର ବୃଦ୍ଧି ପାଇଛି। ଏଥିଯୋଗୁ ଡ୍ୟାମ କର୍ତ୍ତୃପକ୍ଷ ୫ମ ଥର ବନ୍ୟାଜଳ ନିଷ୍କାସନ…

7 years ago

କୋଇଲା ପରିବହନକୁ ନେଇ ମାରପିଟ: ଥାନାରେ ଅଭିଯୋଗ, ଧାରଣା

ତାଳଚେର,୧୧ା୧୦(ନି.ପ୍ର.)- ଏମ୍‌ସିଏଲ୍‌ର ଭୁବନେଶ୍ୱରୀ କୋଇଲା ଖଣିରେ କୋଇଲା ପରିବହନକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗୁରୁବାର ସନ୍ଧ୍ୟାରେ ମାରପିଟ ହୋଇଛି। ଏହାକୁ ନେଇ ଉଭୟ ପକ୍ଷ ତାଳଚେର…

7 years ago

ପୂଜା ପାଇଁ ସଜେଇ ହେଉଛି କୁଲାଡ଼ ଗାଁ: ୯ ମଣ୍ଡପରେ ପୂଜା ପାଇବେ ମା’ ଲକ୍ଷ୍ମୀ

ବଅଁରପାଳ, ୧୧।୧୦ (ଡି.ଏନ୍‌.ଏ.)-କୁମାର ପୂର୍ଣ୍ଣିମା ତିଥିରୁ ଆରମ୍ଭ ହେବ ମା’ ଲକ୍ଷ୍ମୀଙ୍କ ପୂଜା। ଢେଙ୍କାନାଳ ପରି ଅନୁଗୋଳ ଜିଲା ବଅଁରପାଳ ବ୍ଲକ କୁଲାଡ଼ ଗ୍ରାମରେ ଏହି ପୂଜାର…

7 years ago

ସିଆର୍‌ପିଏଫ୍‌କୁ ଜାଗା ଦେବାରୁ ଗ୍ରାମବାସୀଙ୍କ ବିରୋଧ

ବାଲିଗୁଡା,୧୧ା୧୦(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗଁା ବ୍ଲକ ମହାସିଙ୍ଗ ପଞ୍ଚାୟତରେ ଏକ ଜାଗାକୁ ସରକାର କେନ୍ଦ୍ରୀୟ ସଂରକ୍ଷଣ ପୋଲିସ ବାହିନୀ (ସିଆର୍‌ପିଏଫ୍‌)କୁ କ୍ୟାମ୍ପ କରିବାକୁ…

7 years ago

ଜୁଆ ଆଡ୍ଡାରେ ଚଢ଼ାଉ, ୧୫ ଗିରଫ

ଦାରିଙ୍ଗବାଡ଼ି,୧୧।୧୦(ଡି.ଏନ୍‌.ଏ)- ଦାରିଙ୍ଗବାଡ଼ି ଥାନା ପୋଲିସ ବୁଧବାର ରାତିରେ ସିମନବାଡ଼ିର ଜହୋନପଲ୍ଲି ଅଞ୍ଚଳରେ ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ୧୧ ଜଣଙ୍କୁ ଗିରଫ କରିଥିଲା। ସେମାନଙ୍କଠାରୁ…

7 years ago

ଗଞ୍ଜାମରେ ବଢ଼ୁଛନ୍ତି ମାନସିକ ରୋଗୀ

ବ୍ରହ୍ମପୁର ଅଫିସ୍‌,୧୧ା୧୦- ଗଞ୍ଜାମ ଜିଲାରେ ମାନସିକ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ବ୍ରହ୍ମପୁର ସିଟି ହସ୍‌ପିଟାଲ୍‌ ତଥା ଜିଲା ମୁଖ୍ୟ ଚିକିତ୍ସାଳୟ ମାନସିକ ରୋଗ…

7 years ago

ବମକେଇରେ ପୁଣି ରାଜନୈତିକ ହିଂସା: ଅଟୋଚାଳକ ଗୁରୁତର

ଦିଗପହଣ୍ଡି,୧୧ା୧୦(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବମକେଇ ପଞ୍ଚାୟତରେ ପୁଣି ରାଜନୈତିକ ହିଂସା ଘଟିଛି। ଏକ ରାଜନୈତିକ ଦଳର ସମର୍ଥକ ହୃଷିକେଶ ପ୍ରଧାନଙ୍କୁ ଅନ୍ୟଏକ ଦଳର ୪ ଜଣ ଆକ୍ରମଣ…

7 years ago

ଛତ୍ରପୁର,ପୁରୁଷୋତ୍ତମପୁର ଉପଖଣ୍ଡର ଅପରାଧ ସମୀକ୍ଷା

ଛତ୍ରପୁର,୧୧ା୧୦(ଡି.ଏନ.ଏ.)- ଗଞ୍ଜାମ ପୋଲିସ ଜିଲା ଅଧୀନ ଛତ୍ରପୁର ଓ ପୁରୁଷୋତ୍ତମପୁର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ଥାନା ଅଞ୍ଚଳର ଅପରାଧ ସମୀକ୍ଷା ବୈଠକ ଏସ୍‌ପିଙ୍କ ସମ୍ମିଳନୀ ଗୃହରେ ଗୁରୁବାର…

7 years ago

ଗୁଣ୍ଡିରିବାଡ଼ିରେ ବାଘୁଣୀ ପାଦଚିହ୍ନ

ଭଞ୍ଜନଗର,୧୧।୧୧(ଡି.ଏନ.ଏ.)- ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଜଗନ୍ନାଥପ୍ରସାଦ ରେଞ୍ଜ ଲଣ୍ଡେଇ ପାହାଡ଼ ନିକଟସ୍ଥ ଗୁଣ୍ଡିରିବାଡ଼ି ରାଜସ୍ବ ଗ୍ରାମ ନିକଟ ଜଙ୍ଗଲରେ ଏକ କଲରାପତରିଆ ବାଘୁଣୀକୁ…

7 years ago